ପଶ୍ଚିମବଙ୍ଗ ରାଜନୀତିର ପାରଦ ଏବେ ଶିଖରରେ ଥିବା ବେଳେ ଏକ ବଡ଼ ଧରଣର ହତ୍ୟାକାଣ୍ଡ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ବିଜେପି ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହଯୋଗୀ ଚନ୍ଦ୍ରନାଥ ରଥଙ୍କୁ ବୁଧବାର ରାତିରେ ମଧ୍ୟମଗ୍ରାମ ନିକଟରେ ଗୁଳି କରି ହତ୍ୟା କରାଯାଇଛି। ବିଧାନସଭା ପାସ୍ ଲାଗିଥିବା ଗାଡ଼ି ଭିତରେ ଚନ୍ଦ୍ରନାଥଙ୍କୁ ଆତତାୟୀମାନେ ଟାର୍ଗେଟ୍ କରିଥିଲେ। ବିଜେପି ଏହାକୁ ଏକ ‘ସୁନିୟୋଜିତ ହତ୍ୟାକାଣ୍ଡ’ ବୋଲି କହିଥିବା ବେଳେ ଟିଏମସି ଏହାର ନିନ୍ଦା […]
Continue readingCategory Archives: Featured
ଅକ୍ଷୟ ତୃତୀୟା
ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା ଓଡ଼ିଆ ଜାତିର ଗର୍ବ ଗୈାରବ , ମେଧା ପତାକା ଉତ୍ତୋଳକ କବିରାଜ ଜୟଦେବଙ୍କ ପବିତ୍ର ଜୟନ୍ତୀ । ବିଶେଷ କରି ବ୍ୟକ୍ତିଗତ ଭାବେ ଆମ ପାଇଁ ମଧ୍ୟ ଏକ ସ୍ମରଣୀୟ ତିଥି । ଆଜି ର ତିଥି ରେ ଆମ ଜନ୍ମଦାତ୍ରୀ ଜନ୍ମ ଗ୍ରହଣ କରିଥିଲା । ବୋଉ ବଞ୍ଚିଥିଲେ ଆଜି ଆମେ ତା’ର ଜନ୍ମ ଶତବାର୍ଷିକୀ ପାଳନ କରିବାର ସୌଭାଗ୍ୟ ଲାଭ କରିଥାନ୍ତୁ । ପ୍ରଭୁ ଆମକୁ ସେ ସୁଯୋଗ ଦେଲେ ନାହିଁ […]
Continue readingସୀତା ନବମୀ
ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ଓଡ଼ିଆ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ଚୈତ୍ର ପୂର୍ଣ୍ଣିମା ପର ଦିନଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ […]
Continue reading


