ନବୀନଙ୍କ ଚିଠିର ଜବାବ ଦେଲେ ଧର୍ମେନ୍ଦ୍ର; କହିଲେ- ତଥ୍ୟକୁ ଗୋପନ ରଖି ମିଛରେ ଭୟ ସୃଷ୍ଟି କରି ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଅନୁଚିତ

ନବୀନଙ୍କ ଚିଠିର ଜବାବ ଦେଲେ ଧର୍ମେନ୍ଦ୍ର; କହିଲେ- ତଥ୍ୟକୁ ଗୋପନ ରଖି ମିଛରେ ଭୟ ସୃଷ୍ଟି କରି ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଅନୁଚିତ

ଖଣି ଓ ଖଣିଜ (ବିକାଶ ଓ ନିୟାମକ) ସଂଶୋଧନ ଅଧିନିୟମ, ୨୦୨୬ (MMDR Amendment Act, 2026)କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡ଼ିଶାର ସାଂସଦମାନଙ୍କୁ ଦେଇଥିବା ଚିଠିର ପ୍ରତ୍ୟୁତ୍ତର ରଖିଛନ୍ତି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତଥ୍ୟକୁ ଗୋପନ ରଖି ଏବଂ ମିଛରେ ଭୟ ସୃଷ୍ଟି କରି ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଗ୍ରହଣୀୟ ନୁହେଁ ବୋଲି ସେ ପତ୍ରରେ ପ୍ରକାଶ କରିଛନ୍ତି। ଖଣି ଓ ଖଣିଜ (ବିକାଶ […]

Continue reading
ସେପ୍ଟେମ୍ବର ୮–୯ରେ ଦୁବାଇ ଇନଭେଷ୍ଟର୍ସ ମିଟ୍ ,ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେପ୍ଟେମ୍ବର ୮–୯ରେ ଦୁବାଇ ଇନଭେଷ୍ଟର୍ସ ମିଟ୍ ,ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେପ୍ଟେମ୍ବର ୮–୯ରେ ଦୁବାଇ ଇନଭେଷ୍ଟର୍ସ ମିଟ୍ ।  ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଓଡ଼ିଶାକୁ ଅଧିକ ବିଦେଶୀ ପୁଞ୍ଜି ଆଣିବା ପାଇଁ ପୁଣି ଏକ ବଡ଼ ପ୍ରୟାସ। ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ୟୁଏଇର ଦୁବାଇରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ମିଟ୍ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ବିଶ୍ୱର ଅନ୍ୟତମ ପ୍ରମୁଖ ବ୍ୟବସାୟିକ କେନ୍ଦ୍ର ଦୁବାଇରେ ଓଡ଼ିଶାର ଶିଳ୍ପ ସମ୍ଭାବନାକୁ ବିଦେଶୀ ନିବେଶକଙ୍କ ସମ୍ମୁଖରେ ରଖିବେ ମୁଖ୍ୟମନ୍ତ୍ରୀ। […]

Continue reading
ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ: ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ୧୦ ପରାମର୍ଶ, ଅପରାଧ ପ୍ରତି ଜିରୋ ଟଲରାନ୍ସ

ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ: ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ୧୦ ପରାମର୍ଶ, ଅପରାଧ ପ୍ରତି ଜିରୋ ଟଲରାନ୍ସ

ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି । ପୋଲିସ ସଂସ୍କାର ପାଇଁ ପ୍ରତ୍ୟେକ ପ୍ରସ୍ତାବ ଓ ଗୁରୁତ୍ଵପୂର୍ଣ୍ଣ ଦିଗକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱର ସହ ନେବା ସହିତ ଏଗୁଡ଼ିକର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସମସ୍ତ ସାଧନ, ଅନୁଦାନ ଓ ପ୍ରଶାସନିକ ସହଯୋଗ […]

Continue reading