କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି । ବିଜ୍ଞପ୍ତି ଅନୁଯାୟୀ ୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ । ତେବେ ୨,୦୦୦ରୁ ଅଧିକ କାରବାର ଉପରେ ତୁରନ୍ତ କୌଣସି ନୂଆ ଫି’ ଲାଗୁ ହୋଇନାହିଁ । ଏହା କେବଳ ଭବିଷ୍ୟତରେ ନିର୍ଦ୍ଦିଷ୍ଟ ବ୍ୟବସାୟିକ କାରବାର ଉପରେ ଶୁଳ୍କ ଲଗାଇବା ପାଇଁ ଆଇନଗତ ଭିତ୍ତି ପ୍ରସ୍ତୁତ କରିଛି । ବ୍ୟାଙ୍କ […]
Continue readingDaily Archives: September 15, 2026
ମୋଦୀ ଥିଲେ ସବୁ ସମ୍ଭବ, କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା
କୋରାପୁଟ କଫିର ଚାହିଦା ବଢିବ । ସାରା ବିଶ୍ୱରେ କୋରାପୁଟ କଫିର ଚାହିଦ ବଢିଛି । ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫିର ବ୍ରାଣ୍ଡିଂ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ । ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୋଦୀ ଥିଲେ ସବୁ ସମ୍ଭବ । କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ ଆମେ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ […]
Continue reading

