ନିଟ୍ ପେପର୍ ଲିକକୁ ନେଇ ପ୍ରବଳ ବିକ୍ଷୋଭ-ପ୍ରଦର୍ଶନ ପରେ ନିଜ ପଦବୀରୁ ଇସ୍ତଫା ଦେବା ପରେ ଏବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି । ଭାରତୀୟ ଜନତା ପାର୍ଟିର ପ୍ରଭାବଶାଳୀ ନେତା ତଥା ପ୍ରବୀଣ ନିର୍ବାଚନ ରଣନୀତିକାର ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ଦଳ ଏବେ ଆଗକୁ କ’ଣ ନିଷ୍ପତ୍ତି ନେଉଛି, ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନ କଂଗ୍ରେସ ନେତା ଜୟରାମ ରମେଶଙ୍କ ସହ କଥାବାର୍ତ୍ତା […]
Continue readingCategory Archives: ଦେଶ ବିଦେଶ
ନାଇଡୁ କମିଶନଙ୍କ ରିପୋର୍ଟ ଫାଇଲ୍ ଗାଏବ ଘଟଣରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ନାଇଡୁ କମିଶନଙ୍କ ରିପୋର୍ଟ ଫାଇଲ୍ ଗାଏବ ଘଟଣରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ଵାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟା ମାମଲା ତଦନ୍ତ ସଂପର୍କିତ ଫାଇଲ୍ ଗାଏବ ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଏବଂ କନ୍ଧମାଳ ହିଂସାକାଣ୍ଡ ତଦନ୍ତ ସହ ଜଡ଼ିତ ‘ନାଇଡୁ କମିଶନ’ଙ୍କ ରିପୋର୍ଟ ଫାଇଲ ଗାଏବ ହେବା ଘଟଣା ଓଡ଼ିଶା ରାଜନୀତିରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ସମ୍ବେଦନଶୀଳ ମାମଲାର ହଜିଯାଇଥିବା ଫାଇଲକୁ ନେଇ ମୁଖ୍ୟମନ୍ତ୍ରୀ […]
Continue readingଆଜି ସଂସଦରେ ଗଣ ପରୀକ୍ଷା ସଂଶୋଧନ ବିଲ୍ ଆଗତ
ଦେଶରେ ପେପର ଲିକ୍ ରୋକିବାକୁ ମୋଦି ସରକାର ଆଜି ସଂସଦରେ ଗଣ ପରୀକ୍ଷା ସଂଶୋଧନ ବିଲ୍ ଆଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକସଭାରେ ଏହି ବିଲ୍ ଆଗତ କରିଛନ୍ତି । ଗଣ ପରୀକ୍ଷା ସଂଶୋଧନ ବିଲ୍ ମାଧ୍ୟମରେ ମୋଦି ସରକାର ପେପର ଲିକ୍ ମାଫିଆମାନଙ୍କୁ ଦମନ କରିବାକୁ ଚେଷ୍ଟା କରିଛନ୍ତି । ନୂଆ ବିଲ୍ ଆଇନ ତିଆରି ହେବା ପରେ ପେପର ଲିକ୍ ପାଇଁ ଦୋଷୀକୁ ୧୦ ବର୍ଷ ଜେଲଦଣ୍ଡ ସହିତ ୧୦ କୋଟି […]
Continue readingକେନ୍ଦ୍ରର ଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କଲେ ପ୍ରହ୍ଲାଦ ଯୋଶୀ
କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ରବିବାର ଶିକ୍ଷାମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱଗ୍ରହଣ ପରେ ଯୋଶୀ କହିଛନ୍ତି ଯେ ସେ ମନ୍ତ୍ରାଳୟର କାର୍ଯ୍ୟ ସମୀକ୍ଷା କରୁଛନ୍ତି ଓ ବିଭାଗ ସମ୍ପର୍କରେ ସୂଚନା ସଂଗ୍ରହ କରୁଛନ୍ତି। ସେ ଶିକ୍ଷା ମନ୍ତ୍ରାଳୟକୁ ତାଙ୍କ ଲାଗି ନୂଆ ବିଷୟ ବୋଲି କହିଛନ୍ତି। ଦାୟିତ୍ୱଗ୍ରହଣ ପରେ ସାମ୍ବାଦିକଙ୍କ ସହ କଥୋପକଥନରେ ଯୋଶୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରିଛନ୍ତି, ତେବେ ମନ୍ତ୍ରାଳୟ ସମ୍ପର୍କରେ ବିସ୍ତାରପୂର୍ବକ କିଛି […]
Continue readingମନ ଜିଣିଲେ ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସମସ୍ତଙ୍କ ମନ ଜଣିଲେ ଧର୍ମେନ୍ଦ୍ର ପ୍ରଧାନ । ଇସ୍ତଫା ସହ ଧର୍ମେନ୍ଦ୍ରଙ୍କ ଦୁଇ ପୃଷ୍ଠା ସମ୍ବଳିତ ଲେଖା ମୋର ଯୁବ ସାଥୀମାନେ,ମୁଁ ଗତ ୪ ଦଶନ୍ଧିରୁ ଅଧିକ ସମୟ ଧରି ଛାତ୍ର, ଶିକ୍ଷକ ଏବଂ ଶିକ୍ଷା ସୁଧାର ପାଇଁ ସମର୍ପିତ ରହିଛି। ମୋର ସଦାବେଳେ ଏହି ବିଶ୍ୱାସ ରହିଛି ଯେ ଏକ ସଶକ୍ତ, ସମାବେଶୀ ଏବଂ ଦୂରଦର୍ଶୀ ଶିକ୍ଷା ବ୍ୟବସ୍ଥା ହିଁ ସଶକ୍ତ ରାଷ୍ଟ୍ରର ଆଧାରଶୀଳା ଅଟେ।ମୁଁ ଦେଶର ଯୁବକମାନଙ୍କର […]
Continue readingସ୍ମୃତିରେ ଜୁଲାଇ ୨୫ ତାରିଖ
ଆଜି ୧୪୩୩ ସାଲ,୧୯୪୮ଶକାଦ୍ଦ , ଆଷାଢ଼ ଶୁକ୍ଳ ଏକାଦଶୀ/ ଦ୍ଵାଦଶୀ, ଜୁଲାଇ ୨୫ ତାରିଖ, ଶନିବାର । ଆଜିର ସ୍ମରଣୀୟ ଘଟଣା ହେଲା , ଠିକ୍ ୨୪ ବର୍ଷ ତଳେ ଆଜିର ତାରିଖରେ ଦେଶର ଏକାଦଶତମ ରାଷ୍ଟ୍ରପତି ଭାବେ ବହୁମୁଖି ପ୍ରତିଭାସମ୍ପନ୍ନ , ଇତିହାସ ସିଦ୍ଧ ପୁରୁଷ ଡଃ ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ ଶପଥଗ୍ରହଣ କରିଥିଲେ । ସେହିପରି ଆଜିର ତାରିଖରେ,୨୦୧୨ ମସିହାରେ ବରେଣ୍ୟ ପ୍ରଣବ ମୁଖାର୍ଜୀ ଦେଶର ତ୍ରୟୋଦଶତମ ରାଷ୍ଟ୍ରପତି ଭାବେ ଶପଥଗ୍ରହଣ […]
Continue readingଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷାମନ୍ତ୍ରାଳୟ ଦାୟିତ୍ୱ ପ୍ରଦାନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସ୍ୱୀକାର କରିଛନ୍ତି ଓ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷାମନ୍ତ୍ରାଳୟ ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ଘଟଣାକ୍ରମ ପ୍ରଧାନମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଇସ୍ତଫା ପ୍ରଦାନ କରିବାର କିଛି ଘଣ୍ଟା ପରେ ସାମ୍ନାକୁ ଆସିଛି। ପ୍ରହ୍ଲାଦ ଯୋଶୀ ବର୍ତ୍ତମାନ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ନୂତନ ଓ ନବୀକରଣୀୟ ଶକ୍ତି ମନ୍ତ୍ରୀ ଅଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶାନୁସାର ସମ୍ବିଧାନର ଅନୁଚ୍ଛେଦ ୭୫ର ଖଣ୍ଡ (୨) ପ୍ରକାରେ କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ […]
Continue readingମନ ଜିଣିଲେ ଧର୍ମେନ୍ଦ୍ର ପ୍ରଧାନ
ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ ସ୍ପଷ୍ଟ କରିଛନ୍ତି। ନିଜ ଇସ୍ତଫାପତ୍ରରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ମୋର ଯୁବ ସାଥୀମାନେ,ମୁଁ ଗତ ୪ ଦଶନ୍ଧିରୁ ଅଧିକ ସମୟ ଧରି ଛାତ୍ର, ଶିକ୍ଷକ ଏବଂ ଶିକ୍ଷା ସୁଧାର ପାଇଁ ସମର୍ପିତ […]
Continue readingନିଟ ପେପର ଲିକ୍ ମାମଲା: ସ୍ଥାପନ ହେବ ଫାଷ୍ଟ-ଟ୍ରାକ୍ କୋର୍ଟ
ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ମଧ୍ୟରେ ଗୁରୁବାର ବଡ଼ ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସରକାର ପେପର ଲିକ୍ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ଶୀଘ୍ର ଶୁଣାଣି ଏବଂ କଠୋର ଦଣ୍ଡ ସୁନିଶ୍ଚିତ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ସ୍ଥାପନ କରିବେ। ଯୁବପିଢ଼ିଙ୍କ ଭବିଷ୍ୟତକୁ ବିପଦରେ ପକାଇଥିବା କାହାକୁ ମଧ୍ୟ ଛଡ଼ାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଦୃଢ଼ତାର ସହିତ କହିଛନ୍ତି। ସେ ଆହୁରି କହିଛନ୍ତି ଯେ ଏ ସମ୍ପର୍କରେ ପୂର୍ବରୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ […]
Continue readingଟନେଲ ଦୁର୍ଘଟଣାରେ ୨୦ ଶ୍ରମିକ ମୃତ, ମୃତକଙ୍କ ପରିବାରକୁ ୪ଲକ୍ଷ ଏବଂ ଆହତ ଙ୍କ ପରିବାରକୁ ୫୦ ହଜାର ଟଙ୍କା କ୍ଷତିପୂରଣ ଘୋଷଣା
ସିକ୍କିମରେ ଘଟିଥିବା ଟନେଲ ଦୁର୍ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୦ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେହି ସ୍ଥାନରେ ଏବେ ବି କିଛି ଲୋକ ଫସି ରହିଥିବା ଜଣାପଡିଛି । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିବା ସହିତ ଅନ୍ୟମାନଙ୍କୁ ବଞ୍ଚାଇବାକୁ ପ୍ରଚେଷ୍ଟା ମଧ୍ୟ ଜାରି ରହିଛି ବୋଲି ମଙ୍ଗଳବାର ଦିନ ଜଣେ ପୋଲିସ ଅଧିକାରୀ କହିଛନ୍ତି । ସୂଚନାନୁଯାୟୀ, ଜୁଲାଇ ୨୦ ତାରିଖରେ ସିକ୍କିମର ନାମଚି ଜିଲ୍ଲାରେ ହଠାତ୍ ନିର୍ମାଣଧୀନ ଟନେଲଟି ଭୁଶୁଡି […]
Continue reading









