ଚୀନ ରାଷ୍ଟ୍ରପତି ସି ଜିନ୍ପିଙ୍ଗ ସାତ ବର୍ଷରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ । ରୟଟର୍ସ ରିପୋର୍ଟ ଅନୁସାରେ, ଚୀନ ରାଷ୍ଟ୍ରପତି ସି ଜିନ୍ପିଙ୍ଗ ଆସନ୍ତା ମାସରେ ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଏକ ବଡ଼ ପ୍ରତିନିଧିମଣ୍ଡଳ ସହ ଯୋଗଦେବେ । ଏହା ସାତ ବର୍ଷ ପରେ ତାଙ୍କ ପ୍ରଥମ ଭାରତ ଗସ୍ତ ହେବ ଏବଂ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଦେଶ ମଧ୍ୟରେ ସଂପର୍କ ସୁଧାରିବାର ଏକ ନୂଆ ସଂକେତ ହେବ । […]
Continue readingDaily Archives: August 24, 2026
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ । ଲିଜ ସୂତ୍ରରେ ଦେବା ସଂପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ଆପ୍ରାଇଜାଲ କମିଟି- PPPAC ମଞ୍ଜୁରୀ ଦେଇଛି । ବଣ୍ଡଲ- ୩ କାଟାଗୋରୀରେ ଭୁବନେଶ୍ବର ବିମାନବନ୍ଦର ସହ କର୍ଣ୍ଣାଟକର ହୁବଲି ଏୟାରପୋର୍ଟକୁ ଯୋଡ଼ା ଯାଇଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣ ନେଇ ତେଜିଛି ରାଜନୀତି । ଲାଭଜନକ ସଂସ୍ଥାର ପ୍ରାଇଭେଟାଇଜେସନ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ । କେନ୍ଦ୍ରର […]
Continue reading

