କାଲି ଛାତ୍ର ସଂସଦ ନିର୍ବାଚନ ପାଇଁ ସମସ୍ତ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । କୌଣସି ହିଂସା ନକରି ଶାନ୍ତିଶୃଙ୍ଖଳାର ସହ ମତଦାନ କରିବାକୁ କହିଛନ୍ତି । ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିପୂର୍ଣ୍ଣ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବାକୁ ବିଭାଗ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି । ଏହା ମାଧ୍ୟମରେ ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟର ନିର୍ବାଚନ ପ୍ରକ୍ରିୟା ଉପରେ ନଜର ରଖାଯାଉଛି । ନିରନ୍ତର ସମୀକ୍ଷା ଚାଲିଛି । ଶାନ୍ତିଶୃଙ୍ଖଳା […]
Continue readingCategory Archives: ରାଜ୍ୟ
କଳିଙ୍ଗନଗରରେ ୩୯,୩୮୩ କୋଟି ଟଙ୍କାର ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାର ଶିଳ୍ପାୟନ ଓ ଆର୍ଥିକ ବିକାଶକୁ ଆହୁରି ଗତିଶୀଳ କରିବା ଲକ୍ଷ୍ୟରେ କଳିଙ୍ଗନଗରରେ ୩୯,୩୮୩ କୋଟି ଟଙ୍କାର ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରାଯାଇଛି । ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ଶିଳ୍ପ କ୍ଷେତ୍ରକୁ ନୂଆ ଦିଗ ଦେବା ସହ ଯୁବପିଢ଼ିଙ୍କ ପାଇଁ ରୋଜଗାରର ନୂଆ ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି । ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ରାଜ୍ୟରେ ମୋଟ ୪୨,୫୧୨ଟି ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହା ଦ୍ୱାରା […]
Continue readingଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମଙ୍କୁ ନିଯୁକ୍ତ,ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ଜାରି
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସୋମବାର ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ସେ ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ଭମପାଟୀଙ୍କ ସ୍ଥାନ ନେବେ। ବ୍ରଜ ମୋହନ ରାମଙ୍କ ନିଯୁକ୍ତି ସହିତ ଓଡ଼ିଶାର ରାଜ୍ୟପାଳ ପଦରେ ପରିବର୍ତ୍ତନ ହୋଇଛି। ତେବେ ସେ କେବେ ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ, ସେନେଇ ପରବର୍ତ୍ତୀ ସମୟରେ ସୂଚନା ଦିଆଯିବ । ସୂଚନାଥାଉକି, ବ୍ରଜ ମୋହନ ରାମ ଭାରତୀୟ ଜନତା […]
Continue readingସଂଗଠନକୁ ଗୁରୁତ୍ବ ଦିଅ, ସଙ୍ଗଠନ ରହିଲେ ଦଳ ରହିବ ,ବିଜେପି କାର୍ଯ୍ୟାଳୟରେ ନେତାଙ୍କୁ ସିଧା ସିଧା ଶୁଣାଇଛନ୍ତି ସୌଦାନ ସିଂ
ଓଡ଼ିଶା ବିଜେପିର ସଂଗଠନ ସଜାଡ଼ିବେ ସୌଦାନ ସିଂ | ବିଜେପିର ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ଦାୟିତ୍ବ ନେବା ପରେ ତିନିଦିନିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକ ଓ ଦଳୀୟ ନେତାଙ୍କୁ ଭେଟିଛନ୍ତି ସୌଦାନ ସିଂ | ମୁଖ୍ୟମନ୍ତ୍ରୀଙ୍କ ସହିତ ୱାନ ଟୁ ୱାନ ଆଲୋଚନା କରିଛନ୍ତି | ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌଦାନ ସିଂଙ୍କର ଦୀର୍ଘ ସାଙ୍ଗଠନିକ ଅଭିଜ୍ଞତା ଓ ମାର୍ଗଦର୍ଶନ ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ନୂତନ ଶକ୍ତି ଓ ଉତ୍ସାହ ପ୍ରଦାନ କରିବ | ସେପଟେ […]
Continue readingରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ,ଲୋକଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଲୋକଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱରସ୍ଥିତ ଲୋକଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ସହ ସୌଜନ୍ୟମୂଳକ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ପତ୍ନୀ ଡକ୍ଟର ପ୍ରିୟଙ୍କା ମାର୍ଣ୍ଡି ମଧ୍ୟ ଉପସ୍ଥିତ ଥିଲେ । ସେହିପରି ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ। ଲୋକଭବନରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପୁଷ୍ପଗୁଚ୍ଛ […]
Continue readingଅବଢ଼ା ଯୋଜନା ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅବଢ଼ା ଯୋଜନା ଅଧିନରେ ପୁରୀରେ କାର୍ଯ୍ୟକାରୀ ହେଉଥିବା ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହା ଦ୍ୱାରା ପ୍ରକଳ୍ପ ପାଇଁ ପୂର୍ବ ଅପେକ୍ଷା ଅଧିକ ୧୦୦.୮୩ କୋଟି ଟଙ୍କା ବିନିଯୋଗ ହେବ। ଏହି ଅର୍ଥ ମଞ୍ଜୁର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ଯେତେ ଅର୍ଥ ଆବଶ୍ୟକ […]
Continue readingଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି,ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବୈଠକ
ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଦୀର୍ଘ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଉଚ୍ଚଶିକ୍ଷାନୁଷ୍ଠାନମାନଙ୍କରେ ଛାତ୍ର ସଂସଦ ନିର୍ବାଚନ […]
Continue reading୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ , ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ଅକ୍ଟୋବର ୨୬ରୁ ଘରକୁ ଘର ଭୋଟର ସର୍ଭେ । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତିକୁ ନେଇ ତତ୍ପର ହୋଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ସଠିକ୍, ଅଦ୍ୟତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ଅକ୍ଟୋବର ୨୬ରୁ ରାଜ୍ୟରେ ଘରକୁ ଘର ସର୍ଭେ ଆରମ୍ଭ ହେବ । ଏହା ପୂର୍ବରୁ କାଲି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ […]
Continue readingରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ଆହ୍ୱାନ । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ
ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ଆହ୍ୱାନ । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ । ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ । ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ- ୨.୦’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟରୁ ନିଶାକୁ ମୂଳପୋଛ କରିବା ପାଇଁ ଦୃଢ଼ ଆହ୍ୱାନ ଦେଇଛନ୍ତି […]
Continue readingଦୁଇ ଗୋଷ୍ଠୀରେ ବିଭକ୍ତ ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ,ଗୋଟିଏ ଅସଲି ସାଧୁଙ୍କର ଏବଂ ଅନ୍ୟଟି ନକଲି ସାଧୁଙ୍କର
ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ଦୀପକ ଲୋଧି ଓରଫ ରସିକ ଦୁଲାରୀ ଶରଣଙ୍କ ମୃତ୍ୟୁ ଘଟଣାକୁ ନେଇ ବିବାଦ ଥମିବାର ନାଁ ଧରୁନାହିଁ। ସେପ୍ଟେମ୍ବର ୨୫ରେ ଗୁରୁ କୃପା କୁଞ୍ଜ ଆଶ୍ରମର ଛାତରୁ ଡେଇଁପଡ଼ି ଦୀପକ ଆତ୍ମହତ୍ୟା କରିଥିବା ଖବର ଆସିଥିଲା। ପରେ ପୋଷ୍ଟମର୍ଟମ ରିପୋର୍ଟକୁ ନେଇ ମଧ୍ୟ ଅନେକ ଚର୍ଚ୍ଚା ହୋଇଥିଲା। ଏହି ଘଟଣା ପରେ ନିଜ ନିଖୋଜ ପରିଜନଙ୍କ ସନ୍ଧାନରେ ଆସିଥିବା ତିନିଟି ପରିବାର ଆଶ୍ରମ ବାହାରେ ହଙ୍ଗାମା କରିଥିଲେ।ଏହାରି ମଧ୍ୟରେ ଶ୍ରୀକୃଷ୍ଣ […]
Continue reading









