ବଦଳିଲା ନୋଏଡା ଏୟାରପୋର୍ଟ ନାଁ , ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁରେ ହେଲା ନାମିତ

ବଦଳିଲା ନୋଏଡା ଏୟାରପୋର୍ଟ ନାଁ , ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁରେ ହେଲା ନାମିତ

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବଡ଼ ଘୋଷଣା କରିଛନ୍ତି । ବଦଳିଲା ନୋଏଡା ଏୟାରପୋର୍ଟ ନାଁ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁରେ ହେଲା ନାମିତ । ଜେୱାର ଏୟାରପୋର୍ଟ ନାଁ ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର ହୋଇଛି । ଯୋଗୀ କ୍ୟାବିନେଟର ପ୍ରସ୍ତାବ ପାରିତ ହୋଇଛି । ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ଜେୱାର ବିମାନ ବନ୍ଦରର ନାମକରଣ ହେବ । ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ଉତ୍ତରପ୍ରଦେଶ […]

Continue reading →
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ,ଲୋକଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ,ଲୋକଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଲୋକଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱରସ୍ଥିତ ଲୋକଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ଡକ୍ଟର ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଉପସ୍ଥିତ ଥିଲେ । ସେହିପରି ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ଲୋକଭବନରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍ପଗୁଚ୍ଛ […]

Continue reading →