ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ ମାଆ

କେଉଁ ଅନାଦି ଅନନ୍ତ କାଳରୁ ବିଶ୍ବାସ ରହି ଆସିଛି ଯେଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ଏହା ମଧ୍ୟ ବିଶ୍ଵାସ କରାଯାଏ ଯେ ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ […]

Continue reading

ମହାଷ୍ଟମୀର ମହତ୍ତ୍ଵ ଓ ମହକ

ନବରାତ୍ରୀ ଦୂର୍ଗାପୂଜା ଉତ୍ସବର ଅଷ୍ଟମୀ ଦିନଟି ଦୂର୍ଗାଷ୍ଟମୀ ବା ମହାଷ୍ଟମୀ ଭାବେ କେଉଁ ଅନାଦି ଅନନ୍ତ କାଳରୁ  ଆମେ ଓଡିଆମାନେ ପାଳନ କରି ଆସୁଛନ୍ତି । ଏହାକୁ ମହାଷ୍ଟମୀ ଭାବେ ସମ୍ବୋଧିତ କରିବାର ବହୁବିଧ କାରଣ  ମଧ୍ୟ ଆମ ଶାସ୍ତ୍ରରେ ଉଲ୍ଲେଖ ରହିଛି । ଦେବୀଙ୍କର ଅସ୍ତ୍ର ସବୁ ଏହି ଦିନ ପୂଜା କରାଯାଉଥିବାରୁ ଏହି ଦିବସକୁ ‘ଅସ୍ତ୍ର ପୂଜା’ ଦିବସ ମଧ୍ୟ କୁହାଯାଏ । ଅନେକ ସ୍ଥାନରେ ଅସ୍ତ୍ର ବ୍ୟବହାର କରି ସାମରିକ କଳା କୌଶଳ […]

Continue reading

ରକ୍ତତୀର୍ଥ ଇରମ- ସ୍ଵାଧୀନତା ସଂଗ୍ରାମର ଏକ ଅଭୂଲା ଅଧ୍ୟାୟ

ମହାତ୍ମା ଗାନ୍ଧୀଙ୍କର ଭାରତ ଛାଡ଼ ଆନ୍ଦୋଳନକୁ ସମର୍ଥନ ଜଣାଇ ସ୍ୱାଧୀନତା ସଂଗ୍ରାମୀମାନେ ୧୯୪୨ ମସିହାରେ ସେପ୍ଟେମ୍ବର ୨୮ ତାରିଖ ଦିନ ଇରମଠାରେ ଥିବା ‘ମେଳା ଆମ୍ବ ଗଛ’ ମୂଳେ ଏକାଠି ହୋଇଥିଲେ । ସମ୍ପୁର୍ଣ ଅହିଂସ ଭାବରେ ନିଜର ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଧାରଣ କରୁଥିଲେ । ଏହି ସମୟରେ ଅଚାନକ ଭାବରେ ବାସୁଦେବପୁର ଥାନାର ଇଂରେଜ ପୁଲିସ ଡି.ଏସ.ପି. କୁଞ୍ଜବିହାରୀ ମହାନ୍ତିଙ୍କ ନେତୃତ୍ୱରେ ସେଠାରେ ପହଞ୍ଚି ସେମାନଙ୍କ ଉପରେ ଅତର୍କିତ ଭାବରେ ଗୁଳିଚାଳନା କରିଥିଲା । ଏହି […]

Continue reading