ରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ୭ମ ସ୍ଥାନରେ

ରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ୭ମ ସ୍ଥାନରେ

୧୭ ଅଗଷ୍ଟ ୨୦୨୬: ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମଏନଆରଇ) ପୋର୍ଟାଲରେ ଉପଲବ୍ଧ ତଥ୍ୟ ଅନୁସାରେ, ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା ଅଧୀନରେ ରୁଫଟପ୍ ସୋଲାର ସ୍ଥାପନ କ୍ଷେତ୍ରରେ ଜାତୀୟ ସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇ ଓଡ଼ିଶା ଦେଶର ଅନ୍ୟତମ ଦ୍ରୁତ ଅଭିବୃଦ୍ଧିଶୀଳ ରୁଫଟପ୍ ସୋଲାର ବଜାର ଭାବେ ଉଭା ହୋଇଛି । ରାଜ୍ୟରେ ପ୍ରାୟ ୧.୭୪ ଲକ୍ଷ ରୁଫଟପ୍ ସୋଲାର ସିଷ୍ଟମ୍ ସ୍ଥାପନ କରାଯାଇଛି, ଯାହା ସମଗ୍ର […]

Continue reading
MMDR ବିଲ୍, ୨୦୨୬କୁ ନେଇ ବିରୋଧୀଙ୍କ ମିଥ୍ୟା ଅପପ୍ରଚାର ଜବାବ ରଖିଲେ ଧର୍ମେନ୍ଦ୍ର ପ୍ରଧାନ

MMDR ବିଲ୍, ୨୦୨୬କୁ ନେଇ ବିରୋଧୀଙ୍କ ମିଥ୍ୟା ଅପପ୍ରଚାର ଜବାବ ରଖିଲେ ଧର୍ମେନ୍ଦ୍ର ପ୍ରଧାନ

ଗତକାଲି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ‘ଖଣି ଏବଂ ଖଣିଜ (ବିକାଶ ଓ ନିୟାମକ) ସଂଶୋଧନ ବିଲ୍, ୨୦୨୬’ (MMDR Amendment Bill-2026) କୁ ବିରୋଧ କରିବା ସହ କେନ୍ଦ୍ର ସରକାର ଓଡ଼ିଶାର ହକ୍ ଛଡ଼ାଇ ନେଉଛନ୍ତି ବୋଲି ଯେଉଁ ବକ୍ତବ୍ୟ ରଖିଛନ୍ତି, ତାହାର କଡ଼ା ଜବାବ ଦେଇଛନ୍ତି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ […]

Continue reading