ଉତ୍କଳ ରତ୍ନ ବାରିଷ୍ଟର ବିଶ୍ବନାଥ ମିଶ୍ର ଆସନ୍ତା କାଲି ପ୍ରଥମ ଓଡ଼ିଆ ବାରିଷ୍ଟର, ପ୍ରଥମ କେନ୍ଦ୍ରୀୟ ସଂସଦୀୟ ବ୍ୟବସ୍ଥାର ସଦସ୍ୟ, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କାଣ୍ଡାରୀ, ଅତୁଳନୀୟ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ପରମ୍ପରା ପ୍ରାଣ ତଥା ଉତ୍କଳ ରତ୍ନ ବାରିଷ୍ଟର ବିଶ୍ବନାଥ ମିଶ୍ର ଙ୍କ ୯୨ ତମ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କର ପ୍ରତିମୂର୍ତ୍ତି ସ୍ଥଳରେ ( ରାଜଭବନ ସମ୍ମୁଖରେ) ସକାଳ ୯ ଘଣ୍ଟା ସମୟରେ ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା […]
Continue readingCategory Archives: ରାଜ୍ୟ
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସମ୍ବଲପୁରରେ ‘ସେବା ପକ୍ଷ’ ପାଳିଲେ କେନ୍ଦ୍ରମନ୍ତ୍ରୀ
ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଜନନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ନିଜ ସଂସଦୀୟ କ୍ଷେତ୍ର ସମ୍ବଲପୁରରେ ‘ସେବା ପକ୍ଷ’ ପାଳନ କରିବା ସହ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି । ଶ୍ରୀ ପ୍ରଧାନ ଆଜି ପ୍ରଥମେ ସମ୍ବଲପୁର ସୈନିକ ସ୍କୁଲ ପରିସରରେ ‘ସେବା ପକ୍ଷ’ କାର୍ଯ୍ୟକ୍ରମ ଅଧୀନରେ ସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ନାଗରିକ ଓ ସ୍ୱେଚ୍ଛାସେବୀ […]
Continue readingଜଗନ୍ନାଥ ସେବା ଫାଉଣ୍ଡେସନ ପକ୍ଷରୁ ବୃକ୍ଷ ରୋପଣ
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଦାମୋଦର ମୋଦିଙ୍କ ୭୫ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଶ୍ରୀ ଜଗନ୍ନାଥ ସେବା ଫାଉଣ୍ଡେସନ ପକ୍ଷରୁ ବୃକ୍ଷ ରୋପଣ,ବୃକ୍ଷ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଇନଡା ପ୍ରାଥମିକ ବିଦ୍ୟାଳୟ ପରିସରରେ, ପ୍ରତିଷ୍ଠାତା ବଳରାମ ତରାଇ,ଶ୍ରୀ ହେମନ୍ତ କୁମାର ବେହେରାଙ୍କ ସଭାପତିତ୍ବରେ , ସ୍କୁଲ ର ପ୍ରଧାନ ଶିକ୍ଷକ ରେଣୁବାଳ ବଳିୟାର ସିଂହ, ଶରତ ନାୟକ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଛାତ୍ର ଛାତ୍ରୀ ମାନେ ମା ପାଇଁ ଗଛ ଟିଏ ଏକ […]
Continue readingପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ୭୫ତମ ‘ଜନ୍ମଦିନ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ
ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି । ଶ୍ରୀ ପ୍ରଧାନ ଭିଡ଼ିଓ ବାର୍ତ୍ତାରେ କହିଛନ୍ତି ଯେ, ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ମୋଦୀଜୀ ଯେଉଁ ପୃଷ୍ଠଭୂମିରୁ ଆସି ଦେଶର ନେତୃତ୍ୱ ନେଇଛନ୍ତି ଏବଂ ରାଷ୍ଟ୍ରର ମର୍ଯ୍ୟାଦା ବଢାଇଛନ୍ତି, […]
Continue readingରାତି ପାହିଲେ ଦେବଶୀଳ୍ପୀ ବିଶ୍ବକର୍ମା ପୂଜା
ରାତି ପାହିଲେ ଦେବଶୀଳ୍ପୀ ବିଶ୍ବକର୍ମା ପୂଜା। ରାଜ୍ୟ ରାଜଧାନୀ ଭୁବନେଶ୍ବରଠୁ ଆରମ୍ଭ କରି ପାରାଦୀପ ସବୁଠି ଧରାତରଣ କରିଛନ୍ତି ନିର୍ମାଣ ଦେବତା ଦେବଶିଳ୍ପୀ ବିଶ୍ୱକର୍ମା। ରଙ୍ଗ ବେରଙ୍ଗର ଆଲୋକ ମାଳା ସାଂଗକୁ ଭଳିକି ଭଳି ସୁସଜ୍ଜିତ ସୁଉଚ୍ଚ ତୋରଣ ଓ ତୋରଣ ମଧ୍ୟରେ ବିରାଜମାନ କରିଛନ୍ତି ଦେବଶିଳ୍ପୀ। ବିଭିନ୍ନ ପୂଜାକମିଟି ତରଫରୁ ପୂଜାକୁ ଆକର୍ଷଣୀୟ କରିବା ପାଇଁ ଶେଷ ସ୍ପର୍ଶ ଦେଉଛନ୍ତି ମୂର୍ତ୍ତି କାରୀଗର। କେଉଁଠି ବିଭିନ୍ନ ରାଜ୍ୟର ମନ୍ଦିରର ଭ୍ରମ ସୃଷ୍ଟି କରୁଛି ତ କେଉଁଠି […]
Continue readingବାଲିହରଚଣ୍ଡିରେ ଯୁବତୀଙ୍କୁ ଗଣଦୁଷ୍କର୍ମ : ବିଜେଡିର ନିନ୍ଦା
ଓଡ଼ିଶାର ଗର୍ବ ଓ ଗୌରବକୁ ମାଟିରେ ମିଶାଇ ଦେଲାଣି ବିଜେପି ସରକାର । ତେଣୁ ମହିଳାଙ୍କୁ ସୁରକ୍ଷା ପ୍ରଦାନ ଦାବିରେ ଆସନ୍ତାକାଲି ସବୁ ଏସପି ଅଫିସରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଦାବି ପତ୍ର ପ୍ରଦାନ କରାଯିବ । ଯଦି ସରକାର ନ ଚେତିବେ, ତେବେ ଆନ୍ଦୋଳନକୁ ଗାଁ ଗାଁରେ ଜୋରଦାର କରିବାକୁ ଚେତାବନୀ ଦେଇଛି ବିଜେଡି । ପୁରୀ ଜିଲ୍ଲା ବ୍ରହ୍ମଗିରି ବାଲିହରଚଣ୍ଡୀରେ ଘଟିଥିବା ଗଣଦୁଷ୍କର୍ମ ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ […]
Continue readingତାଳଚେର ପବିତ୍ର ମୋହନ ସରକାରୀ ମେଡିକାଲ କଲେଜ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ଅନୁଗୋଳ ଜିଲ୍ଲା ତାଳଚେର ପବିତ୍ର ମୋହନ ସରକାରୀ ମେଡିକାଲ କଲେଜ ଚଳିତ ଶିକ୍ଷାବର୍ଷରୁ ୧୦୦ଟି ଏମବିବିଏସ ସିଟ୍ ନାମ ଲେଖାଇବା ପାଇଁ ‘ଜାତୀୟ ମେଡିକାଲ କମିଶନ’ ମଞ୍ଜୁରୀ ଦେବା ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏହି ହସ୍ପିଟାଲ ପରିଦର୍ଶନ କରିଛନ୍ତି । ଏ ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନୁଗୋଳ ଜିଲ୍ଲାରେ ବହୁ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିଛି । ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ […]
Continue readingଓଡ଼ିଶାର ବିକାଶ କରିବାକୁ ସଂକଳ୍ପ ନେଇଛି ବିଜେପି ସରକାର : ମନମୋହନ ସାମଲ
ଦେଶ ସ୍ୱାଧୀନତାର ୭୮ ବର୍ଷ ପରେ ଓଡ଼ିଶାରେ ବିଜେପି ଏକାକୀ ସରକାର ଗଢ଼ିବାରେ ସଫଳ ହୋଇଛି । ଏବେ ରାଜ୍ୟରେ ଥିବା ସମସ୍ତ ସମସ୍ୟାର ସମାଧାନ ପାଇଁ ସମୟ ଆସଛି । ଓଡ଼ିଶାର ବିକାଶ କରିବାକୁ ସଂକଳ୍ପ ନେଇଛି ବିଜେପି ସରକାର । ସବୁ ସମସ୍ୟାର ସମାଧାନ କରି ଓଡ଼ିଶାକୁ ୧ ନମ୍ବର କରିବାକୁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଭଦ୍ରକ ଜିଲା ଚାନ୍ଦବାଲିଠାରେ ଅନୁୂଷ୍ଠିତ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ସଭାପତି ଶ୍ରୀ ମନମୋହନ […]
Continue readingପଂଚଭୂତରେ ବିଲିନ ବିପ୍ଲବର ପାର୍ଥିବ ଶରୀର
ଉତ୍କଳ ରାଜ୍ୟ ପରିଷଦ ବରିଷ୍ଠ ବାମପନ୍ଥି ନେତା ସାଥୀ ଦାମୋଦର ବେହେରାଙ୍କ ଏକମାତ୍ର ପୁତ୍ର ବିପ୍ଲବର ଗତ ୧୪/୦୯/ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦର୍ଘଟଣାରେ ଦୁଃଖଦ ମୃତ୍ୟୁ ଘଟିଛି । ବିପ୍ଲବର ମୃତ୍ୟୁରେ ନିଜ ଜନ୍ମ ଭୂମି ଓ କର୍ମ ଭୂମି ରେ ଗଭୀର ଶୋକର ଛାୟା ଖେଳିଯାଇଛି । ଗତ କାଲି ଭୁବନଶ୍ୱର ରାଜଧାନୀ ଡାକ୍ତର ଖାନାରେ ସବ ବ୍ୟବଛେଦ ପରେ ରାଜ୍ୟ CPI ମୁଖ୍ୟ ଦପ୍ତର ରେ ସର୍ବ ସାଧାରଣ ଙ୍କ ଦର୍ଶନ ପାଇଁ […]
Continue readingକେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଗୋଳ ଜିଲ୍ଲା ଏମସିଏଲ ପ୍ରକଳ୍ପର ଆରପିଡିଏସି ଓ ଡିଏମଏଫ୍ ବୈଠକ ଅନୁଷ୍ଠିତ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଗୋଳ ଜିଲ୍ଲାର ମହାନଦୀ କୋଲ୍ ଫିଲ୍ଡ ଲିମିଟେଡ୍(ଏମସିଏଲ) ପ୍ରକଳ୍ପର ୧୫ତମ ରିହାବିଲିଟେସନ ଆଣ୍ଡ୍ ପେରିଫେରି ଡେଭଲପମେଣ୍ଟ ଆଡଭାଇଜରି କମିଟି(ଆରପିଡିଏସି) ଏବଂ ଜିଲ୍ଲା ଡିଏମଏଫ ଟ୍ରଷ୍ଟ ବୋର୍ଡର ପୃଥକ ପୃଥକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ବୈଠକରେ ଜନସମସ୍ୟାକୁ ପ୍ରାଥମିକତା ଦେବା ଏବଂ ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କାର୍ଯ୍ୟ କରିବା ଦିଗରେ ଏମସିଏଲ୍ ଓ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ […]
Continue reading