ଓଡ଼ିଶା ପାଇଁ ଗୌରବ ,ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ୩ ଓଡ଼ିଆ

ଓଡ଼ିଶା ପାଇଁ ଗୌରବ ,ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ୩ ଓଡ଼ିଆ

ଓଡ଼ିଶାର ମାଟି ଓ ସଂସ୍କୃତି ପାଇଁ ପୁଣି ଏକ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହୋଇଛି। କଳା, ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ନିଜର ଅତୁଳନୀୟ ଅବଦାନ ପାଇଁ ଓଡ଼ିଶାର ୩ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ପଦ୍ମଶ୍ରୀ’ରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଓଡ଼ିଆ ପ୍ରତିଭାମାନଙ୍କୁ ସେମାନଙ୍କର ସାଧନା ପାଇଁ ସମ୍ମାନିତ କରିଛନ୍ତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ […]

Continue reading →
ନ୍ୟାୟର ପ୍ରହରୀଙ୍କ ପାଇଁ ସାମାଜିକ ସୁରକ୍ଷା

ନ୍ୟାୟର ପ୍ରହରୀଙ୍କ ପାଇଁ ସାମାଜିକ ସୁରକ୍ଷା

ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭଳି ନ୍ୟାୟପାଳିକା ହେଉଛି ସାଧାରଣ ଜନତାଙ୍କ ଆସ୍ଥାର କେନ୍ଦ୍ରବିନ୍ଦୁ। ଆଉ ଏହି ନ୍ୟାୟ ପ୍ରଦାନ ପ୍ରକ୍ରିୟାରେ ଆଇନଜୀବୀ ବା ଓକିଲମାନେ ପ୍ରମୁଖ ସେତୁ ଭାବେ କାର୍ଯ୍ୟ କରିଥାନ୍ତି। ତେବେ ସମାଜକୁ ନ୍ୟାୟ ଦେବାରେ ଦିନରାତି ଏକ କରୁଥିବା ଆଇନଜୀବୀମାନଙ୍କ ଆର୍ଥିକ ନିରାପତ୍ତା ଓ ସାମାଜିକ ସୁରକ୍ଷା ଅନେକ ସମୟରେ ଅବହେଳିତ ହୋଇ ରହିଯାଏ। ଏଭଳି ସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ କଲ୍ୟାଣ ପାଣ୍ଠିର ଆର୍ଥିକ ସହାୟତାକୁ ୪୦ ପ୍ରତିଶତ ବୃଦ୍ଧି କରିବା […]

Continue reading →
ଐତିହାସିକ ଭୁଲ୍‌ର ସଂଶୋଧନ: ଓଡ଼ିଶାର ଅସ୍ମିତା ଓ ସ୍ୱାଭିମାନର ଏକ ନୂଆ ଅଧ୍ୟାୟ

ଐତିହାସିକ ଭୁଲ୍‌ର ସଂଶୋଧନ: ଓଡ଼ିଶାର ଅସ୍ମିତା ଓ ସ୍ୱାଭିମାନର ଏକ ନୂଆ ଅଧ୍ୟାୟ

ବ୍ରିଟିଶ ଶାସନ ହଟିବାର ଦଶନ୍ଧି ଦଶନ୍ଧି ପରେ ମଧ୍ୟ ସେମାନେ ଓଡ଼ିଶାର ବିଭିନ୍ନ ସ୍ଥାନ ଉପରେ ଲଦି ଦେଇଥିବା ଭୁଲ୍ ଇଂରାଜୀ ଉଚ୍ଚାରଣ ଓ ବନାନର ଏବେ ଅନ୍ତ ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମକୁ ବଦଳାଇ ମୂଳ ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ସଂଶୋଧନ କରିବା ପାଇଁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଏକ ସ୍ୱାଗତଯୋଗ୍ୟ ଏବଂ ଐତିହାସିକ ପଦକ୍ଷେପ। ବିଳମ୍ଭରେ ହେଲେ ମଧ୍ୟ ଏହି ନିଷ୍ପତ୍ତି […]

Continue reading →
ଓଡ଼ିଶାରେ ପ୍ରଚୁର ଖଣିଜ ଶକ୍ତି, ସମୃଦ୍ଧ କୃଷି ଏବଂ ଅପାର ଯୁବ ପ୍ରତିଭା ରହିଛନ୍ତି : ମୋଦି

ଓଡ଼ିଶାରେ ପ୍ରଚୁର ଖଣିଜ ଶକ୍ତି, ସମୃଦ୍ଧ କୃଷି ଏବଂ ଅପାର ଯୁବ ପ୍ରତିଭା ରହିଛନ୍ତି : ମୋଦି

ଓଡ଼ିଶାରେ ବିଜେପି ସରକାରର ସଫଳ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ମୟୂରଭଞ୍ଜ ଜିଲ୍ଲା ଦାଣ୍ଡବୋଷଠାରେ ଏକ ଐତିହାସିକ ତଥା ବିଶାଳ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ମେଗା ମଞ୍ଚରେ ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାଠି ଯୋଗଦେଇ ଓଡ଼ିଶାର ବିକାଶ ଧାରାକୁ ଆହୁରି ବେଗବାନ କରିଛନ୍ତି। ରାଜ୍ୟର ‘ଡବଲ୍ ଇଞ୍ଜିନ’ ସରକାରକୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି, “ଆପଣଙ୍କର ଭଲ ପାଇବା ଓ […]

Continue reading →

ରାଇରଙ୍ଗପୁରଠାରେ ଆସନ୍ତାକାଲି ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଏବଂ ଦକ୍ଷତା ବିକାଶ କେନ୍ଦ୍ର ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଆଞ୍ଚଳିକ କେନ୍ଦ୍ର ଏବଂ ଦକ୍ଷତା ବିକାଶ କେନ୍ଦ୍ର ଭବନର ସ୍ଥାୟୀ କ୍ୟାମ୍ପସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହି ଐତିହାସିକ ସମାରୋହ ସମ୍ପର୍କରେ ଇଗ୍ନୋର କୁଳପତି ପ୍ରଫେସର ଉମା କାଞ୍ଜିଲାଲ, ରେଜିଷ୍ଟ୍ରାର ପ୍ରଫେସର ଜିତେନ୍ଦ୍ର ଶ୍ରୀବାସ୍ତବ ଏବଂ ବିତ୍ତ ଅଧିକାରୀ ଡକ୍ଟର ଜିତେନ୍ଦ୍ର ଦେବ ଗଙ୍ଗୱାର ସୂଚନା ଦେଇଛନ୍ତି […]

Continue reading →
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶା ଏବଂ ସମଗ୍ର ମୟୂରଭଞ୍ଜ ଜିଲ୍ଲା ପାଇଁ ସୃଷ୍ଟି ହେବାକୁ ଯାଉଛି ଏକ ନୂଆ ଇତିହାସ। ନିଜର ଜନ୍ମମାଟି ପାହାଡ଼ପୁରରେ ପହଞ୍ଚିଛନ୍ତି ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଶୁକ୍ରବାର ଅପରାହ୍‌ଣରେ ସେ ନିଜ ମାଟିରେ ପାଦ ଦେଇସାରିଥିବା ବେଳେ, ଶନିବାର (ଜୁନ୍ ୨୦) ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରି ତାଙ୍କ ଜନ୍ମଦିନ ଅବସରରେ ପହଞ୍ଚୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ଦୁଇ ଶୀର୍ଷ ଜନନାୟକଙ୍କୁ ଏକାଠି ସ୍ୱାଗତ କରିବା ପାଇଁ ପୂରା ପାହାଡ଼ପୁର ଗାଁ […]

Continue reading →
ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ  ର୍ନିର୍ଦ୍ଦେଶ

ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ ର୍ନିର୍ଦ୍ଦେଶ

ଖୋର୍ଦ୍ଧା ଜିଲ୍ଲା ରେ ସକାଳୁଆ ସ୍କୁଲ୍‌ । ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍‌ । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଖରା ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିକୋଣରୁ ଜିଲ୍ଲାପାଳ ଖୋର୍ଦ୍ଧା ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏନେଇ ଜିଲ୍ଲା ଶିକ୍ଷାଧିକାରୀ, […]

Continue reading →
୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଦୀର୍ଘଦିନ ଧରି ଡାକ୍ତରଖାନା ନଆସି, ରୋଗୀ ସେବାରୁ ବିରତ ରହୁଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି ।  ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଥିଲା ।  ସେମାନଙ୍କର ଏହି ଅନଧିକୃତ ଉପସ୍ଥିତି ପାଇଁ […]

Continue reading →
ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ବରିଷ୍ଠ IPS ଅଫିସର ଦୟାଲ ଗଙ୍ଗୱାର

ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ବରିଷ୍ଠ IPS ଅଫିସର ଦୟାଲ ଗଙ୍ଗୱାର

ବରିଷ୍ଠ IPS ଅଫିସର ଦୟାଲ ଗଙ୍ଗୱାର ନିଲମ୍ବିତ । ନିଲମ୍ବନ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ହୋଇଥିଲେ ବିବାଦୀୟ ।  ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୃହ ବିଭାଗର ଓଏସଡି ଥିଲେ ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାର । ସୂଚନାଯୋଗ୍ୟ ଯେ, ଜିଆରପି (GRP) କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ମୃତ୍ୟୁ ମାମଲାକୁ ନେଇ ଦୟାଲ ଗଙ୍ଗୱାର ବିବାଦରେ ଛନ୍ଦି […]

Continue reading →
ପାଠ୍ୟପୁସ୍ତକରେ ତ୍ରୁଟି,ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ

ପାଠ୍ୟପୁସ୍ତକରେ ତ୍ରୁଟି,ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ବିଦ୍ୟାଳୟ ପାଠ୍ୟପୁସ୍ତକରେ ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ତ୍ରୁଟି ସୁଧାରିବା ଲାଗି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ତଦନ୍ତ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇଛି । ୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ […]

Continue reading →