ନିଟ୍‌ ପରୀକ୍ଷା ପ୍ରକ୍ରିୟାରେ ତ୍ରୁଟି ହୋଇଥିବା ସ୍ୱୀକାର କରିବା ସହ ୨୨ ଲକ୍ଷ ପରୀକ୍ଷାର୍ଥୀଙ୍କ ମାନସିକ ଚିନ୍ତା ପାଇଁ ନିଜକୁ ଦାୟୀ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନିଟ୍‌ ପରୀକ୍ଷା ପ୍ରକ୍ରିୟାରେ ତ୍ରୁଟି ହୋଇଥିବା ସ୍ୱୀକାର କରିବା ସହ ୨୨ ଲକ୍ଷ ପରୀକ୍ଷାର୍ଥୀଙ୍କ ମାନସିକ ଚିନ୍ତା ପାଇଁ ନିଜକୁ ଦାୟୀ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନିଟ୍‌ ପରୀକ୍ଷାର୍ଥୀଙ୍କ ଦାୟିତ୍ୱ ନେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପରୀକ୍ଷା ପ୍ରକ୍ରିୟାରେ ତ୍ରୁଟି ହୋଇଥିବା ସ୍ୱୀକାର କରିବା ସହ ୨୨ ଲକ୍ଷ ପରୀକ୍ଷାର୍ଥୀଙ୍କ ମାନସିକ ଚିନ୍ତା ପାଇଁ ସେ ନିଜକୁ ଦାୟୀ କରିଛନ୍ତି। ନିଟ୍ ପରୀକ୍ଷା ପ୍ରକ୍ରିୟାରେ ସାଲିସ୍ କରାଯାଇଥିଲା। ଆସନ୍ତା ଜୁନ୍ ୨୧ ରେ ହେବାକୁ ଥିବା ପୁନଃ ପରୀକ୍ଷା ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ହେବ ବୋଲି ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଧର୍ମେନ୍ଦ୍ର। ‘ଜାଗରଣ ଭାରତ ଏଜୁକେସନ କନକ୍ଲେଭ୍ ୨୦୨୬’ ର ଷଷ୍ଠ […]

Continue reading →
ମାତୃଭାଷାରେ ଜ୍ଞାନ ଆହରଣ ଅଧିକ ସରଳ ଓ ପ୍ରଭାବଶାଳୀ – ଧର୍ମେନ୍ଦ୍ର ପ୍ରଧାନ

ମାତୃଭାଷାରେ ଜ୍ଞାନ ଆହରଣ ଅଧିକ ସରଳ ଓ ପ୍ରଭାବଶାଳୀ – ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆମ ସରକାର ସ୍କୁଲ ଶିକ୍ଷାରେ ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟ, ପୋଷଣ, ଦକ୍ଷତା ବିକାଶ ଏବଂ କ୍ରୀଡ଼ା ପ୍ରତି ବିଶେଷ ଧ୍ୟାନ ଦେଉଛନ୍ତି । ତେବେ ସାମ୍ପ୍ରତିକ ସମୟରେ ଷ୍ଟେମ(ସାଇନ୍ସ, ଟେକ୍ନୋଲୋଜି, ଇଞ୍ଜିନିୟରିଂ ଏବଂ ମାଥମେଟିକ୍ସ) ଶିକ୍ଷାରେ ଦେଶର ଝିଅମାନଙ୍କର ବଢୁଥିବା ସହଭାଗିତା ଆଜି ଭାରତୀୟ ଶିକ୍ଷା ବ୍ୟବସ୍ଥାର ଏକ ପ୍ରମୁଖ ଶକ୍ତି ପାଲଟିଛି ବୋଲି ଆଜି ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର […]

Continue reading →
ପଞ୍ଚାୟତ ନିର୍ବାଚନରେ ଭଲ ପ୍ରଦର୍ଶନ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ,ଟାର୍ଗେଟ୍ ୬୦୦ ସିଟ୍

ପଞ୍ଚାୟତ ନିର୍ବାଚନରେ ଭଲ ପ୍ରଦର୍ଶନ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ,ଟାର୍ଗେଟ୍ ୬୦୦ ସିଟ୍

ପଞ୍ଚାୟତ ନିର୍ବାଚନରେ ଭଲ ପ୍ରଦର୍ଶନ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ । ଏଥର ନିର୍ବାଚନରେ ୬୦୦ ଜିଲ୍ଲାପରିଷଦ ଆସନ ଜିତିବାକୁ କେନ୍ଦ୍ର ନେତୃତ୍ବ ରାଜ୍ୟ ବିଜେପିକୁ ଟାର୍ଗେଟ ଦେବାପରେ ରାଜ୍ୟ ନେତୃତ୍ବ ଚଳଚଞ୍ଚଳ । କାରଣ ସରକାରକୁ ଆସିବା ପରେ ବିଜେପି ପାଇଁ ଏହା ବଡ ଚ୍ୟାଲେଞ୍ଜ ହେବାକୁ ଯାଉଛି । ସେଥିପାଇଁ ସଂସଦୀୟ କ୍ଷେତ୍ରରେ ପଂଚାୟତ ସ୍ତରର ଅଭିଯୋଗ ଶୁଣାଣି ପାଇଁ ସଂସଦୀୟ କମିଟି ଗଠନ କରାଯାଇଛି | ଯେଉଁଥିରେ ବିଧାୟକ, ହାରିଥିବା ବିଧାୟକ ପ୍ରାର୍ଥୀ, […]

Continue reading →
ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ,ପ୍ରଶାସନକୁ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ,ପ୍ରଶାସନକୁ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ।  ପ୍ରଶାସନକୁ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ଏଣିକି ସରକାରୀ ସ୍ତରର ବିଭିନ୍ନ ବୈଠକ, ସମୀକ୍ଷା, ପ୍ରଶିକ୍ଷଣ, କର୍ମଶାଳା ଆଦି ଅତି ଆବଶ୍ୟକ ନ ହେଲେ ଭର୍ଚୁଆଲ ମୋଡରେ କରାଯିବ । ଯେଉଁଠି ପ୍ରତ୍ୟକ୍ଷ […]

Continue reading →
ପ୍ରକଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ,ଏକାସଙ୍ଗେ ବାହାରିଲା ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ

ପ୍ରକଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ,ଏକାସଙ୍ଗେ ବାହାରିଲା ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ

ପ୍ରକଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ। ଏକାସଙ୍ଗେ ବାହାରିଲା ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏଥର ବି ବାଜି ମାରିଲେ ଛାତ୍ରୀ । କଳା, ବାଣିଜ୍ୟ ଓ ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଆଗୁଆ ରହିଛନ୍ତି ଛାତ୍ରୀ । କଳାରେ ଛାତ୍ରଙ୍କ ପାସ ହାର ୭୭.୯୭% ଥିବାବେଳେ ଛାତ୍ରୀଙ୍କ ପାସ ହାର ରହିଛି ୮୯.୪୫%। କଳାରେ ମୋଟ ପାସହାର ୮୪.୫୦% । ସେହିପରି ବାଣିଜ୍ୟରେ ଛାତ୍ରଙ୍କ ପାସହାର ୮୬.୬୭% […]

Continue reading →
ଓଡ଼ିଶାରେ ତେଲ ଯୋଗାଣ ସ୍ୱାଭାବିକ, କୌଣସି କଟକଣା ନାହିଁ: ଗୁଜବରୁ ଦୂରେଇ ରହିବାକୁ ତୈଳ କମ୍ପାନୀଗୁଡ଼ିକର ଆହ୍ୱାନ

ଓଡ଼ିଶାରେ ତେଲ ଯୋଗାଣ ସ୍ୱାଭାବିକ, କୌଣସି କଟକଣା ନାହିଁ: ଗୁଜବରୁ ଦୂରେଇ ରହିବାକୁ ତୈଳ କମ୍ପାନୀଗୁଡ଼ିକର ଆହ୍ୱାନ

ବିଶ୍ୱ ବଜାରରେ ତୈଳ ଏବଂ ଗ୍ୟାସ୍ କ୍ଷେତ୍ରରେ ଦେଖାଦେଇଥିବା ଅନିଶ୍ଚିତତା ସତ୍ତ୍ୱେ ଓଡ଼ିଶାରେ ପେଟ୍ରୋଲ, ଡିଜେଲ ଏବଂ ଏଲ୍‌ପିଜି (LPG) ଗ୍ୟାସ୍ ଯୋଗାଣ ସମ୍ପୂର୍ଣ୍ଣ ସ୍ୱାଭାବିକ ରହିଛି। ରାଜ୍ୟରେ ତେଲ କିମ୍ବା ଗ୍ୟାସ୍‌ର କୌଣସି ଅଭାବ ନାହିଁ ଏବଂ ସମସ୍ତ ପେଟ୍ରୋଲ ପମ୍ପରେ ବିନା କୌଣସି କଟକଣାରେ ତେଲ ଯୋଗାଇ ଦିଆଯାଉଛି ବୋଲି ସରକାରୀ ସ୍ତରରେ ସ୍ପଷ୍ଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପ୍ରେସ୍ ଇନଫରମେସନ୍ ବ୍ୟୁରୋ ପକ୍ଷରୁ ଏକ ବିଧିବଦ୍ଧ ସୂଚନା ଜାରି କରାଯାଇଛି। ଦେଶର […]

Continue reading →

ପୂର୍ବ ଭାରତରେ କୃଷି ବିକାଶ ପାଇଁ ରୋଡ୍‍ ମ୍ୟାପ୍‍ ଚୂଡାନ୍ତ : ଶ୍ରୀ ଶିବରାଜ ସିଂହ ଚୌହାନ

କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଖରିଫ କୃଷି ଜୋନାଲ ସମ୍ମିଳନୀ ଅବସରରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଯେ କେନ୍ଦ୍ର ଏବଂ ରାଜ୍ୟଗୁଡ଼ିକ ଦ୍ୱାରା ମିଳିତ ଭାବେ ବିକଶିତ ହୋଇଥିବା ବିଷୟ-ନିର୍ଦ୍ଦିଷ୍ଟ, ଅଞ୍ଚଳ-ନିର୍ଦ୍ଦିଷ୍ଟ ଏବଂ ରାଜ୍ୟ-ନିର୍ଦ୍ଦିଷ୍ଟ ରୋଡମ୍ୟାପ୍ ମାଧ୍ୟମରେ ପୂର୍ବ ଭାରତର କୃଷି କ୍ଷେତ୍ର ନୂତନ ଶିଖର ହାସଲ କରିପାରିବ। ସେ କହିଥିଲେ ଯେ ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ […]

Continue reading →
ନିଟ୍-ୟୁଜି ୨୦୨୬ : ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ନେଇ ସମୀକ୍ଷା କଲେକେନ୍ଦ୍ର ଶିକ୍ଷାମନ୍ତ୍ରୀ

ନିଟ୍-ୟୁଜି ୨୦୨୬ : ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ନେଇ ସମୀକ୍ଷା କଲେକେନ୍ଦ୍ର ଶିକ୍ଷାମନ୍ତ୍ରୀ

ଅଣ୍ଡର ଗ୍ରାଜୁଏଟ୍ ମେଡିକାଲ ପାଠ୍ୟକ୍ରମରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୬କୁ ପୁନଃ ଆୟୋଜନ କରାଯାଉଛି। ମେ’ ୩ରେ ହୋଇଥିବା ନିଟ୍-ୟୁଜି ୨୦୨୬କୁ ପ୍ରଶ୍ନପତ୍ର ପ୍ରଘଟ କାରଣରୁ ବାତିଲ କରାଯିବା ପରେ ଆସନ୍ତା ଜୁନ୍ ୨୧ରେ ଏହି ପରୀକ୍ଷା ପୁନର୍ବାର ହେବାକୁ ଯାଉଛି। ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ ଟେଷ୍ଟିଂ […]

Continue reading →
ଖୋର୍ଦ୍ଧା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା

ଖୋର୍ଦ୍ଧା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଆଜି ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ‘ପାଇକ ବିଦ୍ରୋହ ସ୍ମାରକୀ’ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ୧୮୧୭ ମସିହାରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ଶାସନ ବିରୁଦ୍ଧରେ ହୋଇଥିବା ଏହି ସଶସ୍ତ୍ର ଗଣବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏହା […]

Continue reading →
ତିନି ଦିନରେ ରାଜଧାନୀବାସୀ ପିଇଗଲେ ମାସକର ପେଟ୍ରୋଲ!

ତିନି ଦିନରେ ରାଜଧାନୀବାସୀ ପିଇଗଲେ ମାସକର ପେଟ୍ରୋଲ!

ଗତ ତିନି ଦିନ ଧରି ସାରା ଓଡ଼ିଶା ସମେତ ରାଜଧାନୀ ଭୁବନେଶ୍ୱରର ପେଟ୍ରୋଲ ପମ୍ପଗୁଡ଼ିକରେ ଯେଉଁ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଲା, ତାହା ସଭ୍ୟ ସମାଜର ମାନସିକତା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସାଧାରଣ ଗୁଜବ ଏବଂ ଭୟ ପଛରେ ଗୋଡ଼ାଇ ରାଜଧାନୀବାସୀ ମାତ୍ର ତିନି ଦିନ ଭିତରେ ପ୍ରାୟ ମାସକର ପେଟ୍ରୋଲ ପିଇଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଆଇଓସିଏଲ୍‌ (IOCL) ର ସରକାରୀ ତଥ୍ୟ ଅନୁଯାୟୀ, ଗତ ଦୁଇ-ତିନି ଦିନରେ ରାଜ୍ୟରେ ତେଲର […]

Continue reading →