ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ଆଜି ସେପ୍ଟେମ୍ବର ୧୧। ଏହି ଦିନ ଦୁଇଟି ବିପରୀତ ସ୍ମୃତିକୁ ମନେ ପକାଏ। ପ୍ରଥମଟି ହେଉଛି ୧୮୯୩ ମସିହାର, ଯେତେବେଳେ ସ୍ୱାମୀ ବିବେକାନନ୍ଦ ଚିକାଗୋର ବିଶ୍ୱ ଧର୍ମ ସମ୍ମିଳନୀରେ ତାଙ୍କର ପ୍ରତୀକାତ୍ମକ ଭାଷଣ ଦେଇଥିଲେ। ‘ଆମେରିକାର ଭଉଣୀ ଓ ଭାଇମାନେ…’ – ଏହି କିଛି ଶବ୍ଦରେ ସେ ପ୍ରେକ୍ଷାଳୟର ହଜାର ହଜାର ଶ୍ରୋତାଙ୍କ ହୃଦୟକୁ ଜିତି ଭାରତର ଆଧ୍ୟାତ୍ମିକ ଐତିହ୍ୟ ଏବଂ ବିଶ୍ୱ ଭ୍ରାତୃତ୍ୱର ସନ୍ଦେଶକୁ ବିଶ୍ୱ ସ୍ତରରେ ପରିଚିତ କରାଇଥିଲେ। ଦ୍ୱିତୀୟଟି […]
Continue readingCategory Archives: ଦେଶ ବିଦେଶ
ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ଉପରେ ବିଶ୍ୱାସ ପ୍ରକଟ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ ରାଷ୍ଟ୍ର ନିଜ ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବାକୁ ଏକାଠି କାମ କରିବେ । ଆମେରିକା ରାଷ୍ଟ୍ରପତିଙ୍କର ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି; “ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର । ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅସୀମ ସମ୍ଭାବନାକୁ ଉନ୍ମୁକ୍ତ କରିବା ପାଇଁ ପଥ ପ୍ରଶସ୍ତ କରିବ । ଆମ ଟିମ୍ ଏହି ଆଲୋଚନାକୁ ଯଥାଶୀଘ୍ର ଶେଷ କରିବାକୁ କାର୍ଯ୍ୟ କରୁଛନ୍ତି । ମୁଁ ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେବାକୁ ଉତ୍ସାହିତ ଅଛି । ଆମେ ଉଭୟ ଦେଶର ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବା ପାଇଁ ଏକାଠି କାମ କରିବୁ।”
Continue readingୟୁଏଇରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କର ଗୁଣାତ୍ମକ ଶିକ୍ଷାର ଆବଶ୍ୟକତା ପୂରଣ ହେବ – ଧର୍ମେନ୍ଦ୍ର ପ୍ରଧାନ
ଭାରତ ଓ ୟୁଏଇ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ଲକ୍ଷ୍ୟରେ ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇଆଇଟି ଦିଲ୍ଲୀ-ଆବୁଧାବୀ କ୍ୟାମ୍ପସ ପରିଦର୍ଶନ କରିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆବୁଧାବିରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଆଇଆଇଟି ଦିଲ୍ଲୀ ଆବୁଧାବି କ୍ୟାମ୍ପସର ସମସାମୟିକ ରୂପରେଖ ଏବଂ ଭବିଷ୍ୟତରେ ଥିବା […]
Continue readingଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ବୈଠକ
ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ, ନାଗରିକଙ୍କ ଯାତାୟତ ସହ ପରିବହନ ପଥକୁ ସୁଗମ କରିବା ତଥା ରେଳ ନେଟଓ୍ୱାର୍କକୁ ସୁଦୃଢ଼ କରିବା ଦିଗରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର ଦଳୀୟ ସାଂସଦମାନଙ୍କ ମଧ୍ୟରେ ସବିଶେଷ ଆଲୋଚନା ହୋଇଛି । ଶ୍ରୀ ପ୍ରଧାନ ଆଲୋଚନା ପରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ନାଗରିକଙ୍କ ଯାତାୟତ, ଶିଳ୍ପ ଏବଂ ଖଣିଜ କ୍ଷେତ୍ରର […]
Continue readingଭାରତ ଓ ୟୁଏଇ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ହେବ ମଜଭୂତ୍ – ଧର୍ମେନ୍ଦ୍ର ପ୍ରଧାନ
ଭାରତ ଓ ୟୁଏଇ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ତଥା ଶୈକ୍ଷିକ ଉତ୍କର୍ଷତା ଏବଂ ନବସୃଜନ ପରିସଂସ୍ଥାନ ପାଇଁ ରଣନୈତିକ ଭାଗିଦାରିତାକୁ ସୁଦୃଢ଼ କରିବା ଦିଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେପ୍ଟେମ୍ବର ୧୦ରୁ ୧୧ ତାରିଖ ପର୍ଯ୍ୟନ୍ତ ଦୁଇଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଶିକ୍ଷା, ନବସୃଜନ ଏବଂ ଜ୍ଞାନ ଆଦାନପ୍ରଦାନରେ ସହଭାଗୀତାକୁ ଆଗକୁ ବଢ଼ାଇବା ଲକ୍ଷ୍ୟରେ ୟୁଏଇର ପ୍ରମୁଖ ନେତୃତ୍ୱ, ମନ୍ତ୍ରୀ, ନୀତି ନିର୍ଦ୍ଧାରକ, ଶିକ୍ଷାବିତ୍ ଏବଂ ଭାରତ ଓ ୟୁଏଇ ଅନୁଷ୍ଠାନର ପ୍ରତିନିଧିମାନଙ୍କ ସହିତ […]
Continue readingସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି
ମିଳିଲା 452 ଭୋଟ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ସିପି ରାଧାକ୍ରିଷ୍ଣନ । 452 ଭୋଟ ପାଇ ବିଜୟୀ ହୋଇଛନ୍ତି । ନୂଆ ଉପରାଷ୍ଟ୍ରପତିଙ୍କ ନାମ ଘୋଷଣା କରାଯାଇଛି । ଏନଡିଏର ପ୍ରାର୍ଥୀ ସିପି ରାଧାକୃଷ୍ଣନ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କୁ ପରାସ୍ତ କରିଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ମୋଟ ୭୮୧ ଜଣ ଭୋଟର ଥିଲେ । 767 ଜଣ ସାଂସଦ ଭୋଟ ଦେଇଥିଲେ । ସେଥିରୁ 15 ଜଣ ସାଂସଦଙ୍କ ଭୋଟ […]
Continue readingଉପରାଷ୍ଟ୍ରପତି ନିର୍ବାଚନ: ଚାଲିଛି ମତଦାନ
ଉପରାଷ୍ଟ୍ରପତି ପଦ ପାଇଁ ଆରମ୍ଭ ହେଲା ମତଦାନ। ପ୍ରଥମେ ସଂସଦ ଭବନରେ ପହଞ୍ଚି ମତଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ ଇସ୍ତଫା ଦେବାର ପ୍ରାୟ ୨ ମାସ ପରେ ଆଜି ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି। ଏନ୍ଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ସମୟରେ […]
Continue readingଓଡ଼ିଆ ସମାଜର ଗଭୀରତା, ବ୍ୟାପକତା ଓ ବୌଦ୍ଧିକ ଚିନ୍ତନ କ୍ଷମତାକୁ ଜାଣିବା ଓ ଜଣାଇବା-ଧର୍ମେନ୍ଦ୍ର ପ୍ରଧାନ
ସାମ୍ବାଦିକମାନେ କେବଳ ରାଜନୀତି ଓ ଅପରାଧିକ ଘଟଣା ବିଷୟରେ ବିତର୍କ ନକରି ଗୋଟିଏ ସମାଜର ବ୍ୟାପ୍ତିକୁ ପରିପ୍ରକାଶ କରିବା ଦରକାର । ଏହି କ୍ରମରେ ଓଡ଼ିଶା ସମେତ ଜାତୀୟ ସ୍ତରର ସାମ୍ବାଦିକମାନେ ମଧ୍ୟ ଓଡ଼ିଆ ସମାଜର ଗଭୀରତା, ବ୍ୟାପକତା ଓ ବୌଦ୍ଧିକ ଚିନ୍ତନ କ୍ଷମତାକୁ ଜାଣିବା ସହ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏହି ସବୁ ବିଷୟକୁ ଜଣାଇବା ଦରକାର ବୋଲି ଶନିବାର ନୂଆଦିଲ୍ଲୀ ଠାରେ ‘ପଲ୍ଲୀବାଣୀ ମିଶନ’ ପକ୍ଷରୁ ଆୟୋଜିତ ‘ଭାରତୀୟ ସାମ୍ବାଦିକତା ପୁରସ୍କାର […]
Continue readingଭାରତର ଜନସ୍ୱାସ୍ଥ୍ୟ ଏବଂ ପୁଷ୍ଟିସାଧନ ଇକୋସିଷ୍ଟମକୁ ସୁଦୃଢ଼ କରିବ ଜିଏସଟି ସଂସ୍କାର
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଜନସ୍ୱାସ୍ଥ୍ୟ ଏବଂ ପୁଷ୍ଟିସାଧନ ଇକୋସିଷ୍ଟମକୁ ସୁଦୃଢ଼ କରିବାରେ ଜିଏସ୍ଟି ସଂସ୍କାରର ପରିବର୍ତ୍ତନଶୀଳ ପ୍ରଭାବ ଉପରେ ଆଲୋକପାତ କରିଛନ୍ତି। ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ, ରନ୍ଧନ ସମ୍ବନ୍ଧୀୟ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ପ୍ରୋଟିନ୍ ଯୁକ୍ତ ଉତ୍ପାଦ ଉପରେ ଟିକସ ହାର ହ୍ରାସ କରି, ଏହି ସଂସ୍କାର ସିଧାସଳଖ ସାରା ଦେଶରେ ପରିବାର ପାଇଁ ଉନ୍ନତ ସୁଲଭତା ଏବଂ ଖାଦ୍ୟ ପ୍ରବେଶରେ ଯୋଗଦାନ କରିଛି ।
Continue readingଆତ୍ମନିର୍ଭରତା ଏବଂ ବିକାଶ ଦିଗକୁ ଭାରତର ଯାତ୍ରାରେ ଏନଇପି-୨୦୨୦ର ଗୁରୁତ୍ୱ ସମ୍ପର୍କରେ ଏକ ପ୍ରବନ୍ଧ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲିଖିତ ଏକ ପ୍ରବନ୍ଧ ସେୟାର କରିଛନ୍ତି। ଯେଉଁଥିରେ ସେ ‘ଆତ୍ମନିର୍ଭରତା ଓ ବିକାଶର ପଥରେ ଭାରତର ଯାତ୍ରାରେ ଏନଇପି–୨୦୨୦ର ମହତ୍ତ୍ୱ’କୁ ମୂଳଭିତ୍ତି ବୋଲି ଉଲ୍ଲେଖ କରିଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ହୋଇଥିବା ଏକ ପୋଷ୍ଟର ପ୍ରତିକ୍ରିୟାରେ ଶ୍ରୀ ମୋଦୀ କହିଛନ୍ତି । “କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ @dpradhanbjp ଆତ୍ମନିର୍ଭରତା ଓ ବିକାଶ ଦିଗରେ ଭାରତର ଯାତ୍ରାରେ ଏନଇପି-୨୦୨୦ର […]
Continue reading