ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୋଧରେ ହୋର୍ମୁଜ ଷ୍ଟ୍ରେଟ୍ କୁ ସୁରକ୍ଷିତ କରିବାରେ ସହାୟତା ନ କରିବା କାରଣରୁ ଉତ୍ତର ଆଟଲାଣ୍ଟିକ୍ ଚୁକ୍ତି ସଂଗଠନ (ନାଟୋ) ଉପରେ ବର୍ଷିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସାଲରେ ନାଟୋକୁ ଭୟାଳୁ ବୋଲି କହିଥିବା ବେଳେ ଆମେରିକା ବିନା ନୋଟୋ କେବଳ ଏକ ‘କାଗଜ ବାଘ’ ବୋଲି କହିଛନ୍ତି। ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ ସହଯୋଗୀ ଦେଶ ଇରାନର ପରମାଣୁ ବିପଦକୁ ରୋକିବା ଲଢେଇରେ ସାମିଲ […]
Continue readingCategory Archives: ଦେଶ ବିଦେଶ
ବିଶ୍ୱ ତୈଳ ସଙ୍କଟ ମଧ୍ୟରେ ଫୁଜୈରାହ ଟର୍ମିନାଲ୍ ଉପରେ ଆକ୍ରମଣ; ସୁରକ୍ଷିତ ଭାବେ ଫେରିଲା ଭାରତୀୟ ଜାହାଜ ‘ଜଗ୍ ଲାଡକି’
ନୂଆଦିଲ୍ଲୀ: ଇରାନ-ଇସ୍ରାଏଲ-ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାରକୁ ସଙ୍କଟାପନ୍ନ କରିଛି। ସମୁଦ୍ର ପଥରେ ତେଲ ବୋଝେଇ ଜାହାଜଗୁଡ଼ିକ ଉପରେ ବାରମ୍ବାର ଆକ୍ରମଣ ହେଉଥିବା ବେଳେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ୟୁଏଇ ର ଫୁଜୈରାହ ତୈଳ ଟର୍ମିନାଲ୍ରେ ଆକ୍ରମଣ ସତ୍ତ୍ୱେ ଭାରତୀୟ ପତାକାଧାରୀ ଜାହାଜ ‘ଜଗ୍ ଲାଡକି’ ସୁରକ୍ଷିତ ଭାବେ ସେଠାରୁ ପ୍ରସ୍ଥାନ କରିଛି। ଭାରତୀୟ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୧୪ […]
Continue readingପ୍ରତ୍ୟେକ ଶିଶୁଙ୍କ ପାଖରେ ପୁଷ୍ଟିକର ଆହାର ପହଞ୍ଚାଇବା ସାମୂହିକ ଦାୟିତ୍ୱ – ଧର୍ମେନ୍ଦ୍ର ପ୍ରଧାନ
ଭାରତର ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନ କଲଚୁରାଲ ସେଣ୍ଟର ଠାରେ ଅକ୍ଷୟ ପାତ୍ର ଫାଉଣ୍ଡେସନର ୨୫ତମ ବର୍ଷପୂର୍ତ୍ତି ଏବଂ ୫ ଶହ କୋଟି ଭୋଜନ ପରିବେଷଣର ଗୌରବମୟ ମାଇଲଖୁଣ୍ଟ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ମଣ୍ଡିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାନ୍ୟବର ରାଷ୍ଟ୍ରପତିଙ୍କ ବକ୍ତବ୍ୟକୁ ଦୋହରାଇ କହିଛନ୍ତି ଯେ, ଶିଶୁମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ସୁନିଶ୍ଚିତ କରିବା […]
Continue readingନିରବଚ୍ଛିନ୍ନ ଘରୋଇ ଏଲପିଜି ଯୋଗାଣ ସୁନିଶ୍ଚିତ କରିବା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା
ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମରୁ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ସଦ୍ୟତମ ସୂଚନା ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ଆଜି ନୂଆଦିଲ୍ଲୀର ନେସନାଲ ମିଡିଆ ସେଣ୍ଟରରେ ଚତୁର୍ଥ ଆନ୍ତଃମନ୍ତ୍ରୀସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଗତ ୩ ଦିନ ଭଳି ଆଜି ମଧ୍ୟ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଗଣମାଧ୍ୟମକୁ ସବିଶେଷ […]
Continue readingଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ
ବିଶ୍ୱ ଇନ୍ଧନ ସଂକଟ ମଧ୍ୟରେ ସୁରକ୍ଷିତ ଭାରତ: ଶକ୍ତି କ୍ଷେତ୍ରରେ ବଢୁଛି ଆତ୍ମନିର୍ଭରଶୀଳତା ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଲାଗି ରହିଥିବା ଯୁଦ୍ଧ ଓ ସଂଘର୍ଷ କାରଣରୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ବର୍ତ୍ତମାନ ଅନ୍ତର୍ଜାତୀୟ ବଜାରରେ ତୈଳ ମୂଲ୍ୟ ବ୍ୟାରେଲ୍ ପିଛା ୧୨୦ ଡଲାରରେ ପହଞ୍ଚିଥିବା ବେଳେ ସାମୁଦ୍ରିକ ପରିବହନ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋର୍ମୁଜ୍ ପ୍ରଣାଳୀରେ ସୃଷ୍ଟି ହୋଇଥିବା ପ୍ରତିବନ୍ଧକ ବିଶ୍ୱ ପାଇଁ ଚିନ୍ତାର କାରଣ ସାଜିଛି। ବିଶ୍ୱର ମାତ୍ର ଏକ ପଞ୍ଚମାଂଶ […]
Continue readingନିଜକୁ ଓଡ଼ିଆର ପରିଚୟ ଦେବାର ସାହସ ଓ ଗର୍ବ ରଖନ୍ତୁ ଯୁବପିଢ଼ି – ଧର୍ମେନ୍ଦ୍ର ପ୍ରଧାନ
ଆମର ମୂଳ ଲକ୍ଷ୍ୟ ହେଉଛି ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ଓଡ଼ିଆ ଯୁବକ ଯୁବତୀମାନେ ଦେଶରେ ନିଜର ପରିଚୟକୁ ପ୍ରତିପାଦିତ କରନ୍ତୁ ଏବଂ ଓଡ଼ିଆ ଭାବେ ନିଜକୁ ପରିଚୟ ଦେବାର ଗର୍ବ ଓ ସାହସ ଦେଖାନ୍ତୁ । ଶୁକ୍ରବାର ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମ୍ କମ୍ପ୍ଲେକ୍ସ ଠାରେ ଆୟୋଜିତ ‘ଓଡ଼ିଶା ପର୍ବ-୨୦୨୬’କୁ ଉଦଘାଟନ କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଆ ସମାଜ ପକ୍ଷରୁ ଆୟୋଜିତ ଏହି […]
Continue readingଭାରତର ଅଶୋଧିତ ତୈଳ ଆମଦାନୀର ୭୦% ଏବେ ହର୍ମୁଜ୍ ପ୍ରଣାଳୀ ବାହାର ମାର୍ଗରେ ହେଉଛି; ଇନ୍ଧନ ଯୋଗାଣ ସୁରକ୍ଷିତ ରହିଛି
ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆଜି ନୂଆଦିଲ୍ଲୀସ୍ଥିତ ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ଏକ ଆନ୍ତଃମନ୍ତ୍ରାଳୟସ୍ତରୀୟ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଏହି କ୍ଷେତ୍ରର ପରିବର୍ତ୍ତିତ ପରିସ୍ଥିତି ଏବଂ ଏହାର ମୁକାବିଲା ଲାଗି ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା ପ୍ରସ୍ତୁତି ପଦକ୍ଷେପ ଏବଂ କାର୍ଯ୍ୟାନୁଷ୍ଠାନ ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ବିଶେଷ କରି ଇନ୍ଧନ ଯୋଗାଣ ପ୍ରସ୍ତୁତି, ସାମୁଦ୍ରିକ ସୁରକ୍ଷା, ବିଦେଶରେ ଥିବା ଭାରତୀୟ ନାଗରିକଙ୍କ କଲ୍ୟାଣ ଏବଂ ସରକାରଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ଯୋଗାଯୋଗ ପଦକ୍ଷେପ ବିଷୟରେ ସଦ୍ୟତମ ସୂଚନା ପ୍ରଦାନ କରାଯାଇଥିଲା। ଇନ୍ଧନ ଯୋଗାଣ ଏବଂ ତୈଳ ଉପଲବ୍ଧତା ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟର […]
Continue readingଜଳ ଜୀବନ ମିଶନର ଅବଧି ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଜଳ ଜୀବନ ମିଶନ (ଜେଜେଏମ)ର ଅବଧିକୁ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ପ୍ରସ୍ତାବକୁ ମଞ୍ଜୁର କରିଛି । କାର୍ଯ୍ୟକାରିତା ଭିତ୍ତିଭୂମି ସୃଷ୍ଟି ଠାରୁ ସେବା ପ୍ରଦାନ ପର୍ଯ୍ୟନ୍ତ ଏହି ଯୋଜନାର ପୁନର୍ଗଠନ କରିବା ଲାଗି ଜଳ ଶକ୍ତି ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ କରିଛି। ପାନୀୟ ଜଳ ପରିଚାଳନା ଏବଂ ପାଇପ ଯୋଗେ ଦୀର୍ଘସ୍ଥାୟୀ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପାଇଁ ଏକ ସଂସ୍ଥାଗତ […]
Continue readingରାଷ୍ଟ୍ରପତି ଭବନରେ ରାଜାଜୀଙ୍କ ପ୍ରତିମା ସ୍ଥାପନ ଭାରତୀୟ ବୌଦ୍ଧିକ ଐତିହ୍ୟକୁ ପୁନଃପ୍ରତିଷ୍ଠିତ କରିବ – ଧର୍ମେନ୍ଦ୍ର ପ୍ରଧାନ
ରାଷ୍ଟ୍ରପତି ଭବନ ପରିସରରେ ସୋମବାର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସିପି ରାଧାକ୍ରୀଷ୍ଣନ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗରିମାମୟ ଉପସ୍ଥିତିରେ ‘ରାଜାଜୀ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଭବନ ପରିସରରେ ସ୍ୱାଧୀନ ଭାରତର ପ୍ରଥମ ଏବଂ ଏକମାତ୍ର ଗଭର୍ଣ୍ଣର ଜେନେରାଲ ଶ୍ରୀ ଚକ୍ରବର୍ତ୍ତୀ ରାଜଗୋପାଳଚାରୀ (ରାଜାଜୀ)ଙ୍କ ପ୍ରତିମା ଉନ୍ମୋଚିତ ହୋଇଛି । ଶ୍ରୀ ପ୍ରଧାନ କହିଛନ୍ତି, ରାଜାଜୀଙ୍କ ଜୀବନ ଭାରତର ବୌଦ୍ଧିକ […]
Continue readingକଠିନ ପରିଶ୍ରମ ଓ ନୂତନ ଚିନ୍ତାଧାରା ପ୍ରକୃତ ସଫଳତାର ଚାବିକାଠି – ଧର୍ମେନ୍ଦ୍ର ପ୍ରଧାନ
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୧୩୧ତମ ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ରତନପୁରର ଯୁବ ଚାଷୀ ହୀରୋଦ ପଟେଲଙ୍କ ନିଆରା ଓ ଅଭିନବ କୃଷି ପ୍ରଣାଳୀକୁ ପ୍ରଶଂସା କରି ଓଡ଼ିଶାକୁ ଗର୍ବିତ କରିଛନ୍ତି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ସେ କହିଛନ୍ତି ଯେ, କଠିନ ପରିଶ୍ରମ ଓ ନୂତନ ଚିନ୍ତାଧାରା ହିଁ ପ୍ରକୃତ ସଫଳତାର ଚାବିକାଠି । ହୀରୋଦ […]
Continue reading







