ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଏବଂ ଶାସ୍ତ୍ରୀୟ ନୀତିର ସୁରକ୍ଷା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏକ ବଡ଼ ତଥା ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ଆନ୍ତର୍ଜାତୀୟ ଆଧ୍ୟାତ୍ମିକ ସଂଗଠନ ‘ଇସ୍କନ’ (ISKCON) ଦ୍ୱାରା ବିଦେଶ ମାଟିରେ ମନଇଚ୍ଛା ଏବଂ ଶାସ୍ତ୍ର ବିରୋଧୀ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ କରିବାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ଗଜପତି। ଏହି ବେଆଇନ ପରମ୍ପରା ଉପରେ ରୋକ୍ ଲଗାଇବା ଏବଂ ଜରୁରୀ ହସ୍ତକ୍ଷେପ ପାଇଁ […]
Continue readingCategory Archives: ରାଜ୍ୟ
ରାଜ୍ୟସଭା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ: ବିଜୟ ଏକପ୍ରକାର ସୁନିଶ୍ଚିତ?
ଓଡ଼ିଶାରୁ ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ରାଜନୈତିକ ଗତିବିଧି ବେଶ୍ ଜୋର୍ ଧରିଛି। ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ଆଧିକାରିକ ପ୍ରାର୍ଥୀ ଭାବେ ଘୋଷଣା ହେବା ପରେ ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ ଓଡ଼ିଶା ବିଧାନସଭା ପରିସରରେ ନିଜର ନାମାଙ୍କନ ପତ୍ର ଦାଖଲ କରିସାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଏବଂ ଦଳର ଅନ୍ୟାନ୍ୟ ବରିଷ୍ଠ ମନ୍ତ୍ରୀ ଓ ବିଧାୟକମାନଙ୍କ ଗହଣରେ ସେ ପ୍ରାର୍ଥିପତ୍ର ଦାଖଲ କରି […]
Continue readingବିଶ୍ୱ ପରିବେଶ ଦିବସରେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କଲା ବିଜେପି
ଗଛ କଟା, ପ୍ରଦୂଷଣ ଓ ଜଳ ସଙ୍କଟ ଯୋଗୁ ସାରା ବିଶ୍ୱରେ ଜଳବାୟୁ ପରିବର୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଧୀରେ ଧୀରେ ଅନୁଭବ ହେଉଛି ଏବଂ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ଏଭଳିସ୍ଥିତିରେ ପରିବେଶ ସୁରକ୍ଷା ପାଇଁ ବୃକ୍ଷ ରୋପଣ ଜରୁରୀ ହୋଇପଡ଼ିଛି। ଏନେଇ ବିଶ୍ୱ ପର୍ଯ୍ୟାବରଣ ଦିବସ ଅବସରରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସଂକଳ୍ପକୁ ପାଥେୟ କରି ବିଜେପି ରାଜ୍ୟ କାର୍ଯ୍ୟାଳୟ ପରିସରରେ ରାଜ୍ୟ ସଭାପତି ତଥା ସାଂସଦ ଶ୍ରୀ ମନମୋହନ ସାମଲ […]
Continue readingଢେଙ୍କାନାଳ ଜିଲ୍ଲାର ଆଇଜିଆଇଟି ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି । ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଢେଙ୍କାନାଳ ଜିଲ୍ଲାର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ‘ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି’ (ଆଇଜିଆଇଟି), ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି । ଶ୍ରୀ ପ୍ରଧାନ ନିଜ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା […]
Continue readingଦୁଇବର୍ଷ ତଳେ ଓଡ଼ିଶାରୁ କ୍ଷମତାଚ୍ୟୁତ ହୋଇଥିଲା ବିଜେଡି
ଭାଙ୍ଗିଥିଲା ବିଜେଡିର ୨୪ ବର୍ଷର ଗଡ଼, ଉଡ଼ିଥିଲା ବିଜେପିର ବିଜୟ ବାନା! ଓଡ଼ିଶା ରାଜନୀତିର ସବୁଠାରୁ ବଡ଼ ଐତିହାସିକ ପରିବର୍ତ୍ତନକୁ ଆଜି ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ଠିକ୍ ଏହି ସମୟରେ ଓଡ଼ିଶାର ସାଙ୍ଗଠନିକ ଏବଂ ପ୍ରଶାସନିକ ଚିତ୍ର ସମ୍ପୂର୍ଣ୍ଣ ବଦଳି ଯାଇଥିଲା। ଦୀର୍ଘ ୨୪ ବର୍ଷ ଧରି ରାଜ୍ୟରେ ଅପରାଜେୟ ରହିଆସିଥିବା ବିଜୁ ଜନତା ଦଳ (BJD) କ୍ଷମତାଚ୍ୟୁତ ହୋଇଥିବା ବେଳେ, ସମସ୍ତ ପଲିଟିକାଲ ଗଣିତକୁ ଓଲଟପାଲଟ କରି ଭାରତୀୟ ଜନତା ପାର୍ଟି […]
Continue readingପୁରୀରେ ‘ବ୍ରିକ୍ସ’ ବିପର୍ଯ୍ୟୟ ପରିଚାଳନା ସମ୍ମିଳନୀ
ଓଡ଼ିଶାର ପବିତ୍ର ବେଳାଭୂମି ସହର ପୁରୀରେ ଆୟୋଜିତ ଦୁଇ ଦିନିଆ ଆନ୍ତର୍ଜାତୀୟ ବ୍ରିକ୍ସ (BRICS) ସମ୍ମିଳନୀ ଆନୁଷ୍ଠାନିକ ଭାବେ ଉଦ୍ଯାପିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଉଦ୍ଘାଟିତ ଏହି ଉଚ୍ଚସ୍ତରୀୟ ବୈଷୟିକ ଅଧିବେଶନର ଶେଷ ଦିନରେ ବିଶ୍ୱବ୍ୟାପୀ ବଢ଼ୁଥିବା ଜଳବାୟୁ ପରିବର୍ତ୍ତନ ଓ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ବଡ଼ ରଣନୀତି ପ୍ରସ୍ତୁତ ହୋଇଛି। ବିପର୍ଯ୍ୟୟର କୌଣସି ଭୌଗୋଳିକ ସୀମା ନଥିବାରୁ, ଏକାଠି ମିଳିତ ଭାବେ କାର୍ଯ୍ୟ କରିବାକୁ ସମ୍ମିଳନୀରେ ସାମିଲ ୧୧ଟି ଯାକ […]
Continue readingରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବାଶିଷ ବିଜେଡି ଛାଡ଼ିବା ସହିତ ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲିପଡିଥିଲା। ୨୦୨୪ ଏପ୍ରିଲରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଦେବାଶିଷ ସାମନ୍ତରାୟ। ତାଙ୍କ କାର୍ଯ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖରେ ଶେଷ […]
Continue readingGRP କନଷ୍ଟେବଲ ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସୌମ୍ୟଙ୍କ ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC
ବହୁ ଚର୍ଚ୍ଚିତ ଜିଆରପି କନଷ୍ଟେବଲ ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ଘଟଣାରେ ଜାତୀୟ ମାନବାଧିକାର କମିଶନ (NHRC) ଙ୍କ ସ୍ପେଶାଲ ଟିମ୍ ଏବେ ସମ୍ପୂର୍ଣ୍ଣ ଆକ୍ସନ ମୋଡ୍ରେ ରହିଛି। ଗତକାଲି ବାଲିଅନ୍ତାର କ୍ରାଇମ ସ୍ପଟ୍, ଅଡ଼ଶପୁରରେ ସୌମ୍ୟଙ୍କ ଜିମ୍ ଏବଂ ମଉଜପୁରରେ ପରିବାର ଲୋକଙ୍କୁ ଭେଟିବା ପରେ ଆଜି ସକାଳ ୮ଟାରୁ ପୁଣି ଥରେ କମିଶନଙ୍କ କ୍ୟାମ୍ପ କୋର୍ଟରେ ଜେରା ପ୍ରକ୍ରିୟା ଜୋର୍ଦାର ହୋଇଛି। ଘଟଣା ସହ ଜଡ଼ିତ ପ୍ରତ୍ୟେକ ଛୋଟ ବଡ଼ ଦିଗକୁ ଉଜାଗର କରିବା […]
Continue readingଓଡ଼ିଶା ବିକାଶର ନୂଆ ଲାଇଫ୍ଲାଇନ୍ ‘କୋଷ୍ଟାଲ ହାଇୱେ’: ବଦଳିବ ଉପକୂଳ ଅର୍ଥନୀତିର ଚେହେରା
ଓଡ଼ିଶାର ସାମୁଦ୍ରିକ ସମୃଦ୍ଧି ଏବଂ ଯୋଗାଯୋଗ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ଏନଏଚ୍-୯୦ (NH-90) ଅଧୀନରେ ରାମେଶ୍ୱରରୁ କୋଣାର୍କ ଦେଇ ପାରାଦୀପ ପର୍ଯ୍ୟନ୍ତ ପ୍ରାୟ ୧୬୦ କିଲୋମିଟର ଲମ୍ବର ଗ୍ରୀନଫିଲ୍ଡ କୋଷ୍ଟାଲ ହାଇୱେ ପ୍ରକଳ୍ପକୁ ବିଧିବଦ୍ଧ ମଞ୍ଜୁରୀ ପ୍ରଦାନ କରିଛନ୍ତି। ₹୮,୩୦୦ କୋଟିରୁ ଅଧିକ ବ୍ୟୟବରାଦରେ ନିର୍ମାଣ ହେବାକୁ ଥିବା ଏହି ମେଗା ପ୍ରକଳ୍ପ ଓଡ଼ିଶାର ବିକାଶ କ୍ଷେତ୍ରରେ ଏକ ‘ଗେମ୍-ଚେଞ୍ଜର’ ହେବ । ଏହି […]
Continue readingକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ସୋସିଆଲ ମିଡିଆରେ ଅପପ୍ରଚାର: କ୍ରୋଏସିଆରୁ ଅପରେଟ୍ ହେଉଛି ଆଇପି, କଡ଼ା ସ୍ପଷ୍ଟୀକରଣ ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ!
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ସୋସିଆଲ ମିଡିଆରେ ଚାଲିଥିବା ମିଥ୍ୟା ଓ ବିଭ୍ରାନ୍ତିକର ଅପପ୍ରଚାର ଉପରୁ ପରଦା ହଟାଇଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କେନ୍ଦ୍ରମନ୍ତ୍ରୀଙ୍କୁ ବଦନାମ କରିବା ପାଇଁ ଏକ ସୁଚିନ୍ତିତ ରଣନୀତି ଅନୁଯାୟୀ ଏଭଳି ହୀନ ପ୍ରୟାସ କରାଯାଉଥିବା ନେଇ ଆଇନ ମନ୍ତ୍ରୀ ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ପ୍ରେସ୍ ମିଟ୍ କରି ଗୁରୁତ୍ୱପୂର୍ଣ୍ଣ ସ୍ପଷ୍ଟୀକରଣ ଦେଇଛନ୍ତି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ […]
Continue reading









