ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇପାରିବନି ଡିଜିପି ନିଯୁକ୍ତି । ମାମଲାର ଶୁଣାଣି ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । UPSC ୧୮ ତାରିଖ ପର୍ଯ୍ୟନ୍ତ ନିଷ୍ପତ୍ତି ନେଇପାରିବନି କହିଲେ ସୁପ୍ରିମକୋର୍ଟ । ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି । ସାମାଜିକ କର୍ମୀ ଜୟନ୍ତ ଦାସ ଏହି PIL ଦାଖଲ କରିଛନ୍ତି । ଯାହା ଉପରେ ଆଜି ସୁପ୍ରିମ କୋର୍ଟରେ ଶୁଣାଣି କରି ଏହି ରାୟ ଦେଇଛନ୍ତି । […]
Continue readingDaily Archives: August 13, 2026
୨୦୩୦ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଅଞ୍ଚଳକୁ ପହଞ୍ଚିବ ଗୁଣାତ୍ମକ ବିଦ୍ୟୁତ୍ ସେବା
ରାଜ୍ୟରେ ବିଦ୍ୟୁତ୍ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ସହ ସମସ୍ତଙ୍କୁ ଗୁଣାତ୍ମକ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନର ପ୍ରସ୍ତାବିତ ଶକ୍ତି ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ, ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ୧୫ଟି ନୂଆ ଗ୍ରୀଡ୍ ସବଷ୍ଟେସନ୍ ସ୍ଥାପନ କରାଯାଇଛି। ଏହା ସହିତ […]
Continue readingଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରାେହ, ଏହି ଅବସରରେ ମୋଟ ୬୬ ଜଣଙ୍କୁ ସମ୍ମାନିତ କଲେ ଡ଼ିଜିପି
ସମ୍ବେଦନଶୀଳ ତଥା ଗୁରୁତ୍ୱପୂର୍ଣ୍ଣ ଅପରାଧିକ ମାମଲାରେ ସଫଳ ଦଣ୍ଡବିଧାନ ସୁନିଶ୍ଚିତ କରିବା ସହ ତଦନ୍ତ ଓ ଆଇନଗତ ପ୍ରକ୍ରିୟାରେ ଉତ୍କୃଷ୍ଟ ଅବଦାନ ପାଇଁ ଓଡ଼ିଶା ପୋଲିସର ଅଧିକାରୀ ଏବଂ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କରାଯାଇଛି । ଭୁବନେଶ୍ୱର ସ୍ଥିତ ପୋଲିସ ଭବନଠାରେ ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଫଳ ଦଣ୍ଡବିଧାନରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଜିଲ୍ଲା ପୋଲିସ […]
Continue reading


