ନେପାଳ ବନ୍ୟାରେ ମୃତ୍ୟୁ ସଂଖ୍ୟା ୩୩୨ଟପିଲା ,୧୫ଶହରୁ ଅଧିକ ନିଖୋଜ

ନେପାଳ ବନ୍ୟାରେ ମୃତ୍ୟୁ ସଂଖ୍ୟା ୩୩୨ଟପିଲା ,୧୫ଶହରୁ ଅଧିକ ନିଖୋଜ

ନେପାଳ ବନ୍ୟାରେ ମୃତ୍ୟୁ ସଂଖ୍ୟା ୩୩୨ଟପିଲା । ଏଯାଏଁ ୧୫ଶହରୁ ଅଧିକ ନିଖୋଜ ଅଛନ୍ତି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବାର ନେଇ ଆଶଙ୍କା କରାଯାଉଛି । ତିବ୍ବତରେ ମଧ୍ୟ ୫୫୦ରୁ ଅଧିକ ନିଖୋଜ ଅଛନ୍ତି । ଧ୍ବଂସାବଶେଷ ତଳୁ ଚାଲିଛି ଜୀବନର ସନ୍ଧାନ । ପ୍ରାୟ ୧୦୦ ନିଖୋଜ ଭାରତୀୟଙ୍କ ପତ୍ତା ମିଳିଲା । ଭାରତର ବୈଦେଶିକ ମନ୍ତ୍ରଣାଳୟ କହିଛି, ୨୮୮ ଭାରତୀୟ ନିଖୋଜ ରହିଛନ୍ତି । ସେମାନଙ୍କ ଭିତରୁ ୭୩ ଜଣ ଭାରତୀୟ ତ୍ରିଶୁଲି […]

Continue reading
ଗୋଳାବନ୍ଧ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି, ୧୩୭୧ ପରିବାରକୁ ୭୫ କୋଟି ୬୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜ୍ ଘୋଷଣା।

ଗୋଳାବନ୍ଧ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି, ୧୩୭୧ ପରିବାରକୁ ୭୫ କୋଟି ୬୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜ୍ ଘୋଷଣା।

ଗୋଳାବନ୍ଧ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି। ୧୩୭୧ ପରିବାରକୁ ୭୫ କୋଟି ୬୦ଲକ୍ଷ ଟଙ୍କାର ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜ୍ ଘୋଷଣା। ଗଞ୍ଜାମ ଜିଲ୍ଲା ଗୋପାଳପୁର ଗସ୍ତରେ ସ୍ୱତନ୍ତ୍ର ପୁନର୍ବାସ ଓ ଥଇଥାନ କେଜର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ଛେଳିଗଡ଼ ମଧ୍ୟମ ଜଳସେଚନ ପ୍ରକଳ୍ପର ବିସ୍ଥାପିତ ୧୧୨ଟି ପରିବାରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୯୬ଟି ପରିବାରକୁ ଘରବାରି ଓ ଚାଷଜମିର ପଟ୍ଟା ବଣ୍ଟନ କରାଯାଇଛି। ୧୯୮୪ ମସିହାରେ ଆର୍ମୀ ଏୟାର […]

Continue reading
ଡିଆରଡିଓ ଦ୍ୱାରା ବିକଶିତ କ୍ଷେପଣାସ୍ତ୍ରର ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତରକୁ ପ୍ରତିରକ୍ଷାମନ୍ତ୍ରୀଙ୍କ ମଞ୍ଜୁରୀ

ଡିଆରଡିଓ ଦ୍ୱାରା ବିକଶିତ କ୍ଷେପଣାସ୍ତ୍ରର ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତରକୁ ପ୍ରତିରକ୍ଷାମନ୍ତ୍ରୀଙ୍କ ମଞ୍ଜୁରୀ

ପ୍ରତିରକ୍ଷା କ୍ଷେତ୍ରରେ ‘ଆତ୍ମନିର୍ଭର ଭାରତ’ ଲକ୍ଷ୍ୟକୁ ହାସଲ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଡିଆରଡିଓ ଦ୍ବାରା ବିକଶିତ ସମସ୍ତ ପାରମ୍ପରିକ କ୍ଷେପଣାସ୍ତ୍ର ପ୍ରଣାଳୀର ପ୍ରଯୁକ୍ତିବିଦ୍ୟାକୁ ଦେଶ ମଧ୍ୟରେ ଉତ୍ପାଦନ କରିବା ପାଇଁ ଭାରତୀୟ ପ୍ରତିରକ୍ଷା ଉଦ୍ୟୋଗକୁ ହସ୍ତାନ୍ତର କରିବାକୁ ମଞ୍ଜୁରୀ ଦେଇଛନ୍ତି। ଏହି ପ୍ରଯୁକ୍ତି ହସ୍ତାନ୍ତରଣ ପ୍ରତିରକ୍ଷା କ୍ଷେତ୍ରରେ ଦେଶୀୟ ଶିଳ୍ପଗୁଡ଼ିକର ଅଧିକ ଅଂଶଗ୍ରହଣକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହେବ। ଏହା ଦ୍ୱାରା […]

Continue reading
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୩ତମ ପ୍ରଗତି ବୈଠକ ଅନୁଷ୍ଠିତ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୩ତମ ପ୍ରଗତି ବୈଠକ ଅନୁଷ୍ଠିତ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥରେ ଆଇସିଟି-ସକ୍ଷମ, ସକ୍ରିୟ ପ୍ରଶାସନ ଏବଂ ସମୟୋଚିତ କାର୍ଯ୍ୟକାରିତା ପାଇଁ ବହୁମୁଖୀ ପ୍ଲାଟଫର୍ମ ପ୍ରଗତିର ୫୩ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ବୈଠକରେ ପ୍ରଧାନମନ୍ତ୍ରୀ ରେଳ, ସଡ଼କ ଏବଂ ବିଦ୍ୟୁତ୍ କ୍ଷେତ୍ରର ନଅଟି ରାଜ୍ୟରେ ସର୍ବମୋଟ୍‌ ୩୦ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ଛଅଟି ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କରିଥିଲେ। ଯୋଗାଯୋଗକୁ ସୁଦୃଢ଼ କରିବା, ଶିଳ୍ପ ଓ ଆର୍ଥିକ କାର୍ଯ୍ୟକଳାପକୁ ସମର୍ଥନ କରିବା ଏବଂ ଜନସେବାରେ […]

Continue reading
ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ କାହିଁକି ନିହାତି ଜରୁରୀ

ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ କାହିଁକି ନିହାତି ଜରୁରୀ

ଅଯୋଧ୍ୟା ଶ୍ରୀରାମ ମନ୍ଦିର, ତିରୁପତି ବାଲାଜୀ, ବୈଷ୍ଣୋଦେବୀ, ଶିରିଡ଼ି ଏବଂ ଉଜ୍ଜୟିନୀର ମହାକାଳେଶ୍ୱର ମନ୍ଦିର ଭଳି ପ୍ରମୁଖ ତୀର୍ଥସ୍ଥଳୀରେ ବର୍ଷ ତମାମ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେଉଥିଲେ ମଧ୍ୟ ସେଠାରେ ଧାଡ଼ି ଦର୍ଶନ ବ୍ୟବସ୍ଥା ବେଶ୍ ସଫଳ। ଟୋକନ୍, ବାରକୋଡ୍ ଏବଂ ସୁସଜ୍ଜିତ ରାମ୍ପ୍ ଯୋଗୁଁ ପ୍ରତ୍ୟେକ ଭକ୍ତ ସମାନ ସୁବିଧାରେ କିଛି ମିନିଟ୍ ଭିତରେ ଦର୍ଶନ ପାଆନ୍ତି। ବର୍ଷ ବର୍ଷ ଧରି ମହାପ୍ରଭୁ ଜଗନ୍ନାଥଙ୍କୁ ଶୃଙ୍ଖଳିତ ଦର୍ଶନ ପାଇଁ ଦାବି ହେଉଛି । କିନ୍ତୁ ଏହା […]

Continue reading
ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ସାତ ବର୍ଷରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ,

ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ସାତ ବର୍ଷରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ,

ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ସାତ ବର୍ଷରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ । ରୟଟର୍ସ ରିପୋର୍ଟ ଅନୁସାରେ, ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ଆସନ୍ତା ମାସରେ ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଏକ ବଡ଼ ପ୍ରତିନିଧିମଣ୍ଡଳ ସହ ଯୋଗଦେବେ । ଏହା ସାତ ବର୍ଷ ପରେ ତାଙ୍କ ପ୍ରଥମ ଭାରତ ଗସ୍ତ ହେବ ଏବଂ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଦେଶ ମଧ୍ୟରେ ସଂପର୍କ ସୁଧାରିବାର ଏକ ନୂଆ ସଂକେତ ହେବ । […]

Continue reading
ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ

ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ

ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ହେବ ଘରୋଇକରଣ ।  ଲିଜ ସୂତ୍ରରେ ଦେବା ସଂପର୍କିତ ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ପବ୍ଲିକ ପ୍ରାଇଭେଟ ପାର୍ଟନରସିପ ଆପ୍ରାଇଜାଲ କମିଟି- PPPAC ମଞ୍ଜୁରୀ ଦେଇଛି ।  ବଣ୍ଡଲ- ୩ କାଟାଗୋରୀରେ ଭୁବନେଶ୍ବର ବିମାନବନ୍ଦର ସହ କର୍ଣ୍ଣାଟକର ହୁବଲି ଏୟାରପୋର୍ଟକୁ ଯୋଡ଼ା ଯାଇଛି ।  ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣ ନେଇ ତେଜିଛି ରାଜନୀତି । ଲାଭଜନକ ସଂସ୍ଥାର ପ୍ରାଇଭେଟାଇଜେସନ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ।  କେନ୍ଦ୍ରର […]

Continue reading
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୩ତମ ପ୍ରଗତି ବୈଠକ ଅନୁଷ୍ଠିତ

ଜାତୀୟ ମହାକାଶ ଦିବସ ଅବସରରେ ଦେଶବାସୀ ଏବଂ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜାତୀୟ ମହାକାଶ ଦିବସ ଅବସରରେ ଦେଶବାସୀ ଏବଂ ବୈଜ୍ଞାନିକମାନଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ନୂତନ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ସେ ଜେନ ଜେଡଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି । ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ହାସଲ କରିବା ଲକ୍ଷ୍ୟରେ ମହାକାଶ କ୍ଷେତ୍ର ଏକ ପ୍ରମୁଖ ଭୂମିକା ଗ୍ରହଣ କରେ ବୋଲି କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଏକ ଭିଡିଓ ସେୟାର କରି କହିଛନ୍ତି ଯେ, ଏହା […]

Continue reading
କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଏନ୍ ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରୁ କଟକ ମଧ୍ୟରେ ଥିବା ରାସ୍ତାର ତୁରନ୍ତ ମରାମତି ଏବଂ ଖାଲ ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ସେ ଅନୁରୋଧ କରିଛନ୍ତି । ଓଡ଼ିଶାର ପ୍ରମୁଖ ପରିବହନ ଓ ଲଜିଷ୍ଟିକ୍ସ କରିଡର ଭାବେ ପରିଚିତ ୫୫ ନମ୍ବର ଜାତୀୟ ରାଜପଥର ଶୋଚନୀୟ ଅବସ୍ଥା ନେଇ […]

Continue reading
୨୦୨୫ ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଲସ୍କର-ଏ-ତୈବା ମୁଖ୍ୟ ହାଫିଜ୍ ମହମ୍ମଦ ସଇଦଙ୍କ ବିରୋଧରେ କୋର୍ଟ ସମନ ପଠାଇବ NIA

୨୦୨୫ ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ଲସ୍କର-ଏ-ତୈବା ମୁଖ୍ୟ ହାଫିଜ୍ ମହମ୍ମଦ ସଇଦଙ୍କ ବିରୋଧରେ କୋର୍ଟ ସମନ ପଠାଇବ NIA

୨୦୨୫ ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ପାକିସ୍ତାନରେ ଥିବା ଲସ୍କର-ଏ-ତୈବା ମୁଖ୍ୟ ହାଫିଜ୍ ମହମ୍ମଦ ସଇଦଙ୍କ ବିରୋଧରେ ଭାରତର ଆଇନଗତ ପଦକ୍ଷେପ ଆହୁରି ତୀବ୍ର ହୋଇଛି। ଜୁଲାଇରେ ଜମ୍ମୁର ସ୍ୱତନ୍ତ୍ର ଏନଆଇଏ କୋର୍ଟ ତାଙ୍କ ବିରୋଧରେ ଜାମିନବିହୀନ ୱାରେଣ୍ଟ ଜାରି କରିଥିବାବେଳେ, ଏବେ ତାଙ୍କୁ କୋର୍ଟ ସମନ ପ୍ରଦାନ ପାଇଁ କୂଟନୈତିକ ମାଧ୍ୟମରେ ପଦକ୍ଷେପ ନିଆଯାଉଛି।  ସରକାରୀ ସୂତ୍ର ଅନୁସାରେ, ସମନକୁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ମାଧ୍ୟମରେ ପାକିସ୍ତାନକୁ ପଠାଯିବାର ପ୍ରକ୍ରିୟା ଚାଲିଛି। ଏହାର ଉଦ୍ଦେଶ୍ୟ ହେଉଛି […]

Continue reading