ଜାତୀୟ ମହାକାଶ ଦିବସ ଅବସରରେ ଦେଶବାସୀ ଏବଂ ବୈଜ୍ଞାନିକମାନଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ନୂତନ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ସେ ଜେନ ଜେଡଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି । ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ହାସଲ କରିବା ଲକ୍ଷ୍ୟରେ ମହାକାଶ କ୍ଷେତ୍ର ଏକ ପ୍ରମୁଖ ଭୂମିକା ଗ୍ରହଣ କରେ ବୋଲି କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଏକ ଭିଡିଓ ସେୟାର କରି କହିଛନ୍ତି ଯେ, ଏହା […]
Continue readingDaily Archives: August 23, 2026
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ
ଏନ୍ ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ସେ ଅନୁରୋଧ କରିଛନ୍ତି । ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ନେଇ […]
Continue reading

