ନିଜସ୍ୱ ଶକ୍ତି ଉତ୍ପାଦନ ତଥା ସଂରକ୍ଷଣକୁ ପ୍ରାଥମିକତା ଦେବାର ଆବଶ୍ୟକତା ରହିଛି

ନିଜସ୍ୱ ଶକ୍ତି ଉତ୍ପାଦନ ତଥା ସଂରକ୍ଷଣକୁ ପ୍ରାଥମିକତା ଦେବାର ଆବଶ୍ୟକତା ରହିଛି

ପୁରୀ ଠାରେ ଆୟୋଜିତ Global Energy Leaders’ Summit 2025 (GELS 2025)କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନ କରିଛନ୍ତି। ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ ଚେନକୁ ଓଡ଼ିଶା ନିଜର ପ୍ରମୁଖ ଉପାଦାନ ଭାବେ ଗ୍ରହଣ କରିଛି ଯାହାଫଳରେ ୨୦୩୬ ସୁଦ୍ଧା ଜୀବାଶ୍ମ ଇନ୍ଧନ (Fossil Fuel) ଶକ୍ତି ଉତ୍ପାଦନ ଓ ବ୍ୟବହାର ବ୍ୟୟ କମାଇ, ଆମ ରାଜ୍ୟ ଗ୍ରୀନ୍‌ ଏନର୍ଜି ରାଜ୍ୟ ଭାବେ ଉଭା ହେବ। […]

Continue reading
ଭଦ୍ରକ BJDରେ ଫାଟ: ଦଳକୁ ସଜାଡ଼ିବା ଦାୟିତ୍ୱ ପାଇଲେ ପ୍ରଫୁଲ୍ଲ ସାମଲ

ଭଦ୍ରକ BJDରେ ଫାଟ: ଦଳକୁ ସଜାଡ଼ିବା ଦାୟିତ୍ୱ ପାଇଲେ ପ୍ରଫୁଲ୍ଲ ସାମଲ

ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳ (BJD) ସଂଗଠନ ଭାଙ୍ଗି ଖଣ୍ଡଖଣ୍ଡ ହୋଇଯାଉଥିବା ଦେଖି ରାଜ୍ୟ ନେତୃତ୍ୱ ଚିନ୍ତାରେ ପଡ଼ିଛି। ଗତ ଚାରି ଦିନ ତଳେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଭଦ୍ରକ ଜିଲ୍ଲାର ସମସ୍ତ ବରିଷ୍ଠ ନେତା ଏବଂ ବିଧାୟକଙ୍କୁ ଡାକି ଦଳକୁ ସଂଗଠିତ କରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଜିଲ୍ଲାରେ ଦେଖା ଦେଇଥିବା ଅସନ୍ତୋଷକୁ ପ୍ରଶମିତ କରିବା ଏବଂ ୪ ବ୍ଲକ୍ ଅଧ୍ୟକ୍ଷ ଯେପରି ବିଜେପିକୁ ନ ଯାଆନ୍ତି ଏବଂ […]

Continue reading

ସୁଭଦ୍ରା ପରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’: ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କା

ସୁଭଦ୍ରା ପରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’:  ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କା । ମୋହନ ସରକାର ଏନେଇ  ଗାଇଡଲାଇନ୍ ଜାରି କରିଛନ୍ତି । ରାଜ୍ୟ ସରକାର ‘ସୁଭଦ୍ରା ଯୋଜନା’ ଘୋଷଣା ପରେ ଏବେ ଆଉ ଏକ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି। ଆର୍ଥିକ ଅନଗ୍ରସର ଓ ସ୍ୱତନ୍ତ୍ର ବର୍ଗର ଝିଅମାନଙ୍କ ବିବାହରେ ସହାୟତା କରିବା ଲକ୍ଷ୍ୟରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ପାଇଁ ସରକାର ଗାଇଡଲାଇନ୍ ଜାରି କରିଛନ୍ତି। […]

Continue reading

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫିଟ୍ ଇଣ୍ଡିଆ ଅଭିଯାନର ବାର୍ତ୍ତା କପିଳାସ ହାଫ୍ ମାରାଥନରେ ପ୍ରତିଧ୍ୱନିତ ହେଉଛି- ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ସୁସ୍ଥ ଭାରତ ଗଢିବାର ଅଭିଯାନ – ‘ଫିଟ୍ ଇଣ୍ଆ ମୁଭମେଣ୍ଟ’, ଏକ ବିକଶିତ ରାଷ୍ଟ୍ର ପାଇଁ ସ୍ୱାସ୍ଥ୍ୟ ଏବଂ କ୍ରୀଡ଼ାର ଏକ ଦୃଢ ମୂଳଦୁଆର ଗୁରୁତ୍ବକୁ ପ୍ରୋତ୍ସାହିତ କରେ। ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଓ ଟାଟା ଷ୍ଟିଲ ମେରାମଣ୍ଡଳୀ ଦ୍ବାରା ଆୟୋଜିତ ହେବାକୁ ଯାଉଥିବା ଟାଟା ଷ୍ଟିଲ କପିଳାଶ ହାଫ୍ ମାରାଥନ୍ ଏହି ବାର୍ତ୍ତା ବହନ କରୁଛି ବୋଲି ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଆସନ୍ତା ଜାନୁଆରୀ […]

Continue reading
ଜୁଆ ଖେଳିଲେ ଜେଲ୍ ନାହିଁ, କେବଳ ଜରିମାନା

ଜୁଆ ଖେଳିଲେ ଜେଲ୍ ନାହିଁ, କେବଳ ଜରିମାନା

ରାଜ୍ୟରେ ଜୁଆ ଖେଳିବା ଜନିତ ଅପରାଧ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଆସିଛି। ବିଧାନସଭାରେ ‘ଓଡ଼ିଶା ଜନବିଶ୍ୱାସ ବିଲ୍, ୨୦୨୫’ ପାରିତ ହେବା ପରେ ଏଣିକି ଜୁଆ ଖେଳି ଧରାପଡ଼ିଲେ ଜେଲ୍ ଯିବାକୁ ପଡ଼ିବ ନାହିଁ। ଜେଲ୍ ଦଣ୍ଡ ବଦଳରେ କେବଳ ଜରିମାନା ଦେଇ ଅପରାଧକୁ ମାଫ୍ କରିହେବାର ବ୍ୟବସ୍ଥା ଏହି ବିଲ୍ ମାଧ୍ୟମରେ କରାଯାଇଛି। ଓଡ଼ିଶା ଜନବିଶ୍ୱାସ ବିଲ୍, ୨୦୨୫ ରେ ମୁଖ୍ୟତଃ ୯ଟି ବିଭାଗର ୧୬ଟି ଆଇନରେ ସଂଶୋଧନ କରାଯାଇଛି। ଏହାର ସବୁଠାରୁ ବଡ଼ […]

Continue reading

ଶୃଙ୍ଖଳା ବିଜୟ ଲକ୍ଷ୍ୟରେ ଭାରତୀୟ ଦଳ, ‘ରୋ-କୋ’ ଯୋଡ଼ି ଉପରେ ନଜର

ରାୟପୁର, ଡିସେମ୍ବର ୩: ରାଞ୍ଚିରେ ପ୍ରଥମ ଦିନିକିଆରେ ରୋମାଞ୍ଚକର ବିଜୟ ପରେ ଭାରତୀୟ କ୍ରିକେଟ୍ ଦଳ ଆଜି ରାୟପୁରରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାର ଦ୍ୱିତୀୟ ମୁକାବିଲା ଖେଳିବାକୁ ପ୍ରସ୍ତୁତ ଅଛି। ବର୍ତ୍ତମାନ ଭାରତ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି। ପ୍ରଥମ ଦିନିକିଆରେ ବିରାଟ କୋହଲି ତାଙ୍କର ୫୨ତମ ଦିନିକିଆ ଶତକ (୧୩୫ ରନ୍) ହାସଲ କରି ଦଳକୁ ବୃହତ୍ ସ୍କୋରରେ ପହଞ୍ଚାଇଥିଲେ। ରୋହିତ ଶର୍ମାଙ୍କ ସହ ତାଙ୍କର ଦ୍ରୁତ ଯୋଡ଼ି ଉପରେ […]

Continue reading
ଭାରତର ବିବିଧତା ଓ ଭାଷାଗତ ପରମ୍ପରା ହିଁ ସବୁଠୁ ବଡ଼ ଶକ୍ତି – ଧର୍ମେନ୍ଦ୍ର ପ୍ରଧାନ

ଭାରତର ବିବିଧତା ଓ ଭାଷାଗତ ପରମ୍ପରା ହିଁ ସବୁଠୁ ବଡ଼ ଶକ୍ତି – ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ବାରାଣାସୀରେ କାଶୀ- ତାମିଲ ସଙ୍ଗମମ୍(କେଟିଏସ ୪.୦)ର ଶୁଭାରମ୍ଭ କରିଛନ୍ତି । କାଶୀ ଓ ତାମିଲନାଡୁ ମଧ୍ୟରେ ଥିବା ଶତାବ୍ଦୀ ଶତାବ୍ଦୀର ଐତିହାସିକ ସମ୍ପର୍କକୁ ଉଜାଗର କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇ ଆସୁଛି । କାଶୀ ତାମିଲ ସଙ୍ଗମମ୍ ୪.୦ର ସମସ୍ତ ପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ […]

Continue reading
ଜଣକ ପରେ ଜଣେ ୪ ବ୍ଲକ୍ ଅଧ୍ୟକ୍ଷ ଇସ୍ତଫା, ‘ବିଜେପି’ରେ ସାମିଲ ହେବା ନେଇ ଚର୍ଚ୍ଚା

ଜଣକ ପରେ ଜଣେ ୪ ବ୍ଲକ୍ ଅଧ୍ୟକ୍ଷ ଇସ୍ତଫା, ‘ବିଜେପି’ରେ ସାମିଲ ହେବା ନେଇ ଚର୍ଚ୍ଚା

ଭଦ୍ରକରେ ଜଣଙ୍କ ପରେ ଜଣେ ବ୍ଲକ୍‌ ଅଧ୍ୟକ୍ଷ ଇସ୍ତଫା ଦେଇ ଏବେ ଦଳର ମୁଣ୍ଡବ୍ୟଥା ବଢ଼ାଇଛନ୍ତି। ଦୁଇଦିନ ତଳେ ବିଜେଡି ସମର୍ଥିତ ବନ୍ତ, ଭଣ୍ଡାରିପୋଖରୀ ଓ ଭଦ୍ରକ ବ୍ଲକ୍‌ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଥିଲେ। ଆଜି ପୁଣି ଜିଲ୍ଲାର ବାସୁଦେବପୁର ବ୍ଲକ୍‌ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ବାଳ ଦଳ ଛାଡ଼ିଛନ୍ତି। ଭଦ୍ରକ ଜିଲ୍ଲା ରାଜନୀତିରେ ସୃଷ୍ଟି ହୋଇଥିବା ଏହି ହଟଚମଟ ରାଜ୍ୟ ରାଜନୀତିରେ ଆଲୋଡ଼ନ ସୃଷ୍ଟି କରିଛି। ଭଦ୍ରକର ପ୍ରଭାବ କାଳେ ରାଜ୍ୟର ଅନ୍ୟ ବ୍ଲକ୍‌ଗୁଡ଼ିକ ଉପରେ […]

Continue reading
ଓଡ଼ିଶାର ‘ରାଜ ଭବନ’ ଏଣିକି ‘ଲୋକ ଭବନ

ଓଡ଼ିଶାର ‘ରାଜ ଭବନ’ ଏଣିକି ‘ଲୋକ ଭବନ

କେନ୍ଦ୍ର ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ପରେ ନାମ ପରିବର୍ତ୍ତନ ଓଡ଼ିଶାର ରାଜନୈତିକ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆସିଛି। ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନର ନାମ ପରିବର୍ତ୍ତନ କରାଯାଇ ଏଣିକି ଏହାକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। ଡକ୍ଟର କମ୍ଭମପାଟି ଆହୁରି ମଧ୍ୟ କହିଛନ୍ତି ଯେ ‘ଲୋକ ଭବନ’ ଏବେ ସାର୍ବଜନୀନ ଯୋଗାଯୋଗ ଏବଂ ସମସ୍ତଙ୍କର ପ୍ରଗତି ପାଇଁ ଏକ ଜୀବନ୍ତ ସ୍ଥାନ ଭାବରେ ଛିଡ଼ା ହେଉଛି। ଏହା ଶାସନରେ ଗଭୀର ଅଂଶଗ୍ରହଣ ସୃଷ୍ଟି […]

Continue reading
କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା

କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା

କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାରକୁ ନେଇ ରାଜନୀତି ସରଗରମ ହୋଇଛି ।  ଏହା କିଟ୍ କ୍ୟାମ୍ପସରେ ଚଳିତ ବର୍ଷର ତୃତୀୟ ଛାତ୍ର ମୃତ୍ୟୁ ଘଟଣା ହୋଇଥିବାରୁ ଏହାକୁ ନେଇ ପୁଣି ଥରେ ଉତ୍ତେଜନା ପ୍ରକାଶ ପାଇଛି। ବାରମ୍ବାର ଛାତ୍ର ମୃତ୍ୟୁକୁ ନେଇ ବିଜେପି ବିଧାୟକ ସରୋଜ ପାଢ଼ୀ ଚିନ୍ତା ପ୍ରକାଶ କରିବା ସହ ଏଥିପାଇଁ ଦାୟୀ ଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ […]

Continue reading