ମହାନଦୀ ଜଳ ନେଇ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ , ବହୁତ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ -ଛତିଶଗଡ ମୁଖ୍ୟମନ୍ତ୍ରୀ

ମହାନଦୀ ଜଳ ନେଇ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ , ବହୁତ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ -ଛତିଶଗଡ ମୁଖ୍ୟମନ୍ତ୍ରୀ

ମହାନଦୀ ଜଳ ସମସ୍ୟାର ସମାଧାନ ଖୁବଶୀଘ୍ର । ଛତିଶଗଡ ମୁଖ୍ୟମନ୍ତ୍ରୀ ଓଡିଶା ଗସ୍ତରେ ଆସି ମହାନଦୀ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ଏକ ଘଣ୍ଟାରୁ ଅଧିକ ସମୟ ଆଲୋଚନା କରିଛନ୍ତି ଦୁଇ ମୁଖ୍ୟମନ୍ତ୍ରୀ । ଦୁଇ ରାଜ୍ୟର ଉନ୍ନତି ଓ ଜନକଲ୍ୟାଣ ପାଇଁ ସମନ୍ୱୟ ଏବଂ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି ବୋଲି କହିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ । […]

Continue reading →
ଏହି ଘଟଣା ପରେ ମୁଁ ଭାବିଥିଲି ଯେ, ମୋର କ୍ୟାରିୟର୍ ଏହିଠାରେ ଶେଷ ହୋଇଗଲା –

ଏହି ଘଟଣା ପରେ ମୁଁ ଭାବିଥିଲି ଯେ, ମୋର କ୍ୟାରିୟର୍ ଏହିଠାରେ ଶେଷ ହୋଇଗଲା –

ଆଇଆଇଟି ରୁରକୀ (IIT Roorkee) ର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ନିଜ ଯୁବବସ୍ଥାର ଏକ ସାଂଘାତିକ ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି। ସିକ୍କିମ୍ ମିଶନ୍ ସମୟର ଏକ ଭୟଙ୍କର ମୁହୂର୍ତ୍ତକୁ ମନେପକାଇ ସେ କହିଛନ୍ତି ଯେ, ସେତେବେଳେ ତାଙ୍କୁ ଲାଗିଥିଲା ଯେ ତାଙ୍କର କ୍ୟାରିୟର୍ ଶେଷ ହୋଇଯିବ।  ସିକ୍କିମର ଭାରତ ସହ ମିଶ୍ରଣ ପ୍ରକ୍ରିୟା ଚାଲିଥିବା ସମୟରେ ଅଜିତ ଡୋଭାଲ୍‌ ଜଣେ ଯୁବ ଆଇପିଏସ୍ (IPS) ଅଧିକାରୀ […]

Continue reading →
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା: ବର୍ଷା ଜଳ ସ୍ରୋତରେ ଭାସିଗଲା କାର, ଗୋଟିଏ ପରିବାର 7 ମୃତ

ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା: ବର୍ଷା ଜଳ ସ୍ରୋତରେ ଭାସିଗଲା କାର, ଗୋଟିଏ ପରିବାର 7 ମୃତ

ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାର ନାଲଖେଡାରେ ଥିବା ମା ବଗଳାମୁଖୀ ମନ୍ଦିର ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମନ୍ଦିର ନିକଟରେ ଥିବା ନାଳରେ ପ୍ରବଳ ବର୍ଷା ଜଳ ସ୍ରୋତରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଇଥିବା ଏକ କାର୍ ଭାସି ଯାଇଛି। ଏହି ଦୁର୍ଘଟଣାରେ ଭୁବନେଶ୍ବର ସ୍ଥିତ ଜୟଦେବ ବିହାରର ଗୋଟିଏ ପରିବାରର ତିନି ଜଣ ଶିଶୁ, ଦୁଇ ଜଣ ମହିଳା, ଦୁଇ ଜଣ ପୁରୁଷ ମୃତ୍ୟୁ ଘଟିଛି। ତାଙ୍କ ସହ ଥିବା ସ୍ଥାନୀୟ ଏକ ଟ୍ରାଭେଲ ଏଜେନ୍ସିର […]

Continue reading →
ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା,ଅକ୍ଟୋବର ୩୧ ସୁଦ୍ଧା ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ

ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା,ଅକ୍ଟୋବର ୩୧ ସୁଦ୍ଧା ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ

ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା ଆଗାମୀ ପୌର ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ NACରେ ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣ ପ୍ରକ୍ରିୟା ପାଇଁ ସମୟ ସୀମାରେ ପରିବର୍ତ୍ତନ କରିଛି ଗୃହ ଓ ନଗର ଉନ୍ନୟନ ବିଭାଗ। ଅକ୍ଟୋବର ୩୧ ସୁଦ୍ଧା ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ଏନେଇ ଆଜି ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରିଛନ୍ତି। ବୌଦ୍ଧ […]

Continue reading →
ସେମିକନ ଇଣ୍ଡିଆ-୨୦୨୬: ବିଶ୍ବସ୍ତରୀୟ କମ୍ପାନୀ ଇଣ୍ଟେଲ ଓ 3DGS ମଧ୍ୟରେ ଏମଓୟୁ ସ୍ବାକ୍ଷର,ଓଡ଼ିଶାରେ ବ୍ୟାପକ ନିବେଶ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ

ସେମିକନ ଇଣ୍ଡିଆ-୨୦୨୬: ବିଶ୍ବସ୍ତରୀୟ କମ୍ପାନୀ ଇଣ୍ଟେଲ ଓ 3DGS ମଧ୍ୟରେ ଏମଓୟୁ ସ୍ବାକ୍ଷର,ଓଡ଼ିଶାରେ ବ୍ୟାପକ ନିବେଶ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ

ଓଡ଼ିଶାକୁ ସେମି କଣ୍ଡକ୍ଟର ହବରେ ପରିଣତ କରାଯିବ । ଦିଲ୍ଲୀରେ ସେମିକନ ଇଣ୍ଡିଆ-୨୦୨୬ରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶ୍ବସ୍ତରୀୟ କମ୍ପାନୀ ଇଣ୍ଟେଲ ଓ 3DGS ମଧ୍ୟରେ ଯେଉଁ ଏମଓୟୁ ସ୍ବାକ୍ଷର ହୋଇଛି, ତାହା ଜରିଆରେ ଓଡ଼ିଶାରେ ବ୍ୟାପକ ନିବେଶ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏହା ଦ୍ବାରା ପ୍ରାୟ ୩୦ ହଜାର ୫୫୦ କୋଟି ଟଙ୍କାର ନିବେଶ ଆସିବା ସହ ୧୮୦୦ ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି ହେବ […]

Continue reading →
ଭାରତ ଉପରେ ଘନେଇଛି ୧୦୦% ଟାରିଫ୍ କଳାବାଦଲ

ଭାରତ ଉପରେ ଘନେଇଛି ୧୦୦% ଟାରିଫ୍ କଳାବାଦଲ

ଭାରତ ଉପରେ ଘନେଇଛି ୧୦୦% ଗରିଫ୍ କଳାବାଦଲ । ରୁଷ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ଏଭଳି ମୋଟା ଟାରିଫ କରିବାକୁ ଜିଦରେ ଅଟଳ ରହିଛି। ରୁଷ କଟକଣା ବିଲ୍ ଜରିଆରେ ରଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ,ଚୀନ ସହ ଆଉ କିଛି ଦେଶ ଉପରେ ଟିକସ ଲଦିବାକୁ ମସୁଧା ରଖିଛନ୍ତି। ଆମେରିକାର ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭରେ ବିଲ୍ ପାସ୍ ହୋଇଛି । ପାସ୍ ହେବା ଦ୍ୱାରା ଭାରତ ବଡ଼ ମାତ୍ରାରେ କ୍ଷତି ସହିବ । ଏହି […]

Continue reading →
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା ବିକାଶ, ସବକା ବିଶ୍ୱାସ ଏବଂ ସବକା ପ୍ରୟାସ’ର ମୂଳମନ୍ତ୍ର ନେଇ ଭାରତକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛନ୍ତି । ଗୁଜରାଟର ଏକ ସାଧାରଣ ପରିବାରରୁ ଆରମ୍ଭ ହୋଇ ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ‘ପ୍ରଧାନ ସେବକ’ ହେବା ପର୍ଯ୍ୟନ୍ତ ତାଙ୍କର […]

Continue reading →
ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,୨୧ ବର୍ଷ ବୟସ ହୋଇଥିବ ହିତାଧିକାରୀ କରିପାରିବେ ଆବେଦନ

ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,୨୧ ବର୍ଷ ବୟସ ହୋଇଥିବ ହିତାଧିକାରୀ କରିପାରିବେ ଆବେଦନ

ଆସନ୍ତାକାଲି ସୁଭଦ୍ରା ଯୋଜନାକୁ ଦୁଇ ବର୍ଷ ପୂରଣ ହେବାକୁ ଯାଉଛି । ଏହା ଭିତରେ ହିତାଧିକାରୀଙ୍କୁ ୫ଟି କିସ୍ତି ଦିଆଯାଇଛି । କୋଟିଏରୁ ଅଧିକ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି । ସୁଭଦ୍ରା ଯୋଜନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ୨୫ ବର୍ଷର ସେବା ଓ ସଂକଳ୍ପକୁ ସମ୍ମାନ ଜଣାଇ ଆସନ୍ତାକାଲି ସଂଧ୍ୟା ୬ଟାରୁ ୭ମଧ୍ୟରେ ଘରେ ଘରେ ଦୀପ ଜାଳିବାକୁ ଅନୁରୋଧ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । […]

Continue reading →
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ: ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର କଲେ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ: ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର କଲେ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସମ୍ୱଲପୁର ଗସ୍ତ ଅବସରରେ ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ କରିଛନ୍ତି । ସ୍ଥାନୀୟ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ସମ୍ୱଲପୁର ଠାରେ ସ୍ଥାପିତ ଡପ୍ଲର ପାଣିପାଗ ରାଡାର୍ (ଡିବ୍ଲୁ୍ୟଆର) ର ସ୍ୱତନ୍ତ୍ର ଆଞ୍ଚଳିକ ଗୁରୁତ୍ୱ ରହିଥିବା ବେଳେ ଏହା ଦ୍ୱାରା ଓଡ଼ିଶାର ଏକ ବ୍ୟାପକ ଅଞ୍ଚଳ ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥା ସହିତ […]

Continue reading →
କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି,୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି,୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ

କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି । ବିଜ୍ଞପ୍ତି ଅନୁଯାୟୀ ୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ । ତେବେ ୨,୦୦୦ରୁ ଅଧିକ କାରବାର ଉପରେ ତୁରନ୍ତ କୌଣସି ନୂଆ ଫି’ ଲାଗୁ ହୋଇନାହିଁ । ଏହା କେବଳ ଭବିଷ୍ୟତରେ ନିର୍ଦ୍ଦିଷ୍ଟ ବ୍ୟବସାୟିକ କାରବାର ଉପରେ ଶୁଳ୍କ ଲଗାଇବା ପାଇଁ ଆଇନଗତ ଭିତ୍ତି ପ୍ରସ୍ତୁତ କରିଛି । ବ୍ୟାଙ୍କ […]

Continue reading →