ସାଉଦି ଆରବର ରାଜଧାନୀ ରିୟାଦ ଓ ଆଭା ଏୟାରପୋର୍ଟରେ ହୁତି ବିଦ୍ରୋହୀଙ୍କ ବାଲିଷ୍ଟିକ୍ ମିସାଇଲ୍ ଆକ୍ରମଣକୁ ଭାରତର କଡ଼ା ନିନ୍ଦା

ସାଉଦି ଆରବର ରାଜଧାନୀ ରିୟାଦ ଓ ଆଭା ଏୟାରପୋର୍ଟରେ ହୁତି ବିଦ୍ରୋହୀଙ୍କ ବାଲିଷ୍ଟିକ୍ ମିସାଇଲ୍ ଆକ୍ରମଣକୁ ଭାରତର କଡ଼ା ନିନ୍ଦା

ସାଉଦି ଆରବର ରାଜଧାନୀ ରିୟାଦ ଓ ଆଭା ଏୟାରପୋର୍ଟରେ ହୁତି ବିଦ୍ରୋହୀଙ୍କ ବାଲିଷ୍ଟିକ୍ ମିସାଇଲ୍ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରିଛି। ଏହାକୁ କଦାପୀ ଗ୍ରହଣ କରାଯିବ ନାହିଁ। ନୂଆଦିଲ୍ଲୀ ସାଉଦି ସରକାରଙ୍କ ସହ ଛିଡ଼ା ହୋଇଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି। ଗୁରୁବାର ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି “ଗତ କିଛି ଦିନ ଧରି ରିୟାଦର ଆଭା ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ କିଙ୍ଗ ଖାଲିଦ ଅନ୍ତର୍ଜାତୀୟ […]

Continue reading →
ଅବଢ଼ା ଯୋଜନା ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅବଢ଼ା ଯୋଜନା ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅବଢ଼ା ଯୋଜନା ଅଧିନରେ ପୁରୀରେ କାର୍ଯ୍ୟକାରୀ ହେଉଥିବା ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।  ଏହା ଦ୍ୱାରା ପ୍ରକଳ୍ପ ପାଇଁ ପୂର୍ବ ଅପେକ୍ଷା ଅଧିକ ୧୦୦.୮୩ କୋଟି ଟଙ୍କା ବିନିଯୋଗ ହେବ। ଏହି ଅର୍ଥ ମଞ୍ଜୁର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ଯେତେ ଅର୍ଥ ଆବଶ୍ୟକ […]

Continue reading →