ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଦୀର୍ଘ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଉଚ୍ଚଶିକ୍ଷାନୁଷ୍ଠାନମାନଙ୍କରେ ଛାତ୍ର ସଂସଦ ନିର୍ବାଚନ […]
Continue readingDaily Archives: October 6, 2026
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ , ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତିକୁ ନେଇ ତତ୍ପର ହୋଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ସଠିକ୍, ଅଦ୍ୟତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ଅକ୍ଟୋବର ୨୬ରୁ ରାଜ୍ୟରେ ଘରକୁ ଘର ସର୍ଭେ ଆରମ୍ଭ ହେବ । ଏହା ପୂର୍ବରୁ କାଲି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ […]
Continue reading

