କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଆଜି ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ୧୮୧୭ ମସିହାରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ଶାସନ ବିରୁଦ୍ଧରେ ହୋଇଥିବା ଏହି ସଶସ୍ତ୍ର ଗଣବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏହା […]
Continue readingCategory Archives: ରାଜ୍ୟ
ତିନି ଦିନରେ ରାଜଧାନୀବାସୀ ପିଇଗଲେ ମାସକର ପେଟ୍ରୋଲ!
ଗତ ତିନି ଦିନ ଧରି ସାରା ଓଡ଼ିଶା ସମେତ ରାଜଧାନୀ ଭୁବନେଶ୍ୱରର ପେଟ୍ରୋଲ ପମ୍ପଗୁଡ଼ିକରେ ଯେଉଁ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଲା, ତାହା ସଭ୍ୟ ସମାଜର ମାନସିକତା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସାଧାରଣ ଗୁଜବ ଏବଂ ଭୟ ପଛରେ ଗୋଡ଼ାଇ ରାଜଧାନୀବାସୀ ମାତ୍ର ତିନି ଦିନ ଭିତରେ ପ୍ରାୟ ମାସକର ପେଟ୍ରୋଲ ପିଇଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଆଇଓସିଏଲ୍ (IOCL) ର ସରକାରୀ ତଥ୍ୟ ଅନୁଯାୟୀ, ଗତ ଦୁଇ-ତିନି ଦିନରେ ରାଜ୍ୟରେ ତେଲର […]
Continue readingପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ
ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ। ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ଜିଲ୍ଲାର ବିଜେପି ବିଧାୟକ ମାନେ ମଧ୍ୟ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ନିକଟରେ ୫ଟି ରାଜ୍ୟରେ ନିର୍ବାଚନ ହୋଇଥିବା ବେଳେ ତିନୋଟି ରାଜ୍ୟରେ ବିଜେପି ବିଜୟ ହାସଲ କରିଛି। ଏଣୁ ମହାପ୍ରଭୁଙ୍କର […]
Continue readingସଂଗଠନ ପାଇଁ ଯେତେ ପାରୁଛ କାମ କର, ଅଳ୍ପରେ ସନ୍ତୁଷ୍ଟ ହୁଅ ନାହିଁ- ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ
ଓଡ଼ିଶାରେ ବିଜେପି ସରକାର ଗଠନ କରିବାର ଦୁଇ ବର୍ଷ ପୂରଣ ହେବାକୁ ଯାଉଥିବା ବେଳେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ବାର୍ତ୍ତା – “ସଂଗଠନ ପାଇଁ ଯେତେ ପାରୁଛ କାମ କର, ଅଳ୍ପରେ ସନ୍ତୁଷ୍ଟ ହୁଅ ନାହିଁ” – ରାଜ୍ୟ ରାଜନୀତିରେ ଏକ ନୂଆ ବିତର୍କ ସୃଷ୍ଟି କରିଛି। ପ୍ରଶ୍ନ ଉଠୁଛି, କ୍ଷମତା ପାଇବା ପରେ ସାଧାରଣତଃ ଆସୁଥିବା ଆତ୍ମସନ୍ତୋଷ ଭିତରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଏହି ଗୁରୁମନ୍ତ୍ର ଦଳକୁ ଆହୁରି ମଜବୁତ୍ କରିବାରେ କେତେ ସଫଳ ହେବ? […]
Continue readingରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜିଙ୍କ ଚେତାବନୀ , ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର
ଡିଜିପିଙ୍କ ଚେତାବନୀ । ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି ଏପରି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି ବ୍ରହ୍ମପୁର ଓ ସମ୍ବଲପୁର ଭଳି ଏନକାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ। ଗତ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ୧୭୭୧ ଜଣଙ୍କୁ NBW ଡ୍ରାଇଭ୍ […]
Continue readingଖଣିଭିତ୍ତିକ କାର୍ଯ୍ୟକଳାପ ସହିତ ଶିଳ୍ପାୟନ ପ୍ରତି ଦୃଷ୍ଟିଦେବା ପାଇଁ ଓଏମ୍ସି କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବର୍ତ୍ତମାନ ବିଶ୍ବ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲ୍ର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଖଣି ନିଗମ (ଓଏମ୍ସି) ଏହି ବର୍ଦ୍ଧିତ ଚାହିଦାକୁ ନିରନ୍ତର ଭାବେ ପୂରଣ କରିବା ସହ ରାଜ୍ୟର ଶିଳ୍ପାୟନ ଓ ଅର୍ଥନୈତିକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନିଗମର ୭୧ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି।ଲୋକସେବା ଭବନ […]
Continue readingବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ଓଡ଼ିଶା ଗସ୍ତ: ସଂଗଠନକୁ କେତେ ସୁଦୃଢ଼ କରିବ ?
ଆସନ୍ତା ଜୁନ୍ ୧୨ ତାରିଖରେ ଓଡ଼ିଶାରେ ବିଜେପି ସରକାର ନିଜର ଦୁଇ ବର୍ଷ କାର୍ଯ୍ୟକାଳ ପୂରଣ କରିବାକୁ ଯାଉଥିବା ବେଳେ ରାଜ୍ୟ ରାଜନୀତିରେ ଏକ ବଡ଼ ସାଂଗଠନିକ ହଲଚଲ ଦେଖାଦେଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବାର ସାଢ଼େ ତିନି ମାସ ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିହାରର ବରିଷ୍ଠ ତଥା କର୍ମଠ ରାଜନେତା ନିତିନ ନବୀନ। ତାଙ୍କର ଏହି ପ୍ରଥମ ଗସ୍ତକୁ ନେଇ ତୃଣମୂଳ ସ୍ତରରୁ ଶୀର୍ଷ […]
Continue readingବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟାକାଣ୍ଡ: ଗଣତନ୍ତ୍ରରେ ‘ଗଣହିଂସା’ର ସ୍ଥାନ କେଉଁଠି?
ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳରେ ଘଟିଯାଇଥିବା ସୌମ୍ୟରଞ୍ଜନ ପ୍ରଧାନଙ୍କ ନିର୍ମମ ହତ୍ୟାକାଣ୍ଡ ସଭ୍ୟ ସମାଜର ମୁଣ୍ଡକୁ ନୁଆଁଇ ଦେଇଛି। ଜଣେ ଯୁବକଙ୍କୁ ଦିନଦ୍ୱିପ୍ରହରରେ ଗୋଡ଼ାଇ ଗୋଡ଼ାଇ, ପିଟି ପିଟି ମାରିଦେବା ଭଳି ଭିଡ଼ ହିଂସା କୁ ଯେତେ ନିନ୍ଦା କଲେ ମଧ୍ୟ ତାହା କମ୍ ହେବ। ଆଇନକୁ ନିଜ ହାତକୁ ନେଉଥିବା ଏହି ଭିଡ଼ ହିଂସାକାରୀମାନେ କୌଣସି ସାଧାରଣ ନାଗରିକ ନୁହନ୍ତି, ବରଂ ଜଣେ ଜଣେ ନିଷ୍ଠୁର ଅପରାଧୀ, ଯେଉଁମାନଙ୍କୁ ଆଇନର କଠୋରତମ ଦଣ୍ଡ ମିଳିବା ଏକାନ୍ତ […]
Continue readingଓଡ଼ିଶାରେ କାହିଁକି ଦେଖାଦେଲା ତୈଳ ସଙ୍କଟ? ଯୋଗାଣରେ ତ୍ରୁଟି
ଗତ ତିନି ଦିନ ହେବ ଓଡ଼ିଶାର କୋଣ ଅନୁକୋଣରେ ଥିବା ପେଟ୍ରୋଲ ପମ୍ପଗୁଡ଼ିକରେ ଗ୍ରାହକଙ୍କ ଅସମ୍ଭାଳ ଭିଡ଼ ଏବଂ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅନେକ ସ୍ଥାନରେ ପେଟ୍ରୋଲ ପମ୍ପ ବନ୍ଦ ରହିବା ଯୋଗୁଁ ସାଧାରଣ ଜନତାଙ୍କ ମଧ୍ୟରେ ଏକ ଅଜଣା ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ, ଡିଜେଲ ବ୍ୟବହାର କମାଇବା ଏବଂ ଇଲେକ୍ଟ୍ରିକ୍ ଗାଡ଼ି (EV) ଆପଣାଇବାକୁ ଆହ୍ୱାନ ଦେବା ପରେ ଏହି ସ୍ଥିତି ଅଧିକ ଜଟିଳ ରୂପ ନେଇଛି। […]
Continue readingନିଟ୍ ପରୀକ୍ଷା ଓଏମ୍ଆର ସିଟ୍ ବଦଳରେ କମ୍ପ୍ୟୁଟର ଆଧାରିତ ହେବ-କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ସରକାରଙ୍କ ପ୍ରାଥମିକତା ହେଉଛି ଛାତ୍ରଛାତ୍ରୀଙ୍କ କଲ୍ୟାଣ । କିଛି ଲୋକ ସୋସିଆଲ ମିଡିଆରେ ଭ୍ରମ ସୃଷ୍ଟି କରୁଛନ୍ତି। ଆସନ୍ତା ବର୍ଷ ଠାରୁ ନିଟ୍ ପରୀକ୍ଷାରେ ବଡ଼ ପରିବର୍ତ୍ତନ ହେବ। ନିଟ୍ ପରୀକ୍ଷା ଓଏମ୍ଆର ସିଟ୍ ବଦଳରେ କମ୍ପ୍ୟୁଟର ଆଧାରିତ ହେବ।ସାମ୍ବାଦିକ ସମ୍ମିଳନୀ ସମୟରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଏନ୍ଟିଏ ଜୁନ ୨୧ରେ […]
Continue reading









