ଜାତିର ଜନକ ମହାତ୍ମା ଗାନ୍ଧୀଙ୍କର ଜୟନ୍ତୀ । ଏହି ଅବସରରେ ମହାନ୍ ଯୁଗପୁରୁଷଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦେଶର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଗାନ୍ଧୀଜୀ କେବଳ ଭାରତକୁ ସ୍ଵାଧୀନତା ଦେଇନଥିଲେ, ବରଂ ସାରା ବିଶ୍ଵକୁ ନୈତିକତା, ସତ୍ୟାଗ୍ରହ ଓ ଅସହଯୋଗ ପରି ନୂଆ ଦିଗଦର୍ଶନ ପ୍ରଦାନ କରିଥିଲେ । ମହାତ୍ମା ଗାନ୍ଧୀଙ୍କର ମୁଖ୍ୟ ସ୍ଵପ୍ନ ଥିଲା—ସମାଜରେ […]
Continue readingDaily Archives: October 2, 2026
ଏମ୍ଏମ୍ଡିଆର୍ ଆଇନକୁ ନେଇ ନବୀନ ପଟ୍ଟନାୟକ ବାରମ୍ବାର ମିଛ କଥା କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି, ଯାହା ଅତ୍ୟନ୍ତ ହାସ୍ୟାସ୍ପଦ-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାରେ ଏମ୍ଏମ୍ଡିଆର୍ ଆଇନ ଏବଂ ପ୍ରାକୃତିକ ସମ୍ପଦ ଯୋଗାଣକୁ ନେଇ ବିଜୁ ଜନତା ଦଳ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବାରମ୍ବାର ମିଛ କଥା କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି, ଯାହା ଅତ୍ୟନ୍ତ ହାସ୍ୟାସ୍ପଦ । ଓଡ଼ିଶାର ଜନସାଧାରଣ ଏତେ ବୋକା ନୁହଁନ୍ତି ଯେ, ଏକା ମିଛକୁ ବାରମ୍ବାର କହିଲେ ତାହାକୁ ସତ ବୋଲି ଗ୍ରହଣ କରିନେବେ । ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ଗତକାଲିର ରାୟରୁ ସ୍ପଷ୍ଟ ହୋଇଛି ଯେ, ଗତ ବିଜେଡି ସରକାର […]
Continue reading

