ମଣ୍ଡିରେ ଚାଷୀଙ୍କୁ ହଇରାଣ କରିବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶୃତିକୁ ପାଳନ କରିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ମଣ୍ଡିରେ ଚାଷୀଙ୍କୁ ହଇରାଣ କରିବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶୃତିକୁ ପାଳନ କରିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମଣ୍ଡିରେ ଚାଷୀଙ୍କୁ ହଇରାଣ କରିବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶୃତିକୁ ପାଳନ କରିବା କ୍ଷେତ୍ରରେ ଚରମ ବିଫଳତା ସଂପର୍କରେ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ ।ନବୀନ ପଟ୍ଟନାୟକ ନିଜ ଚିଠିରେ ଲେଖିଛନ୍ତି ଯେ, ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ […]

Continue reading
ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ – ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ – ଧର୍ମେନ୍ଦ୍ର ପ୍ରଧାନ

ଶିକ୍ଷା ହିଁ ସମାଜର ମୁକ୍ତିର ମାର୍ଗ । ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଭଳି ଜନନାୟକମାନେ ବିଶ୍ୱାସ କରୁଥିଲେ ଯେ କେବଳ ପାଠ ପଢ଼ିବା ଶିକ୍ଷା ନୁହେଁ, ବରଂ ଶିକ୍ଷା ହେଉଛି ଅନ୍ଧକାରରୁ ଆଲୋକକୁ ଯିବାର ଏକ ମାଧ୍ୟମ । ଏହି ବିଚାରରେ ସେ କଣିହାଁ ଠାରେ ଏକ ଶିକ୍ଷାନୁଷ୍ଠାନ ସଦୃଶ ଏକ ମଞ୍ଜି ବୁଣିଥିଲେ, ଯାହା ଏବେ ପିଏମ୍ ଶ୍ରୀ ପବିତ୍ର ମୋହନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାମରେ ନାମିତ ହୋଇ ବଟ୍ଟବୃକ୍ଷର […]

Continue reading
ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ : ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା

ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ : ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା

ଆଗାମୀ ନିର୍ବାଚନ ଲଢ଼ିବାକୁ ମୋର ଇଚ୍ଛା ନାହିଁ । ଏମିତି କିଛି ପ୍ରତିକ୍ରିୟା ରଖିଛନ୍ତି ପରିବହନ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି, ବୟସର କଥା ନୁହଁ ମୁଁ ରାଜନୀତି ଛାଡ଼ିବି ନାହିଁ । ରାଜନୀତି କରିବି, କାରଣ ଲୋକଙ୍କ ସେବା କରିବା ପାଇଁ ରାଜନୀତି ଏକ ପ୍ରକୃଷ୍ଟ ମଞ୍ଚ । ମୁଁ ଗୋଟେ ଭଲ ରାଜନୈତିକ ଦଳରେ ଅଛି, ଯାହା ବିଶ୍ୱର ସର୍ବବୃହତ ରାଜନୈତିକ ଦଳ । ଭାରତୀୟ ଜନତା ପାର୍ଟି […]

Continue reading
ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ

ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ ‘ବିକଶିତ ଭାରତ’ ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ’ ମନ୍ତ୍ରରେ ଅନୁପ୍ରାଣିତ ଏହି ବଜେଟ୍, ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବା ସହ ଶିକ୍ଷା, କୃଷି ଓ ପର୍ଯ୍ୟଟନ ପରି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡ଼ିଶା ପାଇଁ ବିକାଶର […]

Continue reading
ପୁରୀ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ ଲୋକ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଳବଣିଆ ହେଲିପ୍ୟାଡ ଠାରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ । ତାଳବଣିଆ ହେଲିପ୍ୟାଡ ଠାରୁ ସିଧାସଳଖ ଲୋକ ଭବନ ଅଭିମୁଖେ ଗଲେ ରାଷ୍ଟ୍ରପତି । ଲୋକ ଭବନରେ ଆଜି ରାତ୍ରିଯାପନ କରିବେ ରାଷ୍ଟ୍ରପତି । ଆସନ୍ତାକାଲି ଶ୍ବେତଗଙ୍ଗା ପୁଷ୍କରିଣୀରେ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି ।‌ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡ଼ା […]

Continue reading
ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ବାଲେଶ୍ୱର ସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ।  ପ୍ରଥମେ ମୁଖ୍ୟ ଫାଟକ ସମ୍ମୁଖରେ ଥିବା ବ୍ୟାସ କବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ମାଲ୍ୟାର୍ପଣ ପ୍ରଦାନ କରିଥିଲେ । ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ସମାବର୍ତ୍ତନ ଉତ୍ସବରେ ୩ ଜଣଙ୍କୁ ସମ୍ମାନ ଜନକ ଡି.ଲେଟ ଡିଗ୍ରୀ ପ୍ରଦାନ ସହିତ ୧୦୧ ଜଣଙ୍କୁ ସ୍ଵର୍ଣ୍ଣ ପଦକ ପ୍ରଦାନ କରିଥିଲେ […]

Continue reading
କେନ୍ଦ୍ରୀୟ ବଜେଟରେ ଓଡ଼ିଶାର ରେଳ ବିକାଶ ପାଇଁ ୧୦,୯୨୮ କୋଟିର ଐତିହାସିକ ଅନୁଦାନ

କେନ୍ଦ୍ରୀୟ ବଜେଟରେ ଓଡ଼ିଶାର ରେଳ ବିକାଶ ପାଇଁ ୧୦,୯୨୮ କୋଟିର ଐତିହାସିକ ଅନୁଦାନ

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ପ୍ରଗତି ଓ ଭିତ୍ତିଭୂମି ବିକାଶକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରିଛନ୍ତି । କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଆର୍ଥିକ ବର୍ଷରେ ଓଡ଼ିଶାର ରେଳ ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ପାଇଁ ୧୦,୯୨୮ କୋଟି ଟଙ୍କାର ଐତିହାସିକ ଅନୁଦାନ ପ୍ରଦାନ କରାଯାଇଛି, ଯାହା ‘ପୂର୍ବୋଦୟ ମିଶନ’ ଅଧୀନରେ ଓଡ଼ିଶାକୁ ମିଳିଥିବା ଏହି ରେକର୍ଡସଂଖ୍ୟକ ଅନୁଦାନ ରାଜ୍ୟର ପ୍ରଗତି ପଥକୁ ପ୍ରଶସ୍ତ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ […]

Continue reading
ବଜେଟ ନୈରାଶ ଜନକ ବୋଲି କହିବା ପାଇଁ ନୈତିକତା ସାହସ ନାହିଁ – ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ବଜେଟ ନୈରାଶ ଜନକ ବୋଲି କହିବା ପାଇଁ ନୈତିକତା ସାହସ ନାହିଁ – ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଚଳିତ ବଜେଟ ନେଇ ସରକାରୀ ଏବଂ ବିରୋଧୀ ଦଳ ଗୁଡ଼ିକ ପକ୍ଷରୁ ପ୍ରତିକ୍ରିୟା ଆସିବାରେ ଲାଗିଛି। ବଜେଟ୍ ୨୦୨୬କୁ ନିରାଶଜନକ କହିଥିଲେ ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବଜେଟ ନୈରାଶ ଜନକ ବୋଲି ନବୀନଙ୍କ ମନ୍ତବ୍ୟ ପରେ କଡା କାଉଣ୍ଟର କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, ବିରୋଧୀ ଦଳ ଭାବେ ବିରୋଧ କରିବାକୁ ନବୀନ ବାବୁ ଏମିତି ବୟାନ ଦେଇଛନ୍ତି | ନବୀନଙ୍କ ପାଖରେ ନୈତିକତା ସାହସ ନାହିଁ କହିବାକୁ […]

Continue reading
କେନ୍ଦ୍ର ବଜେଟ୍ ୨୦୨୬-୨୭’ କୁ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ଏହା ‘ବିକଶିତ ଭାରତ’ର ମୂଳଦୁଆ

କେନ୍ଦ୍ର ବଜେଟ୍ ୨୦୨୬-୨୭’ କୁ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ଏହା ‘ବିକଶିତ ଭାରତ’ର ମୂଳଦୁଆ

ଆଜି ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିବା ୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ର ବଜେଟକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଐତିହାସିକ ଏବଂ ଦୂରଦୃଷ୍ଟିସମ୍ପନ୍ନ ବୋଲି ଅଭିହିତ କରିଛନ୍ତି।​ବଜେଟ୍ ଉପରେ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଗତ ଏହି ବଜେଟ୍ ୨୦୪୭ ସୁଦ୍ଧା ଭାରତକୁ ଏକ ‘ବିକଶିତ ରାଷ୍ଟ୍ର’ରେ ପରିଣତ କରିବା ପାଇଁ ଏକ ମଜଭୁତ ମୂଳଦୁଆ ପକାଇବ। ଏହା ଦେଶର […]

Continue reading
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ସୁନେତ୍ରା ପାୱାର

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ସୁନେତ୍ରା ପାୱାର

ଅଜିତ ପାୱାରଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ନୂତନ ଦାୟିତ୍ୱ ସହିତ ସେ ଏକ ନୂତନ ରେକର୍ଡ ମଧ୍ୟ ସ୍ଥାପନ କରିଛନ୍ତି। ସେ ରାଜ୍ୟର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଶପଥ ପାଠ କରାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ୍ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମଧ୍ୟ ଉପସ୍ଥିତ ଥିଲେ। ପୂର୍ବରୁ ଦଳୀୟ ନେତାମାନେ ସୁନେତ୍ରା ପାୱାରଙ୍କୁ ସେମାନଙ୍କର […]

Continue reading