ଆସନ୍ତାକାଲିଠୁ ଆରମ୍ଭ ହେବ ଓଡ଼ିଶା ସିଭିଲ୍ ସର୍ଭିସେସ୍ ମୁଖ୍ୟ ଲିଖିତ ପରୀକ୍ଷା । ଓଡ଼ିଶା ଲୋକସେବା ଆୟୋଗ ବା OPSCର ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତାକାଲିଠୁ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୂର୍ବରୁ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଥିଲା। ତେବେ ବନ୍ୟା ପରିସ୍ଥିତି ସତ୍ତ୍ୱେ ପରୀକ୍ଷା ଆଉ ଘୁଞ୍ଚାଯିବ ନାହିଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି। କାଲି ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓଡ଼ିଆ ଭାଷା ଏବଂ […]
Continue readingDaily Archives: October 30, 2026
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି ପ୍ରଦାନ
ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୁଜରାଟର ବନାସକାଣ୍ଠାରେ ଆୟୋଜିତ ଏକ ସାଧାରଣ ସଭାରେ କିସ୍ତି ଜାରି କରିଛନ୍ତି ପ୍ରଧାନମନ୍ତ୍ରୀ । ଯୋଗ୍ୟ ଚାଷୀଙ୍କ ବ୍ୟାଙ୍କ ଖାତାକୁ ପ୍ରାୟ ୧୯ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି । ଏହା ସହିତ ପ୍ରଧାନମନ୍ତ୍ରୀ ଗୁଜରାଟରେ ପ୍ରାୟ ୧୪ ହଜାର କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ […]
Continue reading

