ନବଗଠିତ ୨୮ଟି NACରେ  ଉନ୍ନୟନ କାର୍ଯ୍ୟ ପାଇଁ ୫୬୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା ସରକାର

ନବଗଠିତ ୨୮ଟି NACରେ ଉନ୍ନୟନ କାର୍ଯ୍ୟ ପାଇଁ ୫୬୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା ସରକାର

ରାଜ୍ୟର ନବଗଠିତ NAC ଗୁଡ଼ିକର ସାମଗ୍ରିକ ବିକାଶ ଏବଂ ନାଗରିକଙ୍କ ପାଇଁ ଉନ୍ନତ ମୌଳିକ ସୁବିଧା ସୁନିଶ୍ଚିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନବଗଠିତ ୨୮ଟି NACରେ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ୫୬୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। ପ୍ରତ୍ୟେକ NAC ପାଇଁ ୨୦ କୋଟି ଟଙ୍କା ଲେଖାଏଁ ଯୋଗାଇ ଦିଆଯିବ।  ଏଥିରେ ସମ୍ପୃକ୍ତ ଅଞ୍ଚଳ ଗୁଡିକରେ ରାସ୍ତା, ଡ୍ରେନ୍, ମାର୍କେଟ ଏବଂ ଅନ୍ୟାନ୍ୟ […]

Continue reading →
କିର୍ଗିଜସ୍ତାନର ବିଶକେକରେ ୨୬ତମ ଏସସିଓ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

କିର୍ଗିଜସ୍ତାନର ବିଶକେକରେ ୨୬ତମ ଏସସିଓ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିର୍ଗିଜସ୍ତାନର ବିଶକେକରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ରାଷ୍ଟ୍ରମୁଖ୍ୟ ପରିଷଦର ୨୬ତମ ଶିଖର ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏସସିଓ ସମ୍ମିଳନୀ ୩୧ ଅଗଷ୍ଟ ଏବଂ ୧ ସେପ୍ଟେମ୍ବର ଦୁଇ ଦିନ ଧରି ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ଏସସିଓର ୨୫ତମ ବର୍ଷ ପୂରଣ ହୋଇଛି । ଏହି ଅବସରରେ, ନେତାମାନେ ବିଭିନ୍ନ କ୍ଷେତ୍ରରେ ପ୍ରଗତି ସମୀକ୍ଷା କରିଥିଲେ । ସେମାନେ କ୍ଷେତ୍ରୀୟ ଶାନ୍ତି, ସୁରକ୍ଷା, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଏସସିଓର ଭୂମିକାକୁ ଅଧିକ ବିସ୍ତାର କରିବା ଉପରେ ମତ ବିନିମୟ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣ ଆରମ୍ଭରେ କିର୍ଗିଜ୍ସ୍ତାନର ରାଷ୍ଟ୍ରପତି ସାଦିର ଝାପାରୋଭଙ୍କୁ ତାଙ୍କର ସହୃଦୟତାପୂର୍ଣ୍ଣ ଆତିଥ୍ୟ ପାଇଁ […]

Continue reading →