ସମ୍ବଲପୁରୀ ହସ୍ତତନ୍ତ ପ୍ରଚାରରେ ବିକାଶ ଖାନ୍ନା

ସମ୍ବଲପୁରୀ ହସ୍ତତନ୍ତର ପ୍ରଚାର ପ୍ରସାର କରୁଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସେଫ୍ ବିକାଶ ଖାନ୍ନା । ହଲିଉଡର ପ୍ରତିଷ୍ଠିତ ଅଭିନେତ୍ରୀ ଡେମି ମୋରେଙ୍କୁ ବିକାଶ ଖାନ୍ନା ସମ୍ବଲପୁରୀ ହସ୍ତତନ୍ତରେ ପ୍ରସ୍ତୁତ ଏକ ଉପହାର ଦେଇଛନ୍ତି । ଏ ନେଇ ବିକାଶ ଖାନ୍ନା ସୋସିଆଲ୍ ମିଡିଆରେ ଲେଖିଛନ୍ତି ଓଡ଼ିଶାରୁ ବିଶ୍ୱକୁ ଏକ ଉପହାର । ଓଡିଶାର କଳାକାରଙ୍କଠାରୁ ଆମ ସମୟର ଜଣେ ମହାନ କଳାକାରଙ୍କ ପର୍ଯ୍ୟନ୍ତ । ଡେମି ମୁରେଙ୍କୁ ଭାରତର ଏକ ଖଣ୍ଡ, ଓଡ଼ିଶାର ହୃଦୟରୁ ଏକ ସମ୍ବଲପୁରୀ […]

Continue reading

‘କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି – ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୧୨୭ତମ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ କୋରାପୁଟ କଫିର ଲୋକପ୍ରିୟତା ଉପରେ ଚର୍ଚ୍ଚା କରିଥିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ୍ସ ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏକ୍ସରେ ଏ ସମ୍ପର୍କରେ ଉଲ୍ଲେଖ କରିବା ସହ କହିଛନ୍ତି ଯେ “କୋରାପୁଟ କଫି ଅତ୍ୟନ୍ତ ସୁସ୍ୱାଦୁ, ଏହା ଓଡ଼ିଶାର ଗୌରବ” ବୋଲି ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ କହିଛନ୍ତି । କୋରାପୁଟ କଫି ଚାଷ, […]

Continue reading

ବରେଣ୍ୟ ସୀତାକାନ୍ତ ମହାପାତ୍ର ଜନ୍ମଦିନର ଶୁଭାଭିନନ୍ଦନ

ଆଜି ତେୟାଅଶି ବର୍ଷରେ ପଦାର୍ପଣ କରିଛନ୍ତି ପରମ ସମ୍ମାନନୀୟ , ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ପରମ୍ପରା ପ୍ରାଣ, ଅହଙ୍କାର ବିବର୍ଜୀତ ସକରାତ୍ମକ ମାନସିକତା ବିଜଡ଼ିତ ପ୍ରତିବଦ୍ଧତାଧର୍ମୀ ବ୍ୟକ୍ତିତ୍ବ, ପୂର୍ବତନ ମନ୍ତ୍ରୀ ତଥା ପୂଜ୍ୟ ପୂଜା ସଂସ୍କୃତି ପ୍ରାଣ ବରେଣ୍ୟ ସୀତାକାନ୍ତ ମହାପାତ୍ର । ତାଙ୍କର ଶୁଭ ଜନ୍ମଦିନର ଶୁଭାବସରରେ ଶୁଭାଭିନନ୍ଦନ ସହିତ ଶୁଭକାମନା ଜଣାଉଛି । ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଓ ଅସୀମ ଆଶୀର୍ଵାଦରେ ସେ ମହାଶୟ ହୁଅନ୍ତୁ ଚଳଚଞ୍ଚଳ ଶତବିଶାସେ ବର୍ଷୀୟ […]

Continue reading

ବିକ୍ରମଙ୍କୁ ଫସାଇବା ପାଇଁ ଷଡ଼ଯନ୍ତ୍ର: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଜି ବିଜେଡିର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଶ୍ରୀ ବିକ୍ରମ ପଣ୍ଡାଙ୍କୁ ଗିରଫ କରିବା ପରେ, ବିଜୁ ଜନତା ଦଳ ଏହାକୁ ସମ୍ପୂର୍ଣ୍ଣ ରାଜନୈତିକ ଉଦେ୍ଦଶ୍ୟ ପ୍ରଣୋଦିତ ବୋଲି କହିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ଉପସଭାପତି ତଥା ବିରୋଧୀ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଶ୍ରୀ […]

Continue reading

ନିଜ ଶତାଧିକ ସମର୍ତକଙ୍କ ଗହଣରେ ବିଜେପିରେ ଯୋଗ ଦେଲେ ବିଶିଷ୍ଟ ଓ ବରିଷ୍ଟ ଆଦିବାସୀ ନେତା ଶ୍ରୀ ଭୁଜବଳ ଅଡବାଙ୍ଗ ନୂଆପଡା : ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ବିଜେପିରେ ନୂତନ […]

Continue reading

ସ୍ବାଧୀନତା ସଂଗ୍ରାମୀ ବାଗ୍ମୀ ବିଶ୍ବନାଥ କର ଥିଲେ ମହାନ ସମାଜ ସଂସ୍କାରକ

ମହାନ୍ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ,ଉତ୍କଳ ସାହିତ୍ୟ ପତ୍ରିକାର ପ୍ରତିଷ୍ଠାତା ସମ୍ପାଦକ , ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ପ୍ରଥମ ଓଡ଼ିଆ ବ୍ୟବସ୍ଥାପକ ବାଗ୍ମୀ ବିଶ୍ବନାଥ କରଙ୍କ ୯୧ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଧାନସଭା ନିକଟରେ ଥିବା ତାଙ୍କର ପ୍ରତିମୂର୍ତ୍ତି ସ୍ଥଳରେ ଶ୍ରଦ୍ଧାବଚନାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର […]

Continue reading

ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ

ଭୁବନେଶ୍ୱର: ବିଜୁ ଜନତା ଦଳ ପକ୍ଷରୁ ୭୧-ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଜି ନୂଆପଡା ଉପ-ଜିଲ୍ଲାପାଳ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ବହୁ ସଂଖ୍ୟାରେ ବିଜୁ ଜନତା ଦଳ କାର୍ଯ୍ୟକର୍ତ୍ତା, ସମର୍ଥକ ଓ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ । ନାମାଙ୍କନ ପରେ ମିଡିଆ ସହିତ କଥାହେବା ସମୟରେ ସ୍ନେହାଙ୍ଗିନୀ ଛୁରିଆ ଶ୍ରଦ୍ଧାର ସହିତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ […]

Continue reading

ଦୀପାବଳିର ମହତ୍ତ୍ୱ

—————- “ପିତୃ ଲୋକଂ ପରିତାଜ୍ୟଆଗତା ଯେ ମହାଳୟେ ଉଜ୍ଜ୍ୱଳଂ ଜ୍ୟୋତିଷାଂ ମାର୍ଗେ ପ୍ରପଦ୍ୟନ୍ତୋ ବ୍ରଜନ୍ତୁତେ । ସହସ୍ର ସହସ୍ର ଭୂତାନାଂଯମ୍ ଭୁତୟେ ଭୁତ ଦର୍ଷୟେ , ଉଜ୍ଜ୍ୱଳଂ ଜ୍ୟୋତିଷାବଟ୍ଟ ସୁଖେ ଯାନ୍ତୁ ପିତାମହ ।” ବଡ ବଡ଼ିଆ ହୋ , ବଡ଼ବଡ଼ିଆ ହୋ ! ଅନ୍ଧାରେ ଆସି ଆଲୁଏ ଯାଅ , ବାଇଶି ପାହାଚରେ ଶ୍ରୀ ମହାପ୍ରସାଦ ଖାଇ, ଆମକୁ ଅମୃତ ଦୃଷ୍ଟି ରେ ଚାହିଁ ଥାଅ ।” କେଉଁ ଅନାଦି ଅନନ୍ତ କାଳରୁ ଓଡ଼ିଆ ଜାତି […]

Continue reading

ସୁରେନ୍ଦ୍ର ନାଥ ଦାଶ ଆଉ ଆମ ଗହଣରେ ନାହାନ୍ତି

ବିଶ୍ବାସ କରି ହେଉନାହିଁ ଯେ ଓଡିଆ ଭାଷା ସାହିତ୍ୟର ପ୍ରତିବଦ୍ଧତା ଧର୍ମୀ, ବଦ୍ଧାନୁସୟୀ ଗବେଷକ, ବିଶେଷ କରି ପ୍ରଭୁ ଜଗନ୍ନାଥ ସଂସ୍କୃତି ଗବେଷକ , ମହାନ୍ ସାରସ୍ବତ ସାଧକ ପ୍ରାଚାର୍ଯ୍ୟ କଳା ଭୂଷଣ ସୁରେନ୍ଦ୍ର ନାଥ ଦାଶ ଆଉ ଆମ ଗହଣରେ ନାହାନ୍ତି ବୋଲି । ୭୭ ବର୍ଷ ବୟସରେ ଦିଲ୍ଲୀରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିର ପ୍ରଚାରପ୍ରସାର ଓ ଗବେଷଣାରେ ମନୋନିବେଶ କରି […]

Continue reading

ଭୁବନେଶ୍ୱରରେ ଆଇସିଏଆର-ସିଆଇଡବ୍ଲୁଏ ଦ୍ୱାରା ରାଷ୍ଟ୍ରୀୟ ମହିଳା କିଷାନ ଦିବସ ପାଳିତ

ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ ଭୁବନେଶ୍ୱର ଦ୍ୱାରା, ଆଜି “ସମୃଦ୍ଧ ରାଷ୍ଟ୍ର ପାଇଁ ମହିଳା କୃଷକଙ୍କୁ ସଶକ୍ତ କରିବା” ବିଷୟବସ୍ତୁ ସହିତ ରାଷ୍ଟ୍ରୀୟ ମହିଳା କିଷାନ ଦିବସ ପାଳିତ ହୋଇଛି। ଏହି ଅବସରରେ ମାନ୍ୟବର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ଆଭାସୀ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି, ଭାରତର ଖାଦ୍ୟ ଓ ପୁଷ୍ଟିକର ସୁରକ୍ଷା ସୁନିଶ୍ଚିତ କରିବାରେ ମହିଳା କୃଷକଙ୍କ ଭୂମିକାକୁ ଉଚ୍ଚ […]

Continue reading