ଘରେ ଘରେ ତ୍ରିରଙ୍ଗା ଅଭିଯାନ । ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଅଗଷ୍ଟ ୯ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତରରେ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ ବହୁ ଆଡ଼ମ୍ବର ସହକାରେ ପାଳନ କରାଯିବ । ଘରେ […]
Continue readingDaily Archives: August 8, 2026
ଶିଳ୍ପଜଗତରୁ ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି ଦିଲ୍ଲୀରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ,
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦିଲ୍ଲୀରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ, ଶିଳ୍ପଜଗତରୁ ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି। ଦୁଇ ଦିନିଆ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୬୬,୩୯୨ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିବା ସହ ୫୪,୧୩୫ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଏହି ଦୁଇ ଦିନିଆ ଶିଳ୍ପ ଅଭିଯାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପୂର୍ବୋଦୟ’ ଏବଂ ପୂର୍ବ ଭାରତର ଦ୍ରୁତ ବିକାଶର ଆଭିମୁଖ୍ୟ ଅନୁଯାୟୀ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ […]
Continue readingପ୍ରତ୍ୟେକ ପିଢ଼ିର ନିଜସ୍ୱ ଆହ୍ୱାନ ଏବଂ ଦାୟିତ୍ୱ ରହିଥାଏ,ଆଗାମୀ ୩୫ ବର୍ଷରେ ଆପଣମାନଙ୍କ କାମ ବିକଶିତ ଭାରତର ମୂଳଦୁଆ ହେବ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଆଇଆଇଟି ଦିଲ୍ଲୀର ୫୭ତମ ସମାନବର୍ତ୍ତନ ସମାରୋହରେ ଛାତ୍ରଛାତ୍ରୀଙ୍କୁ ସମ୍ୱୋଧିତ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି, ପ୍ରତ୍ୟେକ ପିଢ଼ିର ନିଜସ୍ୱ ଆହ୍ୱାନ ଏବଂ ଦାୟିତ୍ୱ ରହିଥାଏ । ଏହି ପିଢ଼ି ପାଇଁ ଆଗାମୀ ସମୟରେ ଆହୁରି ଅଧିକ ଆହ୍ୱାନପୂର୍ଣ୍ଣ ହୋଇପାରେ । ଏଥିପାଇଁ ଧ୍ୟାନରେ ରଖନ୍ତୁ ଯେ ଆଗାମୀ ୩୫ ବର୍ଷରେ ଆପଣମାନଙ୍କ କାମ ବିକଶିତ ଭାରତର ମୂଳଦୁଆ ହେବ । ସେ କହିଛନ୍ତି, ମୁଁ ଆଇଆଇଟିର ଅନେକ ପ୍ରାକ୍ତନ […]
Continue reading


