ପ୍ରତିଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ, ଆରମ୍ଭ ହେବ ନୂଆ ପୁରୀ-କୋରାପୁଟ ଟ୍ରେନ୍

ପ୍ରତିଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ, ଆରମ୍ଭ ହେବ ନୂଆ ପୁରୀ-କୋରାପୁଟ ଟ୍ରେନ୍

ଓଡ଼ିଶାରେ ରେଳ ସଂଯୋଗୀକରଣକୁ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି । ୬ ଜୁଲାଇ ୨୦୨୬ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମିଳିତ ଭାବେ ଦୁଇଟି ପ୍ରମୁଖ ରେଳ ସେବାର ଶୁଭାରମ୍ଭ କରିବେ । ଏହି ନୂତନ ସେବା ଦ୍ୱାରା ରାଜ୍ୟର ପର୍ଯ୍ୟଟନ, ବାଣିଜ୍ୟ, ଯାତ୍ରୀ ସୁବିଧା ଏବଂ ଆଞ୍ଚଳିକ ଅର୍ଥନୈତିକ ବିକାଶରେ ବ୍ୟାପକ ସୁଧାର ଆସିବ । ନୂତନ ପୁରୀ–କୋରାପୁଟ ଏକ୍ସପ୍ରେସ୍ ଓଡ଼ିଶାବାସୀଙ୍କ […]

Continue reading →
ଓଡ଼ିଶା ଭୋଟର ତାଲିକାରୁ କଟିଲା ୨୦ ଲକ୍ଷରୁ ଅଧିକ ନାଁ, ସେପ୍ଟେମ୍ବର ୬ରେ ଆସିବ ଫାଇନାଲ୍ ଭୋଟର ଲିଷ୍ଟ

ଓଡ଼ିଶା ଭୋଟର ତାଲିକାରୁ କଟିଲା ୨୦ ଲକ୍ଷରୁ ଅଧିକ ନାଁ, ସେପ୍ଟେମ୍ବର ୬ରେ ଆସିବ ଫାଇନାଲ୍ ଭୋଟର ଲିଷ୍ଟ

ଓଡ଼ିଶା ଭୋଟର ତାଲିକାରୁ କଟିଲା ୨୦ ଲକ୍ଷରୁ ଅଧିକ ନାଁ । ସେପ୍ଟେମ୍ବର ୬ରେ ଆସିବ ଫାଇନାଲ୍ ଭୋଟର ଲିଷ୍ଟ। ଆଜିଠୁ ଆପତ୍ତି ଅଭିଯୋଗ ଆରମ୍ଭ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ CEOଙ୍କ ପକ୍ଷରୁ ରାଜ୍ୟରେ ସ୍ପେଶାଲ୍ ଇଣ୍ଟେନସିଭ୍ ରିଭିଜନ୍ ବା ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାର ଭାଗ ସ୍ଵରୂପ ଚିଠା ଭୋଟର ତାଲିକା ପ୍ରକାଶ କରାଯାଇଛି। ଏହା ସହିତ ରାଜ୍ୟରେ ନୂତନ ନାମ ସାମିଲ, ସଂଶୋଧନ କିମ୍ବା ଆପତ୍ତି ଅଭିଯୋଗ ଦାଖଲ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ […]

Continue reading →
OTT ବିଷୟବସ୍ତୁର ପ୍ରସାରକୁ  ରୋକିବା ପାଇଁ ଟେଲିଗ୍ରାମକୁ ନିର୍ଦ୍ଦେଶ

OTT ବିଷୟବସ୍ତୁର ପ୍ରସାରକୁ ରୋକିବା ପାଇଁ ଟେଲିଗ୍ରାମକୁ ନିର୍ଦ୍ଦେଶ

ଡିଜିଟାଲ୍ ଦୁନିଆରେ ବେଆଇନ ଭାବେ ଚଳଚ୍ଚିତ୍ର ଏବଂ OTT (ଓଭର-ଦି-ଟପ୍) ବିଷୟବସ୍ତୁର ପ୍ରସାର କରୁଥିବା ପାଇରେସି ଗ୍ୟାଙ୍ଗ୍ ଉପରେ ଏବେ ସରକାର ଓ ପ୍ରଶାସନ ଅଧିକ କଠୋର ହୋଇଛନ୍ତି। ବିଶେଷ କରି ମେସେଜିଂ ଆପ୍ ‘ଟେଲିଗ୍ରାମ’ (Telegram) ମାଧ୍ୟମରେ ବହୁଳ ପରିମାଣରେ ଚୋରା ଚଳଚ୍ଚିତ୍ର ଏବଂ ୱେବ୍ ସିରିଜ୍ ସେୟାର କରାଯାଉଥିବାରୁ, ଏହାର ପ୍ରସାରକୁ ତୁରନ୍ତ ରୋକିବା ପାଇଁ ଟେଲିଗ୍ରାମ କର୍ତ୍ତୃପକ୍ଷଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଚଳଚ୍ଚିତ୍ର ନିର୍ମାତା ଏବଂ ପ୍ରଯୋଜନା ସଂସ୍ଥାଗୁଡ଼ିକ କୋଟି କୋଟି ଟଙ୍କା […]

Continue reading →
ବିଶ୍ୱର ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନାରେ ବଡ଼ ପଦକ୍ଷେପ; ୨୩୨ଟି ଶସ୍ୟ ଗୋଦାମର ଶୁଭାରମ୍ଭ

ବିଶ୍ୱର ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନାରେ ବଡ଼ ପଦକ୍ଷେପ; ୨୩୨ଟି ଶସ୍ୟ ଗୋଦାମର ଶୁଭାରମ୍ଭ

କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆସନ୍ତାକାଲି, ଜୁଲାଇ ୬, ୨୦୨୬ରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ସମବାୟ ମନ୍ତ୍ରଣାଳୟର ପଞ୍ଚମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ। ଏହି ସମାରୋହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ “ସହକାର ସେ ସମୃଦ୍ଧି” ର ପରିକଳ୍ପନା ଅନୁରୂପ ଏବଂ ଶ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ଅନୁଷ୍ଠିତ ହେବ, ଯିଏ ସମବାୟ କ୍ଷେତ୍ରକୁ ଅଧିକ ସ୍ୱଚ୍ଛତା, ପ୍ରଯୁକ୍ତିବିଦ୍ୟା ଗ୍ରହଣ, ସଂସ୍ଥାଗତ ସୁଦୃଢ଼ୀକରଣ ଏବଂ ତୃଣମୂଳ ସଶକ୍ତିକରଣ ଦିଗରେ ମାର୍ଗଦର୍ଶନ […]

Continue reading →
ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା

ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା

ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଦିଆଯାଇଥିବା ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ କଦାପି ସହ୍ୟ କରିପାରିବେ ନାହିଁ । ନିଜକୁ ସାମ୍ବାଦିକ ବୋଲି ପରିଚୟ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ କରୁଥିବା ଶ୍ରୀ ସୁନୀଲ ଜେନା ନାମକ ବ୍ୟକ୍ତିଜଣକ ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀଙ୍କୁ ବଦ୍‌ନାମ କରିବା ଉଦ୍ଦେଶ୍ୟରେ ସାମାଜିକ ଗଣମାଧ୍ୟମରେ ଅନେକ ଅପଶବ୍ଦ ବ୍ୟବହାର କରି ଗାଳିଗୁୁଲଜ କରୁଛନ୍ତି । ଅସାମ୍ବିଧାନିକ ଶବ୍ଦ ସହ ଅପମାନଜନକ […]

Continue reading →
ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ରାଜ୍ୟ ସରକାରଙ୍କୁ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମ (OPHWC) ପକ୍ଷରୁ ୨୧.୨୮ କୋଟି ଟଙ୍କାର ଲାଭାଂଶ ପ୍ରଦାନ

ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ରାଜ୍ୟ ସରକାରଙ୍କୁ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମ (OPHWC) ପକ୍ଷରୁ ୨୧.୨୮ କୋଟି ଟଙ୍କାର ଲାଭାଂଶ ପ୍ରଦାନ

ଗୃହ ବିଭାଗ, ଓଡ଼ିଶା ସରକାର ଅଧୀନସ୍ଥ ରାଜ୍ୟ ସରକାରୀ ଉଦ୍ୟୋଗ, ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମ (OPHWC) ପକ୍ଷରୁ ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ଓଡ଼ିଶା ସରକାରଙ୍କୁ ୨୧.୨୮ କୋଟି ଟଙ୍କା ଲାଭାଂଶ ପ୍ରଦାନ କରାଯାଇଛି ଯାହାକି ନିଗମର ଇତିହାସରେ ସର୍ବାଧିକ ଲାଭାଂଶ ପ୍ରଦାନ।ଆଜି ମୁଖ୍ୟ ଶାସନ ସଚିବଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମର ଅଧ୍ୟକ୍ଷ-ଏବଂ-ପରିଚାଳନା ନିର୍ଦ୍ଦେଶକ, ଶ୍ରୀ […]

Continue reading →

ଯୁଦ୍ଧକାଳୀନ ଭିତ୍ତିରେ ବହି ଯୋଗାଣ ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜରୁରୀ 

ରାଜ୍ୟର ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ନୂତନ ପାଠ୍ୟ ପୁସ୍ତକ ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ବହି ଛପା ପାଇଁ SCERT କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବଡ଼ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ସଚିବ ଏବଂ ଓସେପା (OSEPA) ନିର୍ଦ୍ଦେଶକଙ୍କ ଉପସ୍ଥିତିରେ ଦୀର୍ଘ ସମୟ ଧରି ଆଲୋଚନା ଚାଲିଥିଲା। ବିଭିନ୍ନ ଶ୍ରେଣୀର ତ୍ରୁଟି ଥିବା ବହିଗୁଡ଼ିକୁ ମଗାଇ ମନ୍ତ୍ରୀ ଓ ସଚିବ […]

Continue reading →
ଓଡ଼ିଶା ଶିଳ୍ପ ଜଗତରେ ବଡ଼ ବିପ୍ଲବ ଆବଶ୍ୟକ, ଓଡ଼ିଶାର ପିଲାମାନଙ୍କୁ ନିଯୁକ୍ତିରେ ପ୍ରାଥମିକତା ଦିଆଯାଉ

ଓଡ଼ିଶା ଶିଳ୍ପ ଜଗତରେ ବଡ଼ ବିପ୍ଲବ ଆବଶ୍ୟକ, ଓଡ଼ିଶାର ପିଲାମାନଙ୍କୁ ନିଯୁକ୍ତିରେ ପ୍ରାଥମିକତା ଦିଆଯାଉ

ବର୍ଷ ବର୍ଷ ଧରି ଓଡ଼ିଶାର ସବୁଠାରୁ ବଡ଼ ଅଭିଶାପ ସାଜିଛି ‘ଦାଦନ ସମସ୍ୟା’। ଭିଟାମାଟିରେ ରୋଜଗାରର ଅଭାବ ଯୋଗୁଁ ଗଞ୍ଜାମ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଭଳି ବିଭିନ୍ନ ଜିଲ୍ଲାରୁ ହଜାର ହଜାର ସଂଖ୍ୟାରେ ଶ୍ରମିକ ଓ ଯୁବକମାନେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ସେଠାରେ ସେମାନେ ଅନେକ ସମୟରେ ଅମାନୁଷିକ ନିର୍ଯାତନାର ଶିକାର ହେଉଥିବା ଖବର ମଧ୍ୟ ସାମ୍ନାକୁ ଆସୁଛି। ତେବେ ରାଜ୍ୟ ସରକାର ରାଜ୍ୟରେ ନିଯୁକ୍ତି ନେଇ ଅନେକ ଶିଳ୍ପ ବସାଇବାକୁ ଯାଉଛନ୍ତି । […]

Continue reading →
ଓଡ଼ିଶାର ବିକାଶ ଯାତ୍ରାକୁ ଅଧିକ ଗତିଶୀଳ କରାଯିବ: ମୁଖ୍ୟ ଶାସନ ସଚିବ

ଓଡ଼ିଶାର ବିକାଶ ଯାତ୍ରାକୁ ଅଧିକ ଗତିଶୀଳ କରାଯିବ: ମୁଖ୍ୟ ଶାସନ ସଚିବ

ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ରାଜ୍ୟ ସରକାରଙ୍କ ବିଭିନ୍ନ ଉଲ୍ଲେଖନୀୟ ଯୋଜନା ଓ କାର୍ଯ୍ୟକ୍ରମର ସଫଳତା ଯଥା ମହିଳା ଉଦ୍ୟୋଗୀ ପ୍ଲାଟଫର୍ମ ( ଡବ୍ଲୁଇପି)ର ଶୁଭାରମ୍ଭ, କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ପୁଷ୍ଟିକର ଖାଦ୍ୟ ବ୍ୟବସ୍ଥାର ସୁଦୃଢୀକରଣ, ଯାନ୍ତ୍ରିକ ଓ ବୈଷୟିକ ଶିକ୍ଷାରେ ସଂରକ୍ଷଣ ବୃଦ୍ଧି ଏବଂ ରାଜ୍ୟର କ୍ରୀଡ଼ା, ଶିଳ୍ପ ଓ ଷ୍ଟାର୍ଟଅପ୍ କ୍ଷେତ୍ରର ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ ।ରାଜ୍ୟରେ ସୁଶାସନକୁ ଅଧିକ ଫଳପ୍ରଦ, ସ୍ବଚ୍ଛ ଓ […]

Continue reading →
ବିବାଦମୁକ୍ତ ଓ ନିର୍ଭୁଲ ଭୋଟର ତାଲିକା ଉପରେ ଗୁରୁତ୍ୱ ଦେବା ଆବଶ୍ୟକ

ବିବାଦମୁକ୍ତ ଓ ନିର୍ଭୁଲ ଭୋଟର ତାଲିକା ଉପରେ ଗୁରୁତ୍ୱ ଦେବା ଆବଶ୍ୟକ

ଓଡ଼ିଶାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ-୨୦୨୬ର ଚିଠା ଭୋଟର ତାଲିକା ଆସନ୍ତା ଜୁଲାଇ ୫ ତାରିଖରେ ପ୍ରକାଶ ପାଇବାକୁ ଯାଉଛି। ଏହି ପ୍ରକାଶନକୁ ନେଇ ନିର୍ବାଚନ କମିଶନ ଓ ଜିଲ୍ଲା ପ୍ରଶାସନ ସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗଣତନ୍ତ୍ରର ସବୁଠାରୁ ବଡ଼ ଆଧାର ହେଉଛି ଏକ ସ୍ୱଚ୍ଛ ଓ ନିର୍ଭୁଲ ଭୋଟର ତାଲିକା, ତେଣୁ ଏହି ସଂଶୋଧନ ପ୍ରକ୍ରିୟା ଉପରେ ସମସ୍ତଙ୍କ ନଜର ରହିଛି। ଦେଶର କିଛି ରାଜ୍ୟରେ ପୂର୍ବରୁ ଏସଆଇଆରକୁ ନେଇ ଅନେକ ବିବାଦ […]

Continue reading →