୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ: ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ ଗୁଜୁରାଟର ଏକତା ନଗରଠାରେ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଥର ପାଇଁ ଏହି ସମାରୋହ ଦିଲ୍ଲୀ ବାହାରେ କରାଯାଇଛି । ବରିଷ୍ଠ ଅଭିନେତା ଅନନ୍ତ ନାଗଙ୍କୁ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ଆର୍ଟିକିଲ୍ ୩୭୦କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହି ଫିଲ୍ମ ପାଇଁ ୟାମୀ ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାରରେ ସମ୍ମାନିତ […]

Continue reading →
୨୦୨୩ ଓ ୨୦୨୪ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ୨୦୨୩ ପାଇଁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର – ମିଳିତ ଭାବେ, ‘ପୁଷ୍କରା’, ‘ମାଇଁ ସ୍ବିଟ୍ ହାଉସ୍ ଓ୍ବାଇ

୨୦୨୩ ଓ ୨୦୨୪ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ୨୦୨୩ ପାଇଁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର – ମିଳିତ ଭାବେ, ‘ପୁଷ୍କରା’, ‘ମାଇଁ ସ୍ବିଟ୍ ହାଉସ୍ ଓ୍ବାଇ

୨୦୨୩ ଓ ୨୦୨୪ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ୩୫ ଓ ୩୬ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି । ଉଭୟ ବର୍ଷ ପାଇଁ ୩୨ଟି ଲେଖାଏଁ ବିଭାଗରେ ପୁରସ୍କାର ଘୋଷଣା କରାଯାଇଛି । ପୁରସ୍କୃତ ହେବାକୁ ଯାଉଥିବା କଳାକାର ୭ ଜଣ ଜୁରିଙ୍କ ଦ୍ଵାରା ମନୋନୟନ ହୋଇଛନ୍ତି । ଏନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଘୋଷଣା କରିଛନ୍ତି । ମନ୍ତ୍ରୀଙ୍କ ସହ ଜୁରି ଅଧ୍ୟକ୍ଷ ପ୍ରଣବ ଦାସ ଓ […]

Continue reading →
ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ ବଲିଉଡ଼ ସିଙ୍ଗର ଅଲକା ୟାଗ୍ନିକ୍

ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ ବଲିଉଡ଼ ସିଙ୍ଗର ଅଲକା ୟାଗ୍ନିକ୍

ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ ହେଲେ ଲୋକପ୍ରିୟ ବଲିଉଡ଼ ସିଙ୍ଗର ଅଲକା ୟାଗ୍ନିକ୍ । ଗତକାଲି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହାତରୁ ପଦ୍ମ ପୁରସ୍କାର ଗ୍ରହଣ କରିଥିଲେ ଅଲକା ୟାଗ୍ନିକ୍ । ଏହି ସମ୍ମାନରେ ସମ୍ମାନିତ ହେବା ପରେ ଅଲକା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ କୃତଜ୍ଞତା ପ୍ରକାଶ କରି ଏକ ପୋଷ୍ଟ ସେୟାର କରିଥିଲେ । ଏଥିସହ ତାଙ୍କ ସ୍ବାସ୍ଥ୍ୟ ସମସ୍ୟା ବିଷୟରେ ମଧ୍ୟ କହିଥିଲେ । ଯାହା ତାଙ୍କ ଫ୍ୟାନ୍ସଙ୍କ ଚିନ୍ତାକୁ ବଢାଇଦେଇଥିଲା । […]

Continue reading →
ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ ବୁଣାକାର ସଂପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ ତାରିଖରେ ମୁକ୍ତିଲାଭ କରିଛି। ଓଡିଶାର ମହାନ ପାରମ୍ପରିକ ଐତିହ୍ୟ ଓ କାରିଗରୀ କୌଶଳକୁ ଏହି ଚଳଚ୍ଚିତ୍ର ମାଧ୍ୟମରେ ନିଚ୍ଛକ […]

Continue reading →
ଓଡ଼ିଆ ସିନେମା କେବଳ ମନୋରଞ୍ଜନ ନୁହେଁ, ଏହା ଏକ ସାମାଜିକ ବାର୍ତ୍ତା ଓ ଆନ୍ଦୋଳନ

ଓଡ଼ିଆ ସିନେମା କେବଳ ମନୋରଞ୍ଜନ ନୁହେଁ, ଏହା ଏକ ସାମାଜିକ ବାର୍ତ୍ତା ଓ ଆନ୍ଦୋଳନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭୁବନେଶ୍ୱର ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସ୍କ୍ରିନିଂରେ ନୂତନ ଓଡ଼ିଆ ଚଳଚ୍ଚିତ୍ର ‘କାଙ୍ଗୁଲା’ର ଟ୍ରେଲର ଦେଖିବା ସହ ଏହାର ଭୂୟସୀ ପ୍ରଶଂସା କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ, ଅନୁଗୋଳର ପ୍ରସିଦ୍ଧ ‘କାଙ୍ଗୁଲା’ ଗ୍ରାମର ଦଣ୍ଡୁଆ ଦଳର ଜୀବନଶୈଳୀ ଓ ଆଧ୍ୟାତ୍ମିକ ବିଶ୍ୱାସକୁ ନେଇ ନିର୍ମିତ ଏହି ସିନେମା ଓଡ଼ିଆ ସଂସ୍କୃତିର ଏକ ନିଚ୍ଛକ ପ୍ରତିଛବି । ସେ ଆହୁରି କହିଛନ୍ତି, ଓଡ଼ିଆ ସିନେମା କେବଳ […]

Continue reading →