ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଉଥିବା ବେଳେ ନଦୀରେ ବୁଡ଼ିଗଲା ଯାତ୍ରୀବାହୀ ଡଙ୍ଗା, ୨୪ ମୃତ

ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଉଥିବା ବେଳେ ନଦୀରେ ବୁଡ଼ିଗଲା ଯାତ୍ରୀବାହୀ ଡଙ୍ଗା, ୨୪ ମୃତ

ନାଇଜେରିଆରେ ହୃଦୟବିଦାରକ ଡଙ୍ଗା ଦୁର୍ଘଟଣା । ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଉଥିବା ବେଳେ ନଦୀରେ ବୁଡ଼ିଗଲା ଯାତ୍ରୀବାହୀ ଡଙ୍ଗା । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଅତି କମରେ ୨୪ ଜଣଙ୍କ ଜୀବନ ଯାଇଛି । ଦକ୍ଷିଣ ନାଇଜେରିଆର ବାୟେଲସା ରାଜ୍ୟରେ ଗତ ଶୁକ୍ରବାର ଏହି ଅଘଟଣ ଘଟିଛି । ସୂଚନା ଅନୁଯାୟୀ, ଗୋଟିଏ ଅଞ୍ଚଳରୁ ଅନ୍ୟ ଏକ ଅଞ୍ଚଳକୁ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ଡଙ୍ଗାରେ ଯାତ୍ରା କରୁଥିଲେ ଲୋକେ । ହେଲେ ରାସ୍ତାରେ ହଠାତ୍ ଡଙ୍ଗାଟି […]

Continue reading →
ଓଡ଼ିଶାର ସମୁଦ୍ର ଉପକୂଳରେ ସ୍ଥାପନ କରାଯିବ ଭିଡିଓ କ୍ୟାମେରା ଆଧାରିତ ସ୍ୱୟଂଚାଳିତ ବେଳାଭୂମି ନିରୀକ୍ଷଣ ବ୍ୟବସ୍ଥା

ଓଡ଼ିଶାର ସମୁଦ୍ର ଉପକୂଳରେ ସ୍ଥାପନ କରାଯିବ ଭିଡିଓ କ୍ୟାମେରା ଆଧାରିତ ସ୍ୱୟଂଚାଳିତ ବେଳାଭୂମି ନିରୀକ୍ଷଣ ବ୍ୟବସ୍ଥା

ଓଡ଼ିଶାର ସମୁଦ୍ର ଉପକୂଳରେ ସ୍ଥାପନ କରାଯିବ ଭିଡିଓ କ୍ୟାମେରା ଆଧାରିତ ସ୍ୱୟଂଚାଳିତ ବେଳାଭୂମି ନିରୀକ୍ଷଣ ବ୍ୟବସ୍ଥା ।  ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଓ ସାମୁଦ୍ରିକ ସତର୍କ ସୂଚନା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଷ୍ପତ୍ତି ।  ଏହି ପ୍ରକଳ୍ପ ଅଧୀନରେ ଉପକୂଳର ବିଭିନ୍ନ ସ୍ଥାନରେ କ୍ୟାମେରା ଆଧାରିତ ନିରୀକ୍ଷଣ ବ୍ୟବସ୍ଥା ସ୍ଥାପନ କରାଯିବ । ଏହା ସହିତ ଭାରତ ସରକାରଙ୍କ ପୃଥିବୀ ବିଜ୍ଞାନ ମନ୍ତ୍ରାଳୟ ଅଧୀନରେ କାର୍ଯ୍ୟ କରୁଥିବା ଭାରତୀୟ ଜାତୀୟ […]

Continue reading →