‘ହର୍ ଘର୍ ତିରଙ୍ଗା’ ଅଭିଯାନ ଜାତୀୟତାବୋଧର ଅନନ୍ୟ ଶିହରଣ ସୃଷ୍ଟି କରିଛି – ଧର୍ମେନ୍ଦ୍ର ପ୍ରଧାନ

‘ହର୍ ଘର୍ ତିରଙ୍ଗା’ ଅଭିଯାନ ଜାତୀୟତାବୋଧର ଅନନ୍ୟ ଶିହରଣ ସୃଷ୍ଟି କରିଛି – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ସ୍ଥିତ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କଲେ ସାଂସଦ ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର “ହର୍ ଘର୍ ତ୍ରିରଙ୍ଗା” ଅଭିଯାନରେ ଭୁବନେଶ୍ୱର ସ୍ଥିତ ନିଜ ବାସଭବନରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ୮୦ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି । ପତାକା ଉତ୍ତୋଳନ କରିବା ପରେ ଶ୍ରୀ ପ୍ରଧାନ ପ୍ରକାଶ କରିଛନ୍ତି ଯେ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେରଣାଦାୟୀ ନେତୃତ୍ୱରେ ‘ହର୍ ଘର୍ ତିରଙ୍ଗା’ […]

Continue reading