ଭୁବନେଶ୍ୱରରୁ ଗୁଜରାଟ’ର ଏକତା ନଗରକୁ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରରୁ ଗୁଜରାଟ’ର ଏକତା ନଗରକୁ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆସନ୍ତା ଅକ୍ଟୋବର ୩୧ ତାରିଖରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୧ତମ ଜନ୍ମବାର୍ଷିକୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ନିକଟରେ ଅନୁଷ୍ଠିତ ହେବାକୁଥିବା ଜାତୀୟ ପ୍ୟାରେଡ୍‌ରେ ଯୋଗଦେବା ପାଇଁ ଆଜି ଭୁବନେଶ୍ୱର ନୂଆ ରେଳ ଷ୍ଟେସନରୁ ଏକ ସ୍ୱତନ୍ତ୍ର ଟ୍ରେନ୍‌କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।  ରାଜ୍ୟର ୧୯ଟି ନକ୍ସଲମୁକ୍ତ ଜିଲ୍ଲାରୁ ପ୍ରାୟ ଏକ ହଜାର ଜଣ ପ୍ରତିନିଧି […]

Continue reading →
ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ

ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ

ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ । ତେବେ ଆଗୁଆ ଲ୍ୟାଣ୍ଡଫଲ୍ ହେଲେ ବାତ୍ୟାର ତୀବ୍ରତା ବଢ଼ିବ ନା କମିବ? ଲ୍ୟାଣ୍ଡଫଲ୍ ସମୟ ଆଗୁଆ ହେବାର ଆକଳନ ପରେ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ସାମ୍ନାକୁ ଆସିଛି। ବାତ୍ୟା ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍ଥଳଭାଗ ଛୁଇଁଲେ ଏହାର ତୀବ୍ରତା ବଢ଼ିବ, କମିବ ନା ପୂର୍ବଭଳି ରହିବ? ପାଣିପାଗ ବିଜ୍ଞାନ ଅନୁସାରେ, ଆଗୁଆ ଲ୍ୟାଣ୍ଡଫଲ୍ ହେବା ଅର୍ଥ ବାତ୍ୟା ଅଧିକ ଶକ୍ତିଶାଳୀ […]

Continue reading →