ଦେଶର ଲୋକଙ୍କ ବିଶ୍ୱାସକୁ ଦୃଢ଼ କରିଛି – ପ୍ରଧାନମନ୍ତ୍ରୀ ମୋଦୀ

ଦେଶର ଲୋକଙ୍କ ବିଶ୍ୱାସକୁ ଦୃଢ଼ କରିଛି – ପ୍ରଧାନମନ୍ତ୍ରୀ ମୋଦୀ

କେନ୍ଦ୍ର କ୍ୟାବିନେଟ ଜୁନ୍ ୧୦, ୨୦୨୬କୁ ଭାରତୀୟ ଗଣତନ୍ତ୍ରର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟ ଭାବରେ ଗ୍ରହଣ କରି ଏକ ପ୍ରସ୍ତାବ ଗ୍ରହଣ କରିଛି, ଯେଉଁଥିରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଯାଇଛି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଲଗାତର ୪,୩୯୯ ଦିନ ସେବା କରିବାର ରେକର୍ଡ ସ୍ଥାପନ କରି, ସେ ଶ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବ ରେକର୍ଡକୁ ଅତିକ୍ରମ କରିଛନ୍ତି, ଯିଏ ୧୯୫୨ ରୁ ୧୯୬୪ ପର୍ଯ୍ୟନ୍ତ […]

Continue reading →
ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର କାର୍ଯ୍ୟକ୍ରମ ପାଇଁ ସୁରକ୍ଷା

ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର କାର୍ଯ୍ୟକ୍ରମ ପାଇଁ ସୁରକ୍ଷା

ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମୟୂରଭଞ୍ଜଜିଲ୍ଲା ରାଇରଙ୍ଗପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସମସ୍ତ କାର୍ଯ୍ୟକ୍ରମ ସ୍ଥଳ ଓ ଫଙ୍କସନ୍ ସାଇଟ୍‌କୁ ନୋ ଡ୍ରୋନ୍ ଜୋନ୍ ବା ନୋ ଫ୍ଲାଇଙ୍ଗ୍ ଜୋନ୍’ ଘୋଷଣା କରାଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ଓ ଜିଲ୍ଲାଦଣ୍ଡାଧୀଶଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ପତ୍ରରେ କୁହାଯାଇଛି ଯେ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା କଠୋର କରାଯିବା ଏହି ସମୟରେ […]

Continue reading →
ବିଶ୍ୱ ପରିବେଶ ଦିବସରେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କଲା ବିଜେପି

ବିଶ୍ୱ ପରିବେଶ ଦିବସରେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କଲା ବିଜେପି

ଗଛ କଟା, ପ୍ରଦୂଷଣ ଓ ଜଳ ସଙ୍କଟ ଯୋଗୁ ସାରା ବିଶ୍ୱରେ ଜଳବାୟୁ ପରିବର୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଧୀରେ ଧୀରେ ଅନୁଭବ ହେଉଛି ଏବଂ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ଏଭଳିସ୍ଥିତିରେ ପରିବେଶ ସୁରକ୍ଷା ପାଇଁ ବୃକ୍ଷ ରୋପଣ ଜରୁରୀ ହୋଇପଡ଼ିଛି। ଏନେଇ ବିଶ୍ୱ ପର୍ଯ୍ୟାବରଣ ଦିବସ ଅବସରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସଂକଳ୍ପକୁ ପାଥେୟ କରି ବିଜେପି ରାଜ୍ୟ କାର୍ଯ୍ୟାଳୟ ପରିସରରେ ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ […]

Continue reading →
ଢେଙ୍କାନାଳ ଜିଲ୍ଲାର ଆଇଜିଆଇଟି ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଢେଙ୍କାନାଳ ଜିଲ୍ଲାର ଆଇଜିଆଇଟି ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଢେଙ୍କାନାଳ ଜିଲ୍ଲାର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ‘ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି’ (ଆଇଜିଆଇଟି), ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି । ଶ୍ରୀ ପ୍ରଧାନ ନିଜ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା […]

Continue reading →
ଦୁଇବର୍ଷ ତଳେ ଓଡ଼ିଶାରୁ କ୍ଷମତାଚ୍ୟୁତ ହୋଇଥିଲା ବିଜେଡି

ଦୁଇବର୍ଷ ତଳେ ଓଡ଼ିଶାରୁ କ୍ଷମତାଚ୍ୟୁତ ହୋଇଥିଲା ବିଜେଡି

ଭାଙ୍ଗିଥିଲା ବିଜେଡିର ୨୪ ବର୍ଷର ଗଡ଼, ଉଡ଼ିଥିଲା ବିଜେପିର ବିଜୟ ବାନା! ଓଡ଼ିଶା ରାଜନୀତିର ସବୁଠାରୁ ବଡ଼ ଐତିହାସିକ ପରିବର୍ତ୍ତନକୁ ଆଜି ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ଠିକ୍ ଏହି ସମୟରେ ଓଡ଼ିଶାର ସାଙ୍ଗଠନିକ ଏବଂ ପ୍ରଶାସନିକ ଚିତ୍ର ସମ୍ପୂର୍ଣ୍ଣ ବଦଳି ଯାଇଥିଲା। ଦୀର୍ଘ ୨୪ ବର୍ଷ ଧରି ରାଜ୍ୟରେ ଅପରାଜେୟ ରହିଆସିଥିବା ବିଜୁ ଜନତା ଦଳ (BJD) କ୍ଷମତାଚ୍ୟୁତ ହୋଇଥିବା ବେଳେ, ସମସ୍ତ ପଲିଟିକାଲ ଗଣିତକୁ ଓଲଟପାଲଟ କରି ଭାରତୀୟ ଜନତା ପାର୍ଟି […]

Continue reading →
ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି

ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି

ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବାଶିଷ ବିଜେଡି ଛାଡ଼ିବା ସହିତ ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲିପଡିଥିଲା। ୨୦୨୪ ଏପ୍ରିଲରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଦେବାଶିଷ ସାମନ୍ତରାୟ। ତାଙ୍କ କାର୍ଯ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖରେ ଶେଷ […]

Continue reading →
ଆଇନର କୋହଳତା ନା ଅପରାଧୀଙ୍କ ବେପରୁଆ ଭାବ? କାହିଁକି ବଢ଼ୁଛି ଅପରାଧ

ଆଇନର କୋହଳତା ନା ଅପରାଧୀଙ୍କ ବେପରୁଆ ଭାବ? କାହିଁକି ବଢ଼ୁଛି ଅପରାଧ

ଆମର ଏକ ଗଣତନ୍ତ୍ର ଅଛି, ତେଣୁ ସମସ୍ତେ ଦଣ୍ଡ ବିଧାନକୁ ହାଲୁକା ଭାବରେ ନିଅନ୍ତି। କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଆର୍‌ ନଟରାଜ୍‌ ଏକ ମାମଲାର ଶୁଣାଣି ସମୟରେ ମୌଖିକ ଭାବରେ ଏହି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ଏହି ମନ୍ତବ୍ୟ ସହିତ, ହାଇକୋର୍ଟ ଜଣେ ୨୩ ବର୍ଷୀୟ ଇଞ୍ଜିନିୟରିଂ ଛାତ୍ରଙ୍କୁ ଜାମିନ ଦେବାକୁ ମନା କରିଦେଇଛନ୍ତି। ଛାତ୍ରଙ୍କ ଜାମିନ ଆବେଦନର ଶୁଣାଣି କରି ବିଚାରପତି କହିଛନ୍ତି ଯେ, ଆଇନ ଏବେ ଦନ୍ତହୀନ ହୋଇଯାଇଛି। କାରଣ ଆମେ ଅପରାଧୀଙ୍କ […]

Continue reading →
ମନ୍ତ୍ରୀଙ୍କ ‘ରିପୋର୍ଟ କାର୍ଡ’ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ମନ୍ତ୍ରୀଙ୍କ ‘ରିପୋର୍ଟ କାର୍ଡ’ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ମୋହନ ସରକାରଙ୍କ ଶାସନକାଳକୁ ୨ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ରାଜନୀତିରେ ଏକ ବଡ଼ ଧରଣର ପ୍ରଶାସନିକ ଓ ରାଜନୈତିକ ସଂସ୍କାର ଦେଖିବାକୁ ମିଳିଛି। ସବୁ ବିଭାଗର ମନ୍ତ୍ରୀମାନଙ୍କ ପ୍ରଦର୍ଶନ ଏବଂ କାର୍ଯ୍ୟକାରିତାକୁ ନେଇ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ରିପୋର୍ଟ କାର୍ଡ’ର ସମୀକ୍ଷା କରିବାକୁ ଯାଉଛନ୍ତି। ଆସନ୍ତା ଜୁନ୍ ୨ ତାରିଖରୁ ଏହି ହାଇପ୍ରୋଫାଇଲ୍ ସମୀକ୍ଷା ବୈଠକ ଆରମ୍ଭ ହେବ ଏବଂ ଜୁନ୍ ୯ ତାରିଖ ଭିତରେ ସବୁ ବିଭାଗର ରିପୋର୍ଟ ଯାଞ୍ଚ […]

Continue reading →
ରାଜ୍ୟର  ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର  ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ ।  ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ କରିବା ସହିତ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ଦୁଇ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ସରକାରଙ୍କ ପ୍ରତିଶ୍ରୁତି ପାଳନ, ଯୋଜନାର କ୍ରିୟାନ୍ଵୟନ, ଶିଳ୍ପାୟନ ପ୍ରକ୍ରିୟା, ନିଯୁକ୍ତି […]

Continue reading →
ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ। ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ଜିଲ୍ଲାର ବିଜେପି ବିଧାୟକ ମାନେ ମଧ୍ୟ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ନିକଟରେ ୫ଟି ରାଜ୍ୟରେ ନିର୍ବାଚନ ହୋଇଥିବା ବେଳେ ତିନୋଟି ରାଜ୍ୟରେ ବିଜେପି ବିଜୟ ହାସଲ କରିଛି। ଏଣୁ ମହାପ୍ରଭୁଙ୍କର […]

Continue reading →