ଭୁବନେଶ୍ୱରରେ ଆରମ୍ଭ ହେବ ଉନବିଂଶତମ ‘ଅର୍ବାନ୍ ମୋବିଲିଟି ଇଣ୍ଡିଆ’ ସମ୍ମିଳନୀ ଓ ପ୍ରଦର୍ଶନୀ

ଭୁବନେଶ୍ୱରରେ ଆରମ୍ଭ ହେବ ଉନବିଂଶତମ ‘ଅର୍ବାନ୍ ମୋବିଲିଟି ଇଣ୍ଡିଆ’ ସମ୍ମିଳନୀ ଓ ପ୍ରଦର୍ଶନୀ

ଭାରତ ସରକାରଙ୍କ ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଓଡ଼ିଶା ସରକାରଙ୍କ ସହଯୋଗରେ ଚଳିତ ସପ୍ତାହରେ ଭୁବନେଶ୍ୱରରେ ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ, ଭାରତ ସରକାରଙ୍କ ଆବାସ ଓ ସହରାଞ୍ଚଳ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ତୋଖନ ସାହୁ ଏହି ସମ୍ମିଳନୀର ଉଦ୍‌ଘାଟନ କରିବେ। ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅନୁରାଗ ଜୈନ ଏବଂ ସଦସ୍ୟ ରାଜୀବ ଗୌବା ମଧ୍ୟ ଏଥିରେ ମୁଖ୍ୟ ଅତିଥି ଭାବେ ଅଂଶଗ୍ରହଣ […]

Continue reading →
ଚିନ୍ମୟ ଅମୃତ ମହୋତ୍ସବ ବିଶ୍ୱସ୍ତରୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ଚିନ୍ମୟ ଅମୃତ ମହୋତ୍ସବ ବିଶ୍ୱସ୍ତରୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଅକ୍ଟୋବର ୨୩ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମଠା‌ରେ ଚିନ୍ମୟ ଅମୃତ ମହୋତ୍ସବ ବିଶ୍ୱ ସମ୍ମିଳନୀର ଉଦ୍ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ଜନସମାବେଶକୁ ମଧ୍ୟ ଉଦ୍‌ବୋଧନ ଦେବେ। ୨୩ରୁ ୨୫ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ତିନି ଦିନିଆ ସମ୍ମିଳନୀରେ ଭାରତ ତଥା ବିଦେଶରୁ ୯,୦୦୦ରୁ ଅଧିକ ଅଂଶଗ୍ରହଣକାରୀ ଏକତ୍ରିତ ହେବେ । ଏହା ଚିନ୍ମୟ ମିଶନର ୭୫ […]

Continue reading →