କାଲି ଛାତ୍ର ସଂସଦ ନିର୍ବାଚନ,ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

କାଲି ଛାତ୍ର ସଂସଦ ନିର୍ବାଚନ,ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

କାଲି ଛାତ୍ର ସଂସଦ ନିର୍ବାଚନ ପାଇଁ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । କୌଣସି ହିଂସା ନକରି ଶାନ୍ତିଶୃଙ୍ଖଳାର ସହ ମତଦାନ କରିବାକୁ କହିଛନ୍ତି । ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିପୂର୍ଣ୍ଣ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବାକୁ ବିଭାଗ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି । ଏହା ମାଧ୍ୟମରେ ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟର ନିର୍ବାଚନ ପ୍ରକ୍ରିୟା ଉପରେ ନଜର ରଖାଯାଉଛି । ନିରନ୍ତର ସମୀକ୍ଷା ଚାଲିଛି । ଶାନ୍ତିଶୃଙ୍ଖଳା […]

Continue reading →
କଳିଙ୍ଗନଗରରେ ୩୯,୩୮୩ କୋଟି ଟଙ୍କାର ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଳିଙ୍ଗନଗରରେ ୩୯,୩୮୩ କୋଟି ଟଙ୍କାର ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଶିଳ୍ପାୟନ ଓ ଆର୍ଥିକ ବିକାଶକୁ ଆହୁରି ଗତିଶୀଳ କରିବା ଲକ୍ଷ୍ୟରେ କଳିଙ୍ଗନଗରରେ ୩୯,୩୮୩ କୋଟି ଟଙ୍କାର ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରାଯାଇଛି । ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ଶିଳ୍ପ କ୍ଷେତ୍ରକୁ ନୂଆ ଦିଗ ଦେବା ସହ ଯୁବପିଢ଼ିଙ୍କ ପାଇଁ ରୋଜଗାରର ନୂଆ ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି । ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ରାଜ୍ୟରେ ମୋଟ ୪୨,୫୧୨ଟି ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହା ଦ୍ୱାରା […]

Continue reading →