ଓଡ଼ିଶା ଉପରେ ବାତ୍ୟା ସଙ୍କଟ! ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଓଡ଼ିଶା ଉପରେ ବାତ୍ୟା ସଙ୍କଟ! ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ପୁଣି ଏକ ଚିନ୍ତାଜନକ ଖବର। ବଙ୍ଗୋପସାଗରରେ ଏକ ସମ୍ଭାବ୍ୟ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ଘନେଇବାରେ ଲାଗିଛି। ଭାରତୀୟ ପାଣିପାଗ ବିଭାଗ (IMD) ର ସୂଚନା ଅନୁଯାୟୀ, ଗତ ୧୧ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଯାହା ଧିରେ ଧିରେ ଶକ୍ତିଶାଳୀ ହେବାରେ ଲାଗିଛି। ଏହାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ, ତାହା ଆସନ୍ତା ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ। ପାଣିପାଗ ବିଜ୍ଞାନୀଙ୍କ ଅନୁମାନ ଅନୁଯାୟୀ, […]

Continue reading →
ସୁନା, ଇନ୍ଧନ, ଖାଇବା ତେଲ, ସାର ଓ ବିଦେଶ ଯାତ୍ରା ଆଦି ବାବଦରେ ଖର୍ଚ୍ଚ କମ୍ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

ସୁନା, ଇନ୍ଧନ, ଖାଇବା ତେଲ, ସାର ଓ ବିଦେଶ ଯାତ୍ରା ଆଦି ବାବଦରେ ଖର୍ଚ୍ଚ କମ୍ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

ସୁନାଠାରୁ ସାର ପର୍ଯ୍ୟନ୍ତ ଖର୍ଚ୍ଚ କମାଇବାକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ପଛର କାରଣ ଭାରତ ଏବେ ଏକ ଜଟିଳ ବିଶ୍ୱ ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ମଧ୍ୟ-ପ୍ରାଚ୍ୟରେ ଯୁଦ୍ଧ ସଙ୍କଟ ଏବଂ ଅନ୍ୟପଟେ ବିଶ୍ୱ ଅର୍ଥନୀତିରେ ଅସ୍ଥିରତା। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ନିଜର ଦୈନିକ ଜୀବନଶୈଳୀ ଓ ଖର୍ଚ୍ଚରେ କିଛି ପରିବର୍ତ୍ତନ ଆଣିବାକୁ ଅନୁରୋଧ କରିଛନ୍ତି। ଭାରତ ତାର ଆବଶ୍ୟକତାର ଅଧିକାଂଶ ସୁନା ଏବଂ ଅଶୋଧିତ ତୈଳ ବିଦେଶରୁ ଆମଦାନୀ କରେ। […]

Continue reading →
ସମ୍ବଲପୁରରେ ୧୯୪ କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ସମ୍ବଲପୁରରେ ୧୯୪ କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ସମ୍ବଲପୁର ହେଉଛି ଅପାର ସମ୍ଭାବନାର ଅଞ୍ଚଳ ଏବଂ ଏହି ମାଟିର ସର୍ବାଙ୍ଗୀନ ବିକାଶ କରିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ । ଏହି ସଂକଳ୍ପକୁ ପାଥେୟ କରି ରେଢଖୋଲ ନିର୍ବାଚନମଣ୍ଡଳୀର ବିକାଶ ଧାରାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆଜି ପ୍ରାୟ ୧୯୪ କୋଟି ଟଙ୍କାର ୪୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରାଯାଇଛି । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଏବଂ କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ଉଦ୍ଦିଷ୍ଟ ଏହି ପ୍ରକଳ୍ପଗୁଡ଼ିକ ଆଗାମୀ ଦିନରେ […]

Continue reading →
ଲୋକଲୋଚନକୁ ଆସିବ ଭୀମମଣ୍ଡଳୀର ଗୌରବମୟ ଇତିହାସ- ଧର୍ମେନ୍ଦ୍ର ପ୍ରଧାନ

ଲୋକଲୋଚନକୁ ଆସିବ ଭୀମମଣ୍ଡଳୀର ଗୌରବମୟ ଇତିହାସ- ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ “ଭୀମମଣ୍ଡଳୀ ଇକୋ ହେରିଟେଜ୍ ସାଇଟ୍”ର ଭୂମିପୂଜନ କରିଛନ୍ତି । ଏହି ଐତିହାସିକ ଐତିହ୍ୟ ସ୍ଥଳୀ ଭୀମମଣ୍ଡଳୀର ଗୌରବମୟ ଇତିହାସକୁ ଲୋକଲୋଚନକୁ ଆଣିବା ସହ ଏହା ସମ୍ବଲପୁରର ପର୍ଯ୍ୟଟନକୁ ସୁଦୃଢ଼ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭୀମମଣ୍ଡଳୀ କେବଳ ଏକ ପର୍ଯ୍ୟଟନ ସ୍ଥଳୀ ନୁହେଁ, ବରଂ ଓଡ଼ିଶାର ଗୌରବମୟ ଇତିହାସ ଓ ପୁରାତନ […]

Continue reading →
ସେବା ଭାରତୀ’ ନିଃସ୍ୱାର୍ଥପର ମାନବସେବାର ଜ୍ୱଳନ୍ତ ଉଦାହରଣ- ଧର୍ମେନ୍ଦ୍ର ପ୍ରଧାନ

ସେବା ଭାରତୀ’ ନିଃସ୍ୱାର୍ଥପର ମାନବସେବାର ଜ୍ୱଳନ୍ତ ଉଦାହରଣ- ଧର୍ମେନ୍ଦ୍ର ପ୍ରଧାନ

ସେବା ଭାରତୀ କେବଳ ଏକ ସଂଗଠନର ନାମ ନୁହେଁ, ବରଂ ଏହା ନିଃସ୍ୱାର୍ଥପର ସେବାର ଏକ ଅନନ୍ୟ ପ୍ରତୀକ ବୋଲି ଶନିବାର ସମ୍ବଲପୁର ଠାରେ ଆୟୋଜିତ ‘ସେବା ଭାରତୀ’ ଓଡ଼ିଶା ପଶ୍ଚିମ ପ୍ରାନ୍ତର ବାର୍ଷିକ ଉତ୍ସବରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ନିଜ ଅଭିଭାଷଣରେ କହିଛନ୍ତି ଯେ, “ସେବା ହିଁ ଭଗବାନ” ମନ୍ତ୍ରକୁ ପାଥେୟ କରି ଶିକ୍ଷା, ସ୍ୱାସ୍ଥ୍ୟ, ସାମାଜିକ ସଂସ୍କାର ଏବଂ ବିପର୍ଯ୍ୟୟ ପରିଚାଳନା ଭଳି […]

Continue reading →
ସତ୍ୟମେବ ଜୟତେ ଅଭିଯାନ

ସତ୍ୟମେବ ଜୟତେ ଅଭିଯାନ

ପଟିଆ, ଭୁବନେଶ୍ୱର:- ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସଂସ୍ଥା ୯୦ବର୍ଷ ଈଶ୍ୱରୀୟଯାତ୍ରା ପୁରଣକରିବା ଅବସରରେ ବ୍ରହ୍ମାକୁମାରୀ ପ୍ରତିଷ୍ଠାନ ୨୦୨୬-୨୭ବର୍ଷକୁ ବିଶ୍ୱସେବା ମହୋତ୍ସବ ପାଳନକରୁଛି । ବ୍ରହ୍ମାକୁମାରୀ ସଂସ୍ଥାର ରାଜନେତା ସେବା ପ୍ରଭାଗ ରାଜନୈତିକ ନେତାମାନଙ୍କୁ ଚିନ୍ତା, ଶଦ୍ଦ ଏବଂ କାର୍ଯ୍ୟରେ ସତ୍ୟର ଅନନ୍ତ ମୂଲ୍ୟ । (ସତ୍ୟ)କୁ ଗ୍ରହଣ କରିବାକୁ ପ୍ରେରଣା ଦେବାପାଇଁ ଏକ ଜାତୀୟ ଅଭିଯାନ “ସତ୍ୟମେବ ଜୟତେ” ଆୟୋଜନ କରୁଛି ଯାହାଦ୍ୱାରା ବିଶ୍ୱାସ, ଅଖଣ୍ଡତା ଏବଂ ନୈତିକ ଶାସନର ମୁଳଦୂଆ ସୃଷ୍ଟି ହେବ । […]

Continue reading →
ବାଲିଅନ୍ତା ହତ୍ୟାକାଣ୍ଡ: ‘ମବ୍ ଲିଞ୍ଚିଂ’ ବା ଗୋଷ୍ଠୀଗତ ହିଂସା ସଭ୍ୟ ସମାଜ ପାଇଁ କଳଙ୍କ

ବାଲିଅନ୍ତା ହତ୍ୟାକାଣ୍ଡ: ‘ମବ୍ ଲିଞ୍ଚିଂ’ ବା ଗୋଷ୍ଠୀଗତ ହିଂସା ସଭ୍ୟ ସମାଜ ପାଇଁ କଳଙ୍କ

ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ଜଣେ ଯୁବକଙ୍କୁ ସର୍ବସମ୍ମୁଖରେ ପିଟି ପିଟି ହତ୍ୟା କରାଯିବା ଘଟଣା ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଜଣେ ରେଳବାଇ କନଷ୍ଟେବଲ ସୌମ୍ୟରଞ୍ଜନ ସ୍ପାଇଁଙ୍କୁ ଯେଭଳି ଅମାନୁଷିକ ଭାବେ ହତ୍ୟା କରାଗଲା, ତାହା କେବଳ ଏକ ଅପରାଧ ନୁହେଁ, ବରଂ ଆମ ସାମାଜିକ ବ୍ୟବସ୍ଥା ଓ ମାନବିକତା ଉପରେ ଏକ ବଡ଼ ପ୍ରଶ୍ନଚିହ୍ନ। ଅଭିଯୋଗକାରିଣୀ ଯୁବତୀଙ୍କ ବୟାନ ଅନୁଯାୟୀ, ଦୁର୍ଘଟଣା ପରେ ତାଙ୍କୁ ଓ ତାଙ୍କ ସାଙ୍ଗଙ୍କୁ ଅସଦାଚରଣ କରାଯାଇଥିଲା। ଯୁବତୀଙ୍କୁ ରକ୍ଷା କରିବାକୁ […]

Continue reading →
ରାଜ୍ୟକୁ ଆସିଲା ୪୮ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ରାଜ୍ୟକୁ ଆସିଲା ୪୮ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଇନଭେଷ୍ଟର୍ସ ମିଟରେ ଯୋଗଦେଇ ତିନିଦିନିଆ ଗୁଜରାଟ ଗସ୍ତରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଉ ସାଥିରେ ନେଇ ଆସିଛନ୍ତି ୪୮ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ। ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିକଶିତ ଭାରତ ଗଠନ ପାଇଁ ପୂର୍ବ ଭାରତର ଉନ୍ନତି ଅତ୍ୟାବଶ୍ୟକ। ଆଉ ଏହି ନିବେଶ ଜରିଆରେ ଓଡ଼ିଶା ଏହାର ନେତୃତ୍ବ ନେବାକୁ ପ୍ରସ୍ତୁତ। ସୂଚନା ଅନୁସାରେ, ଗୁଜରାଟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶିଳ୍ପପତିଙ୍କ ଠାରୁ ୪୮ହଜାର ୩୩୦ କୋଟିର ପୁଞ୍ଜି ନିବେଶ ପ୍ରତିଶ୍ରୁତି ପାଇଛନ୍ତି। ଏସବୁ ପ୍ରକଳ୍ପରେ ୬୭ ହଜାର ୮୩୮ରୁ […]

Continue reading →
ଭାରତରେ ଅବସ୍ଥାପିତ ନେଦରଲ୍ୟାଣ୍ଡର ରାଷ୍ଟ୍ରଦୂତଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭାରତରେ ଅବସ୍ଥାପିତ ନେଦରଲ୍ୟାଣ୍ଡର ରାଷ୍ଟ୍ରଦୂତଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତରେ ଅବସ୍ଥାପିତ ନେଦରଲ୍ୟାଣ୍ଡର ରାଷ୍ଟ୍ରଦୂତ ମାରିସା ଗେରାର୍ଡସଙ୍କୁ ଭେଟି ଉଭୟ ଦେଶ ମଧ୍ୟରେ ଉଚ୍ଚ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ସହଯୋଗର ନୂତନ ଦିଗ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକରେ ଉଭୟ ଦେଶ ମଧ୍ୟରେ ଶିକ୍ଷାଗତ ସହଯୋଗକୁ ଅଧିକ ସୁଦୃଢ଼ କରିବା ପାଇଁ ଚର୍ଚ୍ଚା କରାଯାଇଛି । ଏହି ଆଲୋଚନା ଅନୁଯାୟୀ, ଭାରତ ଏବଂ ନେଦରଲ୍ୟାଣ୍ଡ ଆସନ୍ତା ଶିକ୍ଷା ବର୍ଷରୁ ହାଇଡ୍ରୋଜେନ, ସେମିକଣ୍ଡକ୍ଟର, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, […]

Continue reading →
ବିଜେପିରେ ସାମିଲ ହେଲେ କାକଟପୁର, ରାୟଗଡ଼ା, ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀର ସରପଂଚ, ସମିତି ସଭ୍ୟ, ଜନପ୍ରତିନିଧି, ନେତା ଓ କର୍ମୀ

ବିଜେପିରେ ସାମିଲ ହେଲେ କାକଟପୁର, ରାୟଗଡ଼ା, ବେଗୁନିଆ ବିଧାନସଭା ନିର୍ବାଚନମଣ୍ଡଳୀର ସରପଂଚ, ସମିତି ସଭ୍ୟ, ଜନପ୍ରତିନିଧି, ନେତା ଓ କର୍ମୀ

ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି ପୁରୀ ଜିଲ୍ଲା କାକଟପୁର ନିର୍ବାଚନ ମଣ୍ଡଳୀ, ରାୟଗଡା ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିର୍ବାଚନମଣ୍ଡଳୀର ବହୁ ସରପଂଚ, ନାଏବ ସରପଂଚ, ପଂଚାୟତ ସମିତି ସଭ୍ୟ, ୱାର୍ଡସଭ୍ୟ, ବରିଷ୍ଠ ଓ ଯୁବନେତା ବିଜେଡି ଓ କଂଗ୍ରେସ ଛାଡି ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି।ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ […]

Continue reading →