ଅନୁଗୋଳ ଜିଲ୍ଲା ତାଳଚେର ପବିତ୍ର ମୋହନ ସରକାରୀ ମେଡିକାଲ କଲେଜ ଚଳିତ ଶିକ୍ଷାବର୍ଷରୁ ୧୦୦ଟି ଏମବିବିଏସ ସିଟ୍ ନାମ ଲେଖାଇବା ପାଇଁ ‘ଜାତୀୟ ମେଡିକାଲ କମିଶନ’ ମଞ୍ଜୁରୀ ଦେବା ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏହି ହସ୍ପିଟାଲ ପରିଦର୍ଶନ କରିଛନ୍ତି । ଏ ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନୁଗୋଳ ଜିଲ୍ଲାରେ ବହୁ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିଛି । ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ […]
Continue readingCategory Archives: ରାଜ୍ୟ
ଓଡ଼ିଶାରେ ‘ନ୍ୟୁ ଏଜ୍ଅର୍ଥନୀତି’ର ନେତୃତ୍ୱନେବ ଭିସୁଟ – ଧର୍ମେନ୍ଦ୍ର
ଓଡ଼ିଶାରେ ‘ନ୍ୟୁ ଏଜ୍ ଅର୍ଥନୀତି’ର ନେତୃତ୍ୱ ନେବ ଭିସୁଟ – ଧର୍ମେନ୍ଦ୍ର ବୁର୍ଲା, ତା ୧୩/୦୯ – ଦଶନ୍ଧି ଦଶନ୍ଧି ଧରି ଭିସୁଟ ରାଜ୍ୟ ତଥା ଦେଶରେ ବୈଷୟିକ ଶିକ୍ଷାର ପ୍ରସାର କରିଆସୁଛି । ଗରିବ ଓ ସାଧାରଣ ଘରୁ ଆସି ଭିସୁଟରେ ପଢୁଥିବା ପିଲାମାନେ ଆମ ଦେଶର ବୈଜ୍ଞାନିକ ଓ ଇଞ୍ଜିନିୟରିଂ ଶକ୍ତିର ପ୍ରତୀକ ହୋଇଛନ୍ତି ବୋଲି ଶନିବାର ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ), ବୁର୍ଲାର ୧୬ତମ ସମାବର୍ତ୍ତନ ସମାରୋହରେ ଓଡ଼ିଶା ମାନ୍ୟବର ରାଜ୍ୟପାଳ […]
Continue readingପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି
ଭୁବନେଶ୍ୱର: ପୁରୀ ଜିଲ୍ଲାର କୃଷିକୁ ଆଗକୁ ବଢ଼ାଇବା, କୃଷକଙ୍କୁ ସମୟୋପଯୋଗୀ କୃଷି ସହାୟତା ଏବଂ ଆଧୁନିକ ଜ୍ଞାନକୌଶଳ ପହଞ୍ଚାଇବା ପାଇଁ ଏକ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର (KVK) ସ୍ଥାପନ ହେବା ଦରକାର ବୋଲି ବିଜେପି କୃଷକ ମୋର୍ଚ୍ଚା ଦାବି କରିଛି। ଏହି ସମ୍ବନ୍ଧରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସମ୍ପାଦକ ପ୍ରଶାନ୍ତ ସ୍ୱାଇଁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ପଣ୍ଡା, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅଜୟ ପ୍ରଧାନ, ଉପସଭାପତି ରଞ୍ଜନ ବରାଳ ଓ ଅର୍ଜୁନ […]
Continue readingଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ
ଜାତୀୟ ପୁଷ୍ଟିକର ମାସ ଅବସରରେ, ସଞ୍ଜୀବନ ସ୍ୱାସ୍ଥ୍ୟ କେନ୍ଦ୍ର, ଆଇଆଇଟି ଭୁବନେଶ୍ୱର, କଳିଙ୍ଗ ହସ୍ପିଟାଲର ସହଯୋଗରେ, ଆଜି ପ୍ରତିଷ୍ଠାନର କମ୍ୟୁନିଟି ସେଣ୍ଟରରେ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଉପରେ ଏକ ସଚେତନତା ଆଲୋଚନାର ଆୟୋଜନ କରିଥିଲା। ଏହି ଅଧିବେଶନରେ କଳିଙ୍ଗ ହସ୍ପିଟାଲ, ଭୁବନେଶ୍ୱରର କ୍ଲିନିକାଲ୍ ନ୍ୟୁଟ୍ରିସନିଷ୍ଟ ଡକ୍ଟର ଅଞ୍ଜନା ତ୍ରିପାଠି ଯୋଗଦେଇଥିଲେ ଏବଂ ସୁସ୍ଥ ଖାଦ୍ୟ ପସନ୍ଦକୁ ଉତ୍ସାହିତ କରିବା ପାଇଁ ମାଣ୍ଡିଆ ଖାଦ୍ୟ ନମୁନା ପ୍ରଦର୍ଶନ ଏବଂ ବିକ୍ରୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସମାବେଶକୁ ସମ୍ବୋଧିତ କରି ଡକ୍ଟର ତ୍ରିପାଠି ଗୁରୁତ୍ୱାରୋପ କରିଥିଲେ […]
Continue readingସମ୍ବଲପୁରରେ “ଆସ ସ୍କୁଲ ଯିବା” ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଅଧାରୁ ପାଠ ଛାଡ଼ିଥିବା, ବିଦ୍ୟାଳୟରେ ଆଦୌ ନାମ ଲେଖାଇ ନଥିବା ତଥା ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସମ୍ବଲପୁରରେ ରାଜ୍ୟବ୍ୟାପୀ ଅଭିଯାନ ଆୟୋଜିତ “ଆସ ସ୍କୁଲ ଯିବା” ସଚେତନତା ପଦଯାତ୍ରାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି । ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ଜାତୀୟ ଶିକ୍ଷା ନୀତିର ମୂଳ ଉଦ୍ଦେଶ୍ୟ ହେଉଛି – […]
Continue readingସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୫ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ
ଓଡ଼ିଶାବାସୀଙ୍କ ସୁଖ, ସମୃଦ୍ଧି ଓ ସମ୍ପନ୍ନତା ବଢାଇବା ପାଇଁ ବିଶ୍ୱବିଦ୍ୟାଳୟ ଚିନ୍ତା କରିବା ଆବଶ୍ୟକ । କେବଳ ଏତିକି ନୁହେଁ, ମାତୃଭାଷାରେ ଶିକ୍ଷାଦାନ କରିବା ଉପରେ ମଧ୍ୟ ଶିକ୍ଷାୟତନକୁ ଯଥେଷ୍ଟ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି ବୋଲି ଶନିବାର ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୫ତମ ସମାବର୍ତ୍ତନ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶା ମାନ୍ୟବର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ଡଃ. ହରିବାବୁ କମ୍ଭମପାଟିଙ୍କ ସହ ଏହି ସମାରୋହରେ ଯୋଗଦେଇ […]
Continue readingଗଞ୍ଜାମରେ ‘ପୋଷଣ ମାସ’ ଏବଂ ‘ଏକ୍ ପେଡ୍ ମା’ କେ ନାମ୍’ ଅଭିଯାନ ସମ୍ପର୍କରେ ସଚେତନତା
ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବ୍ରହ୍ମପୁର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ‘ପୋଷଣ ମାସ’ ଏବଂ ‘ଏକ୍ ପେଡ୍ ମା’ କେ ନାମ୍’ (ମା’ଙ୍କ ନାମରେ ଗଛଟିଏ) ଅଭିଯାନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିଶୁ ଏବଂ ମହିଳାଙ୍କ ମଧ୍ୟରେ ପୋଷଣ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଛି। ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣଚନ୍ଦ୍ର ନାୟକ କାର୍ଯ୍ୟକ୍ରମରେ ମୁଖ୍ୟ […]
Continue readingଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ “ମୋଦୀ ଯୁବା ମାରାଥନ” ଆୟୋଜନ କରାଯିବ
ଚଳିତ ବର୍ଷ ମୋଦିଜୀଙ୍କ ୭୫ ତମ ଜନ୍ମଦିବକୁ ସ୍ମରଣୀୟ ରଖିବା ଉଦ୍ଦେଶ୍ୟରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଅବସରରେ ବୃକ୍ଷଚାରା ରୋପଣଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଜେପି, ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ସେପ୍ଟେମ୍ବର ୨୧ରେ ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ ସବୁଠାରୁ ଆକର୍ଷଣୀୟ କାର୍ଯ୍ୟକ୍ରମ “ମୋଦୀ ଯୁବା ମାରାଥନ” ଆୟୋଜନ କରାଯିବ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ […]
Continue readingକଣ୍ଠଶିଳ୍ପୀ ଲିଟିଲ୍ କରଙ୍କ ପ୍ରଥମ ସ୍ମୃତିସଭା
ଓଡିଶା ର ଯୁବ, ଉଜ୍ବଳ ପ୍ରତିଭାଦୀପ୍ତା କଣ୍ଠଶିଳ୍ପୀ ତଥା ବିଶିଷ୍ଟ ନାଟ୍ୟକାର, ଚଳଚିତ୍ର ନିର୍ଦ୍ଧେଶକ ଚନ୍ଦ୍ରଭାନୁ କର ଙ୍କ ଏକ ମାତ୍ର ସୁଯୋଗ୍ୟା ସନ୍ତାନ ଲିଟିଲ କର ଙ୍କ ବିୟୋଗ ପରେ ପ୍ରଥମ ସ୍ମୃତିସଭା ଅନୁଷ୍ଠିତ ହେବାକୁ ଯାଉଛି । ଆସନ୍ତା ସେପ୍ଟେମ୍ବର 4 ତାରିଖରେ ଗୀତଗୋବିନ୍ଦ ସଦନରେ ସନ୍ଧ୍ୟାରେ ଅନୁଷ୍ଠିତ ହେବ । ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥିଙ୍କ ସଭାପତିତ୍ବରେ ଏହି ସ୍ମୃତିସଭା ଆୟୋଜନ କରାଯିବ […]
Continue readingପରିତ୍ୟକ୍ତ ଅବସ୍ଥାରେ ବରପୁତ୍ର ନୀଳମଣି ବିଦ୍ୟାରତ୍ନଙ୍କ ସମାଧିପୀଠ
ମହାନ ସ୍ୱାଧୀନତା ସଂଗ୍ରାମୀ, ବାଙ୍କୀର ବରପୁତ୍ର, ସାମ୍ବାଦିକ ଜଗତ ର ଉଜ୍ବଳ ଜ୍ୟୋତିଷ୍କ, ସାହିତ୍ୟିକ ଉତ୍କଳ ସମ୍ମିଳନୀର ଆଦ୍ୟସ୍ରଷ୍ଟା, ଉତ୍କଳର ଗର୍ବ ଓ ଗୌରବ ବହୁମୁଖୀ ପ୍ରତିଭାଦୀପ୍ତ ନୀଳମଣି ବିଦ୍ୟାରତ୍ନଙ୍କ ସତୀଚଉରା ଠାରେ ଥିବା ସମାଧି ପୀଠ ପରିତ୍ୟକ୍ତ, ଜରାଜୀର୍ଣ୍ଣ ଅବସ୍ଥାରେ ଦୀର୍ଘ ୨୫ ବର୍ଷଧରି ପଡ଼ିରହିଛି ।
Continue reading