ଏ ମଣିଷ କେତେ ରାକ୍ଷସ ହୋଇପାରେ ? ବିଚ୍ ରାସ୍ତାରେ ଲଜ୍ଜା । ଭୁଲିଗଲା ହିତାହତ ଜ୍ଞାନ । ବିହାରର ଜମୁଇ ଜିଲ୍ଲାରୁ ସାମ୍ନାକୁ ଆସିଥିବା ଏକ ଅତ୍ୟନ୍ତ ଲଜ୍ଜାଜନକ, ଏବଂ ହୃଦୟବିଦାରକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଜନଗହଳିପୂର୍ଣ୍ଣ ରାସ୍ତାରେ ପୁଅ ଝିଅଙ୍କୁ ଅଟକାଇ ଅମାନବୀୟ ଅସଦାଚରଣ ଏବଂ ପରେ ସେହି ଭିଡିଓକୁ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିବା କେବଳ ଏକ ଅପରାଧ ନୁହେଁ, ବରଂ ଆମ ସାମାଜିକ ବ୍ୟବସ୍ଥା ପାଇଁ କଳଙ୍କ । […]
Continue readingDaily Archives: September 22, 2026
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ଗୁଜୁରାଟର ଏକତା ନଗରଠାରେ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଥର ପାଇଁ ଏହି ସମାରୋହ ଦିଲ୍ଲୀ ବାହାରେ କରାଯାଇଛି । ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଆର୍ଟିକିଲ୍ ୩୭୦କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହି ଫିଲ୍ମ ପାଇଁ ୟାମୀ ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାରରେ ସମ୍ମାନିତ […]
Continue reading

