ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ ମଞ୍ଚେଶ୍ୱର-ତାଳଚେର ସେକ୍ସନ ନିରୀକ୍ଷଣ କରିଥିଲେ। ଯାତ୍ରୀ ଏବଂ ମାଲ ପରିବହନ ପରିଚାଳନା କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ କରିଡରରେ ଟ୍ରେନଗୁଡ଼ିକର ନିରାପଦ, ନିର୍ଭରଯୋଗ୍ୟ ଏବଂ ସୁଗମ ଗତିବିଧି ସୁନିଶ୍ଚିତ କରିବା ପାଇଁ ଟ୍ରେନ ପରିଚାଳନାର ସୁରକ୍ଷା ଦିଗ, ଟ୍ରାକ ଅବସ୍ଥା, ସିଗନାଲିଂ ସିଷ୍ଟମ ଏବଂ ସାମଗ୍ରିକ ଭିତ୍ତିଭୂମି ପ୍ରସ୍ତୁତି ଉପରେ ନିରୀକ୍ଷଣ କେନ୍ଦ୍ରିତ ଥିଲା। ଗସ୍ତ ସମୟରେ, ଶ୍ରୀ ଫୁଙ୍କୱାଲ ଅମୃତ […]
Continue readingCategory Archives: ରାଜନୀତି
ଦେଶର ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ସେପ୍ଟେମ୍ବର ୧୨, ୨୦୨୫) ରାଷ୍ଟ୍ରପତି ଭବନ ଗଣତନ୍ତ୍ର ମଣ୍ଡପ ଠାରେ ଆୟୋଜିତ ଏକ ଶପଥ ଗ୍ରହଣ ସମାରୋହରେ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ଦେଶର ଉପରାଷ୍ଟ୍ରପତି ରୂପେ ଶପଥ ପାଠ କରାଇଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ରୂପେ ଥିରୁ ସିପି ରାଧାକୃଷ୍ଣନଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ଜନସାଧାରଣଙ୍କ ସେବା ପ୍ରତି ସମର୍ପିତ ଏକ ସଫଳ ଉପରାଷ୍ଟ୍ରପତି କାର୍ଯ୍ୟକାଳ ପାଇଁ […]
Continue readingୟୁଏଇରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କର ଗୁଣାତ୍ମକ ଶିକ୍ଷାର ଆବଶ୍ୟକତା ପୂରଣ ହେବ – ଧର୍ମେନ୍ଦ୍ର ପ୍ରଧାନ
ଭାରତ ଓ ୟୁଏଇ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ଲକ୍ଷ୍ୟରେ ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇଆଇଟି ଦିଲ୍ଲୀ-ଆବୁଧାବୀ କ୍ୟାମ୍ପସ ପରିଦର୍ଶନ କରିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆବୁଧାବିରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଆଇଆଇଟି ଦିଲ୍ଲୀ ଆବୁଧାବି କ୍ୟାମ୍ପସର ସମସାମୟିକ ରୂପରେଖ ଏବଂ ଭବିଷ୍ୟତରେ ଥିବା […]
Continue readingଉପରାଷ୍ଟ୍ରପତି ନିର୍ବାଚନ: ଚାଲିଛି ମତଦାନ
ଉପରାଷ୍ଟ୍ରପତି ପଦ ପାଇଁ ଆରମ୍ଭ ହେଲା ମତଦାନ। ପ୍ରଥମେ ସଂସଦ ଭବନରେ ପହଞ୍ଚି ମତଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ ଇସ୍ତଫା ଦେବାର ପ୍ରାୟ ୨ ମାସ ପରେ ଆଜି ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି। ଏନ୍ଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି ସୁଦର୍ଶନ ରେଡ୍ଡୀ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ସମୟରେ […]
Continue readingଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ “ମୋଦୀ ଯୁବା ମାରାଥନ” ଆୟୋଜନ କରାଯିବ
ଚଳିତ ବର୍ଷ ମୋଦିଜୀଙ୍କ ୭୫ ତମ ଜନ୍ମଦିବକୁ ସ୍ମରଣୀୟ ରଖିବା ଉଦ୍ଦେଶ୍ୟରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଅବସରରେ ବୃକ୍ଷଚାରା ରୋପଣଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଜେପି, ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ସେପ୍ଟେମ୍ବର ୨୧ରେ ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ ସବୁଠାରୁ ଆକର୍ଷଣୀୟ କାର୍ଯ୍ୟକ୍ରମ “ମୋଦୀ ଯୁବା ମାରାଥନ” ଆୟୋଜନ କରାଯିବ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ […]
Continue readingଏବେ କ’ଣ ଆଶା କରିପାରିବା ?
ଅଙ୍କ ପରିମାଣରେ ବିଶ୍ବାପକୀର୍ତ୍ତି ସୃଷ୍ଟି କରିଥିବା ଖଣି ଡକାୟତି ଓ ତତ୍ ପରବର୍ତ୍ତୀ ସମୟର ସମ୍ବିଧାନର ପ୍ରମୁଖ ତିନି ଅଙ୍ଗର ଭୂମିକା, ଜୋରିମାନାର ପରିମାଣ, ଶାହା କମିଶନଙ୍କ ସୁପାରିଶ, ସିବିଆଇ ତଦନ୍ତ ପାଇଁ ମୋଦି ସରକାରଙ୍କ ନିରବତା, ଦଶ ଲକ୍ଷ କୋଟି ଟଙ୍କାରୁ ଉର୍ଦ୍ଧ୍ବ ଖଣି ଡକାୟତି ଟି ୬୫ ହଜାର କୋଟି ଟଙ୍କା ର ଜୋରିମାନା, ଶାହା କମିଶନ କମାଇ କଲେ ୫୯ ହଜାର କୋଟି ଟଙ୍କା, ଯାହାକୁ ସର୍ବୋଚ୍ଚ ନ୍ୟାୟାଳୟ ନିଷ୍ପତ୍ତି ଶୁଣାଇଲେ ୧୭ ହଜାର କୋଟି ଟଙ୍କା, […]
Continue readingଡିଜିଟାଲ ପ୍ଲାଟଫର୍ମରେ ସିଧାସଳଖ ଏବଂ ସ୍ୱଚ୍ଛ ପାଣ୍ଠି ସ୍ଥାନାନ୍ତର ସୁନିଶ୍ଚିତ କରିବ ଜୀବିକା ନିଧି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨ ସେପ୍ଟେମ୍ବର ଦିନ ୧୨:୩୦ ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡ୍ର ଶୁଭାରମ୍ଭ କରିବେ । ଏହି ଅବସରରେ, ପ୍ରଧାନମନ୍ତ୍ରୀ ଅନୁଷ୍ଠାନର ବ୍ୟାଙ୍କ ଆକାଉଣ୍ଟରେ ୧୦୫ କୋଟି ଟଙ୍କା ମଧ୍ୟ ସ୍ଥାନାନ୍ତର କରିବେ । ଜୀବିକା ନିଧି ପ୍ରତିଷ୍ଠାର ଉଦ୍ଦେଶ୍ୟ ହେଉଛି ଜୀବିକା ସହିତ ଜଡିତ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସୁଲଭ ସୁଧ ହାରରେ ସହଜରେ ପାଣ୍ଠି ଉପଲବ୍ଧତା ପ୍ରଦାନ କରିବା । […]
Continue reading୭.୮% ଜିଡିପି ଅଭିବୃଦ୍ଧି ହାସଲ କଲା ଭାରତ
୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସ (ଏପ୍ରିଲରୁ ଜୁନ୍) ମଧ୍ୟରେ ଭାରତର ବାସ୍ତବ ସକଳ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ଆନୁମାନିକ ୭.୮% ପ୍ରତିଶତ ରହିଥିବା ଭାରତ ସରକାରଙ୍କ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟରୁ ସୂଚନା ମିଳିଛି । ୨୦୨୪-୨୫ ପ୍ରଥମ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ହାର ୬.୫% ଥିଲା।
Continue readingଭୁବନେଶ୍ୱରରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଏସସି/ଏସଟି କଲ୍ୟାଣ ସମିତିଗୁଡ଼ିକର ଜାତୀୟ ସମ୍ମିଳନୀ ଉଦଘାଟିତ
ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଆଜି ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଦେଶବ୍ୟାପୀ ୧୨୦ରୁ ଅଧିକ ପ୍ରତିନିଧି ଏହି ଦୁଇ ଦିନିଆ ସମ୍ମିଳନୀରେ (୨୯-୩୦ ଅଗଷ୍ଟ) ଅଂଶଗ୍ରହଣ କରୁଛନ୍ତି । ଏହି ମଞ୍ଚରେ ସର୍ବୋତ୍ତମ ଅଭ୍ୟାସ ଓ ଅଭିଜ୍ଞତା ବାଣ୍ଟିବା ଏବଂ ଅନୁସୂଚିତ ଜାତି ଓ ଜନଜାତିଙ୍କ ଅଧିକାରକୁ ସୁରକ୍ଷିତ ରଖିବା ପାଇଁ ଅଧିକ ପ୍ରଭାବଶାଳୀ […]
Continue readingବିହାର ନିର୍ବାଚନ : ପୁଣି କ୍ଷମତା ହାତେଇବ ଏନଡିଏ
ଆଗାମୀ ବିହାର ବିଧାନସଭା ନିର୍ବାଚନ ପାଇଁ ଟାଇମ୍ସ ନାଓ-ଜେଭିସି ଜନମତ ସର୍ଭେ ଅନୁଯାୟୀ, ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ଏନଡିଏ ୧୩୬ ଆସନ ଜିତିପାରେ। ଏହା ସହିତ ରାଷ୍ଟ୍ରୀୟ ଜନତା ଦଳ, କଂଗ୍ରେସ ଏବଂ ବାମ ଦଳମାନଙ୍କ ମେଣ୍ଟ ରାଜ୍ୟରେ ୭୫ ଆସନରେ ସୀମିତ ରହିପାରେ ବୋଲି ଜଣାଯାଇଛି। ବିହାରରେ ସରକାର ଗଠନ ପାଇଁ ୧୨୨ଟି ଆସନରେ ଜିତିବା ଜରୁରୀ। ଏଭଳି ସ୍ଥିତିରେ ଏନଡିଏ ୧୩୬ଟି ଆସନ ହାତେଇଲେ ପୁଣି ଥରେ ରାଜ୍ୟର ଦାୟିତ୍ବ ନେବ।ନଭେମ୍ବର ପ୍ରଥମ […]
Continue reading

