ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ ନେପାଳର ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକ୍ରମେ ସେ ନଭେମ୍ବର ୨୨ ଓ ୨୩ ତାରିଖରେ ଭାରତ ଆସିବେ। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ଆନୁଷ୍ଠାନିକ ସୂଚନା ଦିଆଯାଇଛି। ମାର୍ଚ୍ଚ ମାସରେ ନେପାଳର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବାଲେନ୍ଦ୍ର ଶାହଙ୍କ ଏହା ପ୍ରଥମ ଭାରତ ଗସ୍ତ ହେବ। ଏହି ଗସ୍ତ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବାଲେନ୍ଦ୍ର ଶାହଙ୍କର ବ୍ୟାପକ ଆଲୋଚନା […]
Continue reading
