କାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ମୁକ୍ତି ଆବେଦନର ଶୁଣାଣି ପୁଣି ଘୁଞ୍ଚିଛି,ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ନିଷ୍ପତ୍ତି ନେବାକୁ ମିଳିଲା ସମୟ

କାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ମୁକ୍ତି ଆବେଦନର ଶୁଣାଣି ପୁଣି ଘୁଞ୍ଚିଛି,ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ନିଷ୍ପତ୍ତି ନେବାକୁ ମିଳିଲା ସମୟ

ଗ୍ରାହମ ଷ୍ଟେନ୍ସ ଓ ତାଙ୍କ ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦାରା ସିଂଙ୍କ ମୁକ୍ତି ଆବେଦନର ଶୁଣାଣି ପୁଣି ଘୁଞ୍ଚିଛି। ଦାରା ସିଂଙ୍କ ମୁକ୍ତି ସମ୍ପର୍କରେ ନିଷ୍ପତ୍ତି ନେବାକୁ ଓଡ଼ିଶା ବନ୍ଦୀ ମୁକ୍ତି ସମୀକ୍ଷା ବୋର୍ଡକୁ ସୁପ୍ରିମକୋର୍ଟ ଆଉ ଏକ ଶେଷ ସୁଯୋଗ ଦେଇଛନ୍ତି। ପୂର୍ବ ଶୁଣାଣିରେ ଆଜି ସୁଦ୍ଧା ଦାରା ସିଂଙ୍କ ମୁକ୍ତି ଆବେଦନ ଉପରେ ନିଷ୍ପତ୍ତି ନେବାକୁ ଓଡ଼ିଶା ସରକାରଙ୍କୁ କୁହାଯାଇଥିଲା। ତେବେ ଆଜିର ଶୁଣାଣିରେ ମଧ୍ୟ କୌଣସି […]

Continue reading
ଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ, ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

ଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ, ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

ଓଡ଼ିଶା ସହ ୪ ରାଜ୍ୟରେ ରେଳ ସମ୍ପ୍ରସାରଣ । ୯ହଜାର ୪୫୦ କୋଟିର ୪ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି । ଖଡ଼ଗପୁର–ଭଦ୍ରକ, ଭଦ୍ରକ–ହରିଦାସପୁର ଓ କଟକ–ପାରାଦୀପ କରିଡର ସାମିଲ; ୪୧୦ କିମି ବଢ଼ିବ ରେଳ ନେଟୱର୍କ । ଦେଶର ଚାରିଟି ରାଜ୍ୟରେ ରେଳ ନେଟୱର୍କର କ୍ଷମତା ବୃଦ୍ଧି ପାଇଁ ଚାରିଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ଦେଇଛି । ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁରେ କାର୍ଯ୍ୟକାରୀ ହେବାକୁ ଥିବା ଏହି […]

Continue reading