କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସି. ବି. ଆଇ.) ଦ୍ୱାରା ଆୟୋଜିତ ‘‘ପଳାତକଙ୍କ ପ୍ରତ୍ୟର୍ପଣ: ଆହ୍ୱାନ ଏବଂ ରଣନୀତି” ଶୀର୍ଷକ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହ ସଚିବ, ବୈଦେଶିକ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ ଏବଂ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ନିର୍ଦ୍ଦେଶକଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। କେନ୍ଦ୍ର ଗୃହମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର […]
Continue readingCategory Archives: ଦେଶ ବିଦେଶ
ଜାତୀୟ ଗ୍ରାହକ ହେଲ୍ପଲାଇନ୍ : “ଭାରତର ଗ୍ରାହକଙ୍କ ପାଇଁ ସୁରକ୍ଷା କବଚ”
ଗ୍ରାହକମାନେ ବିଭିନ୍ନ ଚ୍ୟାନେଲ ମାଧ୍ୟମରେ ଜାତୀୟ ଗ୍ରାହକ ହେଲ୍ପଲାଇନ୍ରେ ସେମାନଙ୍କର ଅଭିଯୋଗ ପଞ୍ଜିକରଣ କରିପାରିବେ। ଗ୍ରାହକମାନେ ଏବେ ଅନେକ ସୁବିଧାଜନକ ଚ୍ୟାନେଲ ମାଧ୍ୟମରେ ସେମାନଙ୍କର ଅଭିଯୋଗ ପଞ୍ଜିକରଣ କରିପାରିବେ। ସେମାନେ ଟୋଲ୍-ଫ୍ରି ନମ୍ବର ୧୮୦୦ ୧୧ ୪୦୦୦ କିମ୍ବା ୧୯୧୫ କୁ କଲ୍ କରି ଏଜେଣ୍ଟଙ୍କ ସହିତ ସିଧାସଳଖ କଥା ହୋଇ ପାରିବେ। ପୋର୍ଟାଲ୍ consumerhelpline.gov.in ରେ ପଞ୍ଜିକରଣ କରି ମଧ୍ୟ ଅଭିଯୋଗ ଦାଖଲ କରାଯାଇପାରିବ। ଏହା ସହିତ, ଗ୍ରାହକମାନେ ୮୮୦୦୦୦୧୯୧୫ କୁ ଏସଏମଏସ୍ ପଠାଇପାରିବେ, ହ୍ବାଟସଆପ୍ […]
Continue readingମହାରାଷ୍ଟ୍ରରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି ଯେ, ଗତ ଦୁଇ ଦିନ ମଧ୍ୟରେ ଛତିଶଗଡ଼ ଏବଂ ମହାରାଷ୍ଟ୍ରରେ ୨୫୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି, ଯାହା ନକ୍ସଲବାଦ ବିରୋଧରେ ଆମର ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ସେ କହିଥିଲେ, ଆଜି ଛତିଶଗଡ଼ରେ ୧୭୦ ଜଣ ନକ୍ସଲ ଆତ୍ମସମର୍ପଣ କରିଥିବାବେଳେ ସେମାନଙ୍କ ମଧ୍ୟରୁ ଗତକାଲି ୨୭ ଜଣ ଛତିଶଗଡ଼ରେ ଏବଂ ୬୧ ଜଣ ମହାରାଷ୍ଟ୍ରରେ ଅସ୍ତ୍ର ସମର୍ପଣ କରିଛନ୍ତି। ଭାରତର ସମ୍ବିଧାନ ଉପରେ ସେମାନଙ୍କର ବିଶ୍ୱାସକୁ ଦୋହରାଇ ହିଂସା […]
Continue readingବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଭାରତର ବହୁମୁଖୀ ସଂସ୍ଥାଗତ ଢାଞ୍ଚା ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ବିପର୍ଯ୍ୟୟ ବିପଦ ହ୍ରାସ (ଡିଆରଆର) ଉପରେ ଜି20 ମନ୍ତ୍ରୀସ୍ତରୀୟ ବୈଠକର ପ୍ରଥମ ଦିନରେ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଦୁଇଟି ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି । ଏହି ଦୁଇଟି କାର୍ଯ୍ୟକ୍ରମ ହେଲା – ‘‘ଏକତା ଏବଂ ଦୃଢ଼ତା: ଆଗୁଆ ଚେତାବନୀ ପ୍ରଣାଳୀ ପାଇଁ ଅନ୍ତର୍ଜାତୀୟ ସହଯୋଗ ଏବଂ ଏକଜୁଟତା ଜରିଆରେ ଡିଆରଆରକୁ ଆଗକୁ ବଢାଇବା’’ ଏବଂ ‘‘ଡିଆରଆର ନିବେଶକୁ ବୃଦ୍ଧି କରିବା ପାଇଁ ବୈଷୟିକ ନବସୃଜନ ଏବଂ ରାଜନୈତିକ ନେତୃତ୍ୱ ମଧ୍ୟରେ ସମ୍ପର୍କ ସ୍ଥାପନ କରିବା।’’ ଏକତା ଏବଂ ଦୃଢ଼ତା ଉପରେ ଆୟୋଜିତ […]
Continue readingଜିଏସଟି ସଂସ୍କାର-୨୦୨୫: ଲାଭବାନ ହେବ ମଣିପୁରର ଅର୍ଥନୀତି
ନୂତନ ଜିଏସଟି ସଂସ୍କାରଗୁଡ଼ିକ କ୍ଷୁଦ୍ର ବ୍ୟବସାୟୀ ଏବଂ ବ୍ୟବସାୟ ସମେତ ସମସ୍ତଙ୍କ ପାଇଁ ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧି ଏବଂ ବ୍ୟବସାୟ କରିବାର ସହଜତାକୁ ଉନ୍ନତ କରିବା ଲକ୍ଷ୍ୟ ରଖିଛି। କ୍ଷୁଦ୍ର ଶିଳ୍ପ, ପାରମ୍ପରିକ ହସ୍ତଶିଳ୍ପ ତଥା କୃଷି-ଭିତ୍ତିକ ଜୀବୀକାକୁ ଭିତ୍ତି କରିଥିବା ମଣିପୁରର ଅର୍ଥନୀତି ଏହି ସଂସ୍କାରରୁ ଯଥେଷ୍ଟ ଲାଭ ପାଉଛି। ଉଖରୁଲ ଏବଂ ସେନାପତିର ଉଚ୍ଚଭୂମିରେ କଫି ଚାଷ ଠାରୁ ଆରମ୍ଭ କରି ଚୁରାଚାନ୍ଦପୁର ଏବଂ ଇମ୍ଫାଲରେ ବାଉଁଶ ହସ୍ତଶିଳ୍ପ ଏବଂ ପଥର ଖୋଦେଇ ହସ୍ତଶିଳ୍ପ ପର୍ଯ୍ୟନ୍ତ, […]
Continue readingସର୍ବନିମ୍ନ ସହାୟକ ମୂଲ୍ୟ: ସୁରକ୍ଷା କବଚରୁ ଆତ୍ମନିର୍ଭରଶୀଳତା ପର୍ଯ୍ୟନ୍ତ
ପ୍ରତ୍ୟେକ ଫସଲ ଋତୁରେ ଭାରତୀୟ ଚାଷୀମାନେ କଠିନ ପରିଶ୍ରମ କରୁଥିଲେ ସୁଦ୍ଧା ଅସ୍ଥିର ପାଣିପାଗ ଏବଂ ବଜାର କାରଣରୁ ସେମାନେ ଲାଭରୁ ବଞ୍ଚିତ ହୋଇଥା’ନ୍ତି। ଏଭଳି ସ୍ଥିତିରେ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ସେମାନଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଥାଏ। ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଯାହା ମାଧ୍ୟମରେ ସରକାର ପୂର୍ବ-ନିର୍ଦ୍ଧାରିତ ମୂଲ୍ୟରେ କୃଷକମାନଙ୍କର ଫସଲ କ୍ରୟ କରି ସେମାନଙ୍କୁ ସମର୍ଥନ କରନ୍ତି। ପ୍ରତିବର୍ଷ, ସରକାର ସମ୍ପୃକ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ରୀୟ ମନ୍ତ୍ରଣାଳୟ/ବିଭାଗର ମତାମତ ବିଚାର କରିବା ପରେ କୃଷି […]
Continue reading୨୪,୦୦୦ କୋଟି ଟଙ୍କା ବ୍ୟୟବରାଦରେ ‘ପ୍ରଧାନମନ୍ତ୍ରୀ ଧନ ଧନ୍ୟ କୃଷି ଯୋଜନା’ର ଶୁଭାରମ୍ଭ କରିବେ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଅକ୍ଟୋବର, ୨୦୨୫ ସକାଳ ୧୦:୩୦ ସମୟରେ ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ସଂସ୍ଥାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହିତ ମତବିନିମୟ କରି, ପରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ, ଯେଉଁଠାରେ ସେ ସମାବେଶକୁ ସମ୍ବୋଧିତ କରିବେ। ଏହି କାର୍ଯ୍ୟକ୍ରମ କୃଷକ କଲ୍ୟାଣ, କୃଷି ସ୍ୱାବଲମ୍ବନ ଏବଂ ଗ୍ରାମୀଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ପ୍ରତି ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରତିବଦ୍ଧତାକୁ ଗୁରୁତ୍ୱ ଦିଏ। ଏହା ଆଧୁନିକ କୃଷି […]
Continue readingଜିଏସଟି ସଂସ୍କାର ୨.୦ ଅର୍ଥନୈତିକ ସଂସ୍କାରର ନୂଆ ଯୁଗ ଆରମ୍ଭ ହୋଇଛି – ଧର୍ମେନ୍ଦ୍ର ପ୍ରଧାନ
ଭାରତ ୪.୨ ଟ୍ରିଲିୟନ ଆମେରିକୀୟ ଡଲାର ସହ ବିଶ୍ୱର ଚତୁର୍ଥ ବୃହତମ ଅର୍ଥନୀତିର ଦେଶ ହୋଇଛି । ୨୦୧୩-୧୪ରେ ଦେଶର ରପ୍ତାନୀ ପରିମାଣ ୪୬୬.୨୨ ବିଲିୟନ ଆମେରିକୀୟ ଡଲାର ଥିବା ବେଳେ ଆଜି ତାହା ୭୭ ପ୍ରତିଶତ ବଢି ୮୨୪.୯ ବିଲିୟନ ଆମେରିକୀୟ ଡଲାର ହୋଇଛି । ଭାରତର ଆର୍ଥିକ ଅଭିବୃଦ୍ଧି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ହୋଇଛି । ଜିଏସଟି ସଂସ୍କାର ୨.୦ ଦ୍ୱାରା ‘ସହଜ ଜୀବନଯାପନ’ ଓ ଅର୍ଥନୈତିକ ସଂସ୍କାରର ନୂଆ ଯୁଗ ଆରମ୍ଭ […]
Continue readingସ୍ବଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରୟାସ
କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଗତ ସପ୍ତାହରେ ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବାଗୁଡ଼ିକର ବ୍ୟବହାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଆରମ୍ଭ କରିଛନ୍ତି । ଗତ ସପ୍ତାହରେ ଶ୍ରୀ ବୈଷ୍ଣବ ଏପରି ଏକ ପରିବର୍ତ୍ତନ ସମ୍ପର୍କରେ ଘୋଷଣା କରିଥିଲେ। ମନ୍ତ୍ରୀ ଶ୍ରୀ ବୈଷ୍ଣବ ଗତ ସପ୍ତାହରୁ ହିଁ କ୍ୟାବିନେଟ୍ ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ସୂଚନା ଉପସ୍ଥାପନା କରିବା ପାଇଁ ସ୍ୱଦେଶୀ ପ୍ଲାଟଫର୍ମ ‘ଜୋହୋ ଶୋ’ ବ୍ୟବହାର କରିବା ଆରମ୍ଭ କରିଥିଲେ। ଆଜି […]
Continue reading୫୭ଟି କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଖର୍ଚ୍ଚ ହେବ ୫୮୬୨ କୋଟିରୁ ଅଧିକ ଟଙ୍କା, ଓଡ଼ିଶାରେ ଖୋଲିବ ୬ଟି – ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମଞ୍ଜୁରୀ ଦିଆଯାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ଏହି ନୂତନ ବିଦ୍ୟାଳୟଗୁଡ଼ିକ ପ୍ରତିଷ୍ଠା ହେବାକୁ ଥିବା ଅଞ୍ଚଳରେ […]
Continue reading