ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର

ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି କହିଛନ୍ତି ଯେ କେନ୍ଦ୍ର ସରକାର ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କକୁ ପ୍ରାୟ ୪୦% ବୃଦ୍ଧି କରିଛନ୍ତି, ଯାହା ଦେଶର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବ। ସେ କହିଛନ୍ତି ଯେ ଖାଦ୍ୟଶସ୍ୟ କ୍ରୟ ଏବଂ ବଣ୍ଟନରେ କେନ୍ଦ୍ର-ରାଜ୍ୟ ସହଯୋଗକୁ ସୁଦୃଢ଼ କରିବା ସହିତ କ୍ରୟ କାର୍ଯ୍ୟକୁ ସୁଗମ କରିବା, ସ୍ଥାୟୀ ପ୍ୟାକେଜିଂ ଅଭ୍ୟାସକୁ […]

Continue reading
ଭୁବନେଶ୍ୱରରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଏସସି/ଏସଟି କଲ୍ୟାଣ ସମିତିଗୁଡ଼ିକର ଜାତୀୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱରରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଏସସି/ଏସଟି କଲ୍ୟାଣ ସମିତିଗୁଡ଼ିକର ଜାତୀୟ ସମ୍ମିଳନୀ ଉଦଘାଟିତ

ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଆଜି ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସମିତି ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଦେଶବ୍ୟାପୀ ୧୨୦ରୁ ଅଧିକ ପ୍ରତିନିଧି ଏହି ଦୁଇ ଦିନିଆ ସମ୍ମିଳନୀରେ (୨୯-୩୦ ଅଗଷ୍ଟ) ଅଂଶଗ୍ରହଣ କରୁଛନ୍ତି । ଏହି ମଞ୍ଚରେ ସର୍ବୋତ୍ତମ ଅଭ୍ୟାସ ଓ ଅଭିଜ୍ଞତା ବାଣ୍ଟିବା ଏବଂ ଅନୁସୂଚିତ ଜାତି ଓ ଜନଜାତିଙ୍କ ଅଧିକାରକୁ ସୁରକ୍ଷିତ ରଖିବା ପାଇଁ ଅଧିକ ପ୍ରଭାବଶାଳୀ […]

Continue reading
ରାଜ୍ୟରେ ଆରମ୍ଭ ହୋଇଛି ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଆଜି ଏବଂ କାଲି ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ।

ରାଜ୍ୟରେ ଆରମ୍ଭ ହୋଇଛି ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଆଜି ଏବଂ କାଲି ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ।

SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଲୋକସଭା ବାଚସ୍ପତି ଓମ୍ ବିର୍ଲା ସମ୍ବୋଧନ ରଖିଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଦେଶର ବିକାଶ ପାଇଁ SC/STଙ୍କ ଉତ୍‌ଥାନ ଜରୁରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ ଏବଂ ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି ଦଳିତ । ନିକଟରେ ନିଟ୍‌ ପାସ କରିଥିବା ଦିଦାୟୀ ଆଦିବାସୀ ଝିଅଙ୍କୁ ଭେଟିବା କଥା କହିବା ସହ ମୁଖ୍ୟମନ୍ତ୍ରୀ କହିଥିଲେ […]

Continue reading