ଇସ୍ରାଏଲର ବିମାନ ହାଇଜ୍ୟାକ୍ ମାମଲାକୁ ନେଇ ବଡ଼ ଖୁଲାସା ହୋଇଛି । ଫ୍ଲାଇ ଦୁବାଇ ବିମାନ ଅପହରଣ ନୁହେଁ ବରଂ ପାଇଲଟଙ୍କ ଝଗଡା ଯୋଗୁଁ ଡାଇଭର୍ଟ କରାଯାଇଥିଲା । କକପିଟ୍ ରେ ଥିବା ଜଣେ ପାଇଲଟ ବିମାନକୁ କ୍ରାସ କରିବାକୁ ଚାହୁଁଥିଲେ, ଯାହାକୁ ରୋକିବା ପାଇଁ ଅନ୍ୟ ପାଇଲଟ ଚେଷ୍ଟା କରିଥିଲେ । କକପିଟ୍ ଭିତରେ ପାଇଲଟଙ୍କ ମଧ୍ୟରେ ମାରପିଟ୍ ଯୋଗୁଁ ଜଣେ ପାଇଲଟଙ୍କ ହାତ ବିମାନର ହାଇଜାକ୍ ବଟନରେ ବାଜିଥିଲା । ଫଳରେ ଦୁବାଇ-ତେଲ୍ ଅବିବ […]
Continue readingMonthly Archives: September 2026
୬ ଦଫା ଦାବି ନେଇ ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ
ସେପ୍ଟେମ୍ବର ୩୦ (ବୁଧବାର) ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରା ଦେଇଛି। ସେହିପରି ଅକ୍ଟୋବର ୮ ତାରିଖରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି।୬ ଦଫା ଦାବି ନେଇ ବନ୍ଦ ଡାକରା ଦେଇଛି ନବନିର୍ମାଣ କୃଷକ ସଂଗଠନ । ନବନିର୍ମାଣ ଯୁବଛାତ୍ର ସଂଗଠନ ଓ କୃଷକ ସଂଗଠନର ପ୍ରତିଷ୍ଠାତା ଅକ୍ଷୟ କହିଛନ୍ତି ଯେ,ପିଲାମାନଙ୍କ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ୍ ରହିଛି। […]
Continue reading୫୬ ବର୍ଷ ଶାସନରେ ଥିବା ଦଳ ଗତ ଦୁଇଟା ନିର୍ବାଚନରେ ୫୬ ସିଟ୍ ପାଇଲାନାହିଁ- ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
୫୬ ବର୍ଷ ଶାସନରେ ଥିବା ଦଳ ଗତ ଦୁଇଟା ନିର୍ବାଚନରେ ୫୬ ସିଟ୍ ପାଇଲାନାହିଁ । ବିରୋଧୀଙ୍କ କାମ ହେଲା ସରକାରଙ୍କୁ ସମାଲୋଚନା କରିବା ଏବଂ ଭୁଲ୍କୁ ଠିକ୍ କରିବା । କିନ୍ତୁ ଏଠି ବିରୋଧୀ ଦଳ ସବୁ ଭଲକୁ ବିରୋଧ କରୁଛନ୍ତି । ଏମିତି କିଛି କହି କଂଗ୍ରେସକୁ ଟାର୍ଗେଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ବିଜେପି । ଯାହାକୁ ନେଇ […]
Continue readingଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୧ ତମ ଜୟନ୍ତୀ
ପ୍ରଦ୍ୟୁମ୍ନ ଶତପଥୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୧ ତମ ଜୟନ୍ତୀ ଅବସରରେ ତାଙ୍କର ଅମୃତ ଅମ୍ଲାନ ସ୍ମୃତି ପ୍ରତି କୋଟି କୋଟି ପ୍ରଣାମ ଜଣାଉଛୁ ।ବହୁମୁଖି ପ୍ରତିଭାଧର ଦୀନଦୟାଲ ଉପାଧ୍ୟାୟ ୧୯୧୬ ମସିହା, ସେପ୍ଟେମ୍ବର ୨୫ ତାରିଖ ଦିନ ମଥୁରା ଅନ୍ତର୍ଗତ ନଗଳା ଚନ୍ଦ୍ରଭାନ ଗ୍ରାମରେ ଭଗବତୀ ପ୍ରସାଦ ଉପାଧ୍ୟାୟଙ୍କ ପୁତ୍ର ଭାବରେ ଜନ୍ମ ଗ୍ରହଣ କରିଥିଲେ ଏହି ଇତିହାସ ସିଦ୍ଧ ଦାର୍ଶନିକ, ଐତିହାସିକ, ଅର୍ଥଶାସ୍ତ୍ର ବିଶାରଦ, ସାମ୍ବାଦିକ, ରାଜନୀତିଜ୍ଞ ତଥା ଜନସଂଘର ଅନ୍ୟତମ ପ୍ରତିଷ୍ଠାତା […]
Continue readingଆଜି ପାଳିତ ହେବାକୁ ଯାଉଛି ଚତୁର୍ଦ୍ଦଶତମ ବିଶ୍ବ ସ୍ବପ୍ନ ଦିବସ
ଆଜି ପାଳିତ ହେବାକୁ ଯାଉଛି ଚତୁର୍ଦ୍ଦଶତମ ବିଶ୍ବ ସ୍ବପ୍ନ ଦିବସ । ଏହି ଅବସରରେ ଯାହାଙ୍କର ସ୍ବପ୍ନ ସମ୍ପର୍କିତ ଦର୍ଶନ ଆମକୁ ଖୁବ୍ ପ୍ରଭାବିତ କରିଛି , ସେ ହେଉଛନ୍ତି ଅତିବଡ଼ି ସନ୍ଥ ଜଗନ୍ନାଥ ଦାସ ଓ ବହୁ ସୁବେଶଷଣର ଅଧିକାରୀ ତଥା ଭାରତର ଲୋକ ରାଷ୍ଟ୍ରପତି ଡଃ ଏ ପି ଜେ ଅବଦୁଲ କାଲାମ , ସେମାନଙ୍କ ଅମୃତ ଅମ୍ଲାନ ସ୍ମୃତି ପ୍ରତି ପ୍ରଥମେ ଜଣାଉଛୁ କୋଟି ପ୍ରଣାମ । ସେହିପରି ଯାହାଙ୍କ ସୃଷ୍ଟି ଆମକୁ […]
Continue readingଦକ୍ଷିଣ ଓଡ଼ିଶାରେ ଅତିପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଏବେ ଉପକୂଳ ଆଡ଼କୁ ଦ୍ରୁତ ଗତି କରି କଳିଙ୍ଗପଟନମ୍ ନିକଟରେ ଏହା ଉପକୂଳ ଅତିକ୍ରମ କରିଛି । ସଦ୍ୟତମ IMD ବୁଲେଟିନ୍ ଅନୁସାରେ, ୨୩ ସେପ୍ଟେମ୍ବର ସନ୍ଧ୍ୟା ୫ଟା ୩୦ ସୁଦ୍ଧା ଗଭୀର ଅବପାତଟି କଳିଙ୍ଗପଟନମ୍ଠାରୁ ପ୍ରାୟ ୩୦ କିମି ଦକ୍ଷିଣ-ଦକ୍ଷିଣପଶ୍ଚିମରେ, ବିଶାଖାପଟନମ୍ଠାରୁ ୯୦ କିମି ପୂର୍ବ-ଉତ୍ତରପୂର୍ବରେ ଏବଂ ଗୋପାଳପୁରଠାରୁ ପ୍ରାୟ ୧୬୦ କିମି ଦକ୍ଷିଣ-ପଶ୍ଚିମରେ ରହିଥିଲା । ଗଭୀର ଅବପାତର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଓ ଉପକୂଳ ଅଞ୍ଚଳରେ ବର୍ଷା […]
Continue readingବିଜେପି ପକ୍ଷରୁ ୩୬ ପ୍ରଦେଶ ପ୍ରଭାରୀ ଘୋଷଣା,ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଛତିଶଗଡ଼ ଏବଂ ହରିୟାଣାର ପ୍ରଭାରୀ ନିଯୁକ୍ତ
ବିଜେପି ପକ୍ଷରୁ ୩୬ ପ୍ରଦେଶ ପ୍ରଭାରୀ ଘୋଷଣା କରିଛି । ବୁଧବାର ଦିନ ସାଂଗଠନିକ ପୁନର୍ଗଠନର ଅଂଶ ସ୍ୱରୂପ ୨୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂତନ ପ୍ରଭାରୀ ଏବଂ ସହ-ପ୍ରଭାରୀ ନିଯୁକ୍ତ କରିଛି । ବିଜେପି ସଭାପତି ନୀତିନ ନବୀନ ଏହି ନିଯୁକ୍ତି ଦେଇଛନ୍ତି । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଛତିଶଗଡ଼ ଏବଂ ହରିୟାଣାର ପ୍ରଭାରୀ ନିଯୁକ୍ତ କରାଯାଇଛି, ହରିଶ ଦ୍ୱିବେଦୀଙ୍କୁ ବିହାର ପ୍ରଭାରୀ ନିଯୁକ୍ତ କରାଯାଇଛି । ଓଡ଼ିଶା ପ୍ରଭାରୀ […]
Continue readingଜମୁଇ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ପୋଲିସର ଏନକାଉଣ୍ଟର, ଫେରାର ହେଉଥିବା ବେଳେ ଆକ୍ସନ
ଏ ମଣିଷ କେତେ ରାକ୍ଷସ ହୋଇପାରେ ? ବିଚ୍ ରାସ୍ତାରେ ଲଜ୍ଜା । ଭୁଲିଗଲା ହିତାହତ ଜ୍ଞାନ । ବିହାରର ଜମୁଇ ଜିଲ୍ଲାରୁ ସାମ୍ନାକୁ ଆସିଥିବା ଏକ ଅତ୍ୟନ୍ତ ଲଜ୍ଜାଜନକ, ଏବଂ ହୃଦୟବିଦାରକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଜନଗହଳିପୂର୍ଣ୍ଣ ରାସ୍ତାରେ ପୁଅ ଝିଅଙ୍କୁ ଅଟକାଇ ଅମାନବୀୟ ଅସଦାଚରଣ ଏବଂ ପରେ ସେହି ଭିଡିଓକୁ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିବା କେବଳ ଏକ ଅପରାଧ ନୁହେଁ, ବରଂ ଆମ ସାମାଜିକ ବ୍ୟବସ୍ଥା ପାଇଁ କଳଙ୍କ । […]
Continue reading୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ଗୁଜୁରାଟର ଏକତା ନଗରଠାରେ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଥର ପାଇଁ ଏହି ସମାରୋହ ଦିଲ୍ଲୀ ବାହାରେ କରାଯାଇଛି । ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଆର୍ଟିକିଲ୍ ୩୭୦କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହି ଫିଲ୍ମ ପାଇଁ ୟାମୀ ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାରରେ ସମ୍ମାନିତ […]
Continue readingଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ,ଇନ୍ ଆଉଟ୍ ରେଜିଷ୍ଟର ଏବଂ ମିନିଟ୍ ବୁକ୍ ରେ ଜାଲିଆତି ଅଭିଯୋଗ ଆଣିଥିଲେ ଜେଲର୍
ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ସୁଜିତ୍ । ତାଙ୍କ ବିରୁଦ୍ଧରେ ଚୌଦ୍ଵାର ଥାନାରେ ଲିଖିତ ଅଭିଯୋଗ କରିଥିଲେ ତତ୍କାଳୀନ ଜେଲର ସନ୍ତୋଷୀନି ଦାସ । ଇନ୍ ଆଉଟ୍ ରେଜିଷ୍ଟର ଏବଂ ମିନିଟ୍ ବୁକ୍ […]
Continue reading









