ଜୀବନରେ ନିଜସ୍ୱ ଘରଟିଏ ନଥିବା ପ୍ରଧାନମନ୍ତ୍ରୀ ଆଜି ହେଉଛି ଭାରତର ଜଣେ ବିରଳ ରାଜନେତା, ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ଶତାୟୁ ପୁରୁଷ ଗୁଲଜାରିଲାଲ ନନ୍ଦାଙ୍କ ୨୮ତମ ଶ୍ରାଦ୍ଧ ଦିବସ। ୧୮୯୮ ମସିହାରେ ଜନ୍ମିତ ଏହି ମହାନ୍ ଜନନେତା ୧୯୯୮ ମସିହାରେ ଆଖି ବୁଜିଥିଲେ। ତାଙ୍କର ତ୍ୟାଗପୂତ ଜୀବନ ଏବଂ ନୈତିକତା ଆଜିର ରାଜନୈତିକ ବ୍ୟବସ୍ଥା ପାଇଁ ଏକ ବଡ଼ ଶିକ୍ଷା। ଗୁଲଜାରିଲାଲ ନନ୍ଦା କେବଳ ଜଣେ ରାଜନେତା ନଥିଲେ, ସେ ଥିଲେ ଜଣେ ପ୍ରଖର ଅର୍ଥଶାସ୍ତ୍ର […]
Continue readingCategory Archives: ଦେଶ ବିଦେଶ
ଆଇଆଇଟି ମାଡ୍ରାସରେ ‘ପୋଙ୍ଗଲ ପର୍ବ’ ପାଳିଲେ କେନ୍ଦ୍ରମନ୍ତ୍ରୀ
କୃତଜ୍ଞତା, ସମୃଦ୍ଧି ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ପୋଙ୍ଗଲ –ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଚେନ୍ନାଇ ସ୍ଥିତ ଆଇଆଇଟି ମାଡ୍ରାସ ପରିସରରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ସହ ପାରମ୍ପରିକ ପୋଷାକ ପିନ୍ଧି ତାମିଲନାଡୁର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ପୋଙ୍ଗଲ’ ପର୍ବ ପାଳନ କରିଛନ୍ତି । ପ୍ରତିଷ୍ଠାନର କମ୍ୟୁନିଟି ହଲ୍ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ ସାମିଲ ହୋଇ ଅମଳର ଏହି ପର୍ବକୁ ଉପଭୋଗ କରିଥିଲେ । ଏହି ଅବସରରେ ଶ୍ରୀ […]
Continue reading‘ଅପରେସନ ସିନ୍ଦୂର’କୁ ନେଇ ଚମକାଇଲା ଭଳି ଖୁଲାସା କଲେ ସେନା ମୁଖ୍ୟ
‘ଅପରେସନ ସିନ୍ଦୂର’କୁ ନେଇ ଚମକାଇଲା ଭଳି ଖୁଲାସା କରିଛନ୍ତି ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ଭାରତର ମାତ୍ର ୨୨ ମିନିଟର ଭୟଙ୍କର ଆକ୍ରମଣରେ ପାକିସ୍ତାନର ନିଷ୍ପତ୍ତି ନେବା କ୍ଷମତା ଦୋହଲି ଯାଇଥିଲା। ମଙ୍ଗଳବାର ସେନାର ବାର୍ଷିକ ଖବରଦାତା ସମ୍ମିଳନୀରେ ଦ୍ୱିବେଦୀ କହିଛନ୍ତି, ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ବିରୋଧରେ ଭାରତର ‘ଅପରେସନ ସିନ୍ଦୂର’ ଏକ ବଡ଼ ସଫଳତା ଥିଲା। ଏହି ଅପରେସନର ଦୁଇଟି ମୁଖ୍ୟ ‘ଟର୍ଣ୍ଣିଂ ପଏଣ୍ଟ’ ବା ନିର୍ଣ୍ଣାୟକ ମୋଡ଼ ବିଷୟରେ ସେ ଉଲ୍ଲେଖ କରିଥିଲେ। ଦ୍ୱିବେଦୀଙ୍କ […]
Continue readingଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ
ଟ୍ରେନ ସମୟସାରଣୀ (ଟିଏଜି) 2026 ଅଧୀନରେ ଭାରତୀୟ ରେଳବାଇ ନୂତନ ଟ୍ରେନ ଚଳାଚଳ ଆରମ୍ଭ କରିଛି । ଏହା ବର୍ତ୍ତମାନର ସେବାକୁ ବିସ୍ତାର କରିବା ସହିତ ଟ୍ରେନ ଚଳାଚଳ ସଂଖ୍ୟାକୁ ବଢ଼ାଇଛି, କେତେକ ଟ୍ରେନକୁ ସୁପରଫାଷ୍ଟ ରୂପେ ପରିବର୍ତ୍ତନ କରିଛି ଏବଂ ବିଭିନ୍ନ ରେଳ ଜୋନରେ ସେବାକୁ ତ୍ୱରାନ୍ୱିତ କରିଛି। 2026 ଟ୍ରେନ ସମୟ ସାରଣୀ ଅଧୀନରେ, ସର୍ବମୋଟ 122ଟି ନୂତନ ଟ୍ରେନ୍ ଚଳାଚଳ ଆରମ୍ଭ କରାଯାଇଛି । 86ଟି ଟ୍ରେନର ସମ୍ପ୍ରସାରଣ କରାଯିବା ସହିତ 8ଟି […]
Continue readingଅତି ବିଶିଷ୍ଟ ରେଳ ସେବା ପୁରସ୍କାର 2025 ପ୍ରଦାନ କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୂଆଦିଲ୍ଲୀର ଦ୍ୱାରକା ସ୍ଥିତ ଯଶୋଭୂମି ଠାରେ 70ତମ ଅତି ବିଶିଷ୍ଟ ରେଳ ସେବା ପୁରସ୍କାର ପ୍ରଦାନ କରିଛନ୍ତି। 100 ଜଣ ରେଳ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜୋନଗୁଡ଼ିକୁ 26ଟି ଶିଲ୍ଡ ପ୍ରଦାନ କରି ସ୍ୱୀକୃତି ଦିଆଯାଇଛି। ପୂର୍ବତଟ ରେଳବାଇରେ ତିନି ଜଣ କର୍ମଚାରୀ ପୁରସ୍କୃତ ହୋଇଛନ୍ତି। ସେମାନେ ହେଲେ ଗୁଡ୍ସ ଲୋକୋ ପାଇଲଟ୍ […]
Continue readingରେକର୍ଡ କୋଚ୍ ଉତ୍ପାଦନ ସହିତ ସୁଲଭ ଯାତ୍ରାକୁ ସୁଦୃଢ଼ କରିଛି ଭାରତୀୟ ରେଳବାଇ
ଭାରତୀୟ ରେଳବାଇ ସାଧାରଣ ଯାତ୍ରୀଙ୍କ ସୁବିଧାକୁ ପ୍ରାଥମିକତା ଦେଇ ତାହାର ଭିତ୍ତିଭୂମି ଓ ସେବାର ଆଧୁନିକୀକରଣ କରୁଛି। ଏହାର ଲକ୍ଷ୍ୟ ହେଉଛି ଟ୍ରେନ୍ ଯାତ୍ରାକୁ ଅଧିକ ସୁବିଧାଜନକ, ନିରାପଦ ଓ ସୁଲଭ କରିବା। ପୁଞ୍ଜି ନିବେଶ, ପରିଚାଳନା ସଂସ୍କାର ଓ ନୂତନ ପ୍ରଯୁକ୍ତି ମାଧ୍ୟମରେ ରେଳବାଇ ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ ଯାତ୍ରୀ-ପ୍ରଥମ ଆଭିମୁଖ୍ୟକୁ ଆହୁରି ସୁଦୃଢ଼ କରୁଛି।ସୁଲଭ ମୂଲ୍ୟରେ ଯାତ୍ରା ସୁବିଧା ବଢ଼ାଇବାକୁ ଭାରତୀୟ ରେଳବାଇ ଅତ୍ୟାଧୁନିକ ସାଧାରଣ ଓ ଅଣ-ଶୀତତାପ ନିୟନ୍ତ୍ରିତ କୋଚଗୁଡ଼ିକର ରେକର୍ଡ ଉତ୍ପାଦନ […]
Continue readingଓବିସି ଏବଂ ବୁଣାକାର ସମ୍ପ୍ରଦାୟର ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ – ଧର୍ମେନ୍ଦ୍ର ପ୍ରଧାନ
ଓବିସି ଏବଂ ବୁଣାକାର ସମ୍ପ୍ରଦାୟର ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଜି ବେଙ୍ଗାଲୁରୁ ଠାରେ ଦେବାଙ୍ଗ ସଂଘର ଶତବାର୍ଷିକୀ ସମାରୋହ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ, ଦେବାଙ୍ଗ ସମ୍ପ୍ରଦାୟ ଭାରତର ବୟନ ଶିଳ୍ପର ସଂରକ୍ଷକ । ଦେବାଙ୍ଗ ମହର୍ଷିଙ୍କ ପବିତ୍ର ପରମ୍ପରାକୁ ପାଥେୟ କରି ଏହି ସମ୍ପ୍ରଦାୟ ଶତାବ୍ଦୀ ଶତାବ୍ଦୀ ଧରି ଦେଶର ଅର୍ଥନୀତି ଓ ସଂସ୍କୃତିକୁ […]
Continue readingଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, “ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍”କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ […]
Continue readingସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ପରି ଐତିହାସିକ ପଦକ୍ଷେପକୁ ଶ୍ରୀ ଅମିତ ଶାହଙ୍କ ପ୍ରଶଂସା
କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ସାନ୍ତାଳୀ ଭାଷାରେ ଭାରତୀୟ ସମ୍ବିଧାନ ପ୍ରକାଶନର ଐତିହାସିକ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ‘ଏକ୍ସ’ର ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି ଯେ, ଭାରତୀୟ ଭାଷାଗୁଡ଼ିକୁ ସମ୍ମାନ ଦେବା ଦିଗରେ ଏହା ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସେ କହିଥିଲେ, ସାନ୍ତାଳୀ ଭାଷାରେ ଆମ ସମ୍ବିଧାନର ପ୍ରକାଶନ ସାନ୍ତାଳୀ ସମ୍ପ୍ରଦାୟ ଏବଂ ସମଗ୍ର ଦେଶ […]
Continue readingଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲାଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତର ମହାକାଶଚାରୀ ତଥା ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ(ଆଇଏସଏସ)କୁ ଯାତ୍ରା କରିଥିବା ଶୁଭାଂଶୁ ଶୁକ୍ଲାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର କାଳରେ ଶ୍ରୀ ପ୍ରଧାନ ଶୁକ୍ଲାଙ୍କ ସାହସ ଓ ଦୁଃସାହସିକ ଯାତ୍ରାକୁ ପ୍ରଶଂସା କରିବା ସହ ତାଙ୍କୁ ଦେଶର କୋଟି କୋଟି ଯୁବପିଢ଼ିଙ୍କ ପାଇଁ ଏକ ପ୍ରେରଣାର ଉତ୍ସ ବୋଲି ଅଭିହିତ କରିଛନ୍ତି । ଏହି ଅବସରରେ ମହାକାଶ ବିଜ୍ଞାନ ଓ ଗବେଷଣାକୁ କିଭଳି […]
Continue reading








