ଶିଳ୍ପୀ ଓ ବୁଣାକାରମାନେ ସମୃଦ୍ଧ ଭାରତୀୟ ସଂସ୍କୃତିର ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

ଶିଳ୍ପୀ ଓ ବୁଣାକାରମାନେ ସମୃଦ୍ଧ ଭାରତୀୟ ସଂସ୍କୃତିର ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

ଭାରତର ପ୍ରତିଟି ସୂତା ଏବଂ ରଙ୍ଗ ମଧ୍ୟରେ ଆମ ଶିଳ୍ପୀମାନଙ୍କର ଅକ୍ଳାନ୍ତ ପରିଶ୍ରମ ଓ ବହୁ ପୁରାତନ ପରମ୍ପରା ଲୁଚି ରହିଛି । ସେମାନେ କେବଳ କାରିଗର ନୁହନ୍ତି, ବରଂ ଭାରତର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟର ପ୍ରକୃତ ବାହକ ବୋଲି ଆଜି ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ କ୍ରାଫ୍ଟସ ମ୍ୟୁଜିୟମ ଠାରେ ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଆସାମର ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର […]

Continue reading →
ସୀତା ନବମୀ

ସୀତା ନବମୀ

ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ଓଡ଼ିଆ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ଚୈତ୍ର ପୂର୍ଣ୍ଣିମା ପର ଦିନଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ […]

Continue reading →
ମୋଦିଜୀଙ୍କ “ମନ କି ବାତ” କାର୍ଯ୍ୟକ୍ରମ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ: ସୁରେଶ ପୂଜାରୀ

ମୋଦିଜୀଙ୍କ “ମନ କି ବାତ” କାର୍ଯ୍ୟକ୍ରମ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ: ସୁରେଶ ପୂଜାରୀ

ପ୍ରତିଥର ପରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ୧୩୩ ତମ “ମନ୍ କି ବାତ୍‌” କାର୍ଯ୍ୟକ୍ରମରେ ଆଜି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା କେବଳ ଏକ ରେଡିଓ କାର୍ଯ୍ୟକ୍ରମ ନୁହେଁ ବରଂ ଦେଶର ସାଧାରଣ ଜନତାଙ୍କ ସଂଘର୍ଷ, ସଫଳତା ଏବଂ ଦେଶ ଗଠନର ଏକ ସଶକ୍ତ ମାଧ୍ୟମ। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଭୁବନେଶ୍ୱର ମଧ୍ୟ ବିଧାନସଭା ନିର୍ବାଚନ ମଣ୍ଡଳୀର ୧୦୨ ଓ ୧୦୩ ତମ ବୁଥ୍ କାର୍ଯ୍ୟକର୍ତାଙ୍କ ଉପସ୍ଥିତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ […]

Continue reading →
ନିଜ ଗାଁ ନାଲମରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ୍’ ଶୁଣିଲେ କେନ୍ଦ୍ରମନ୍ତ୍ରୀ

ନିଜ ଗାଁ ନାଲମରେ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କୀ ବାତ୍’ ଶୁଣିଲେ କେନ୍ଦ୍ରମନ୍ତ୍ରୀ

‘ମନ୍ କୀ ବାତ୍’ ଜନସମ୍ବାଦର ମାଧ୍ୟମ ହୋଇଛି – ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଅନୁଗୋଳ ଜିଲ୍ଲା ତାଳଚେର କଣିହାଁ ବ୍ଲକ ସ୍ଥିତ ନିଜ ପୈତୃକ ଗ୍ରାମ ନାଲମ ଗସ୍ତ କରି ଦଳୀୟ କାର୍ଯ୍ୟକର୍ତ୍ତା ଓ ସ୍ଥାନୀୟ ଲୋକଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍ କୀ ବାତ୍’ର ୧୩୩ତମ ସଂସ୍କରଣ ଶୁଣିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମ ଦେଶବ୍ୟାପୀ ଜନସମ୍ବାଦର ଏକ […]

Continue reading →
ସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି

ସ୍ୱତନ୍ତ୍ର ଓଡ଼ିଶାର ବିନ୍ଧାଣି ମହାରାଜା କୃଷ୍ଣଚନ୍ଦ୍ର ଗଜପତି

ଓଡ଼ିଆ ଜାତିର ଅସ୍ମିତା, ସ୍ୱାଭିମାନ ଏବଂ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ମୁଖ୍ୟ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜନ୍ମ ଜୟନ୍ତୀ ଆଜି ରାଜ୍ୟବ୍ୟାପୀ ଶ୍ରଦ୍ଧାର ସହ ପାଳିତ ହୋଇଯାଇଛି। ଆଧୁନିକ ଓଡ଼ିଶାର ଭିତ୍ତିଭୂମି ସ୍ଥାପନ କରିବାରେ ତାଙ୍କର ଯେଉଁ ଅତୁଳନୀୟ ତ୍ୟାଗ ରହିଛି, ତାହା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ। ତାଙ୍କରି ସ୍ମୃତି ଚାରଣ ପାଇଁ ଆଜି ରାଜଧାନୀ ଭୁବନେଶ୍ୱର ସମେତ ସମଗ୍ର ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।ସୂଚନା […]

Continue reading →
ମଣିଷକୁ ଜାଗ୍ରତ ଓ ସକାରାତ୍ମକ କାର୍ଯ୍ୟ ପାଇଁ ପ୍ରେରିତ କରିବାର ମୂଳ ମନ୍ତ୍ର ହେଉଛି ‘ଅସ୍ମିତା’ – ଧର୍ମେନ୍ଦ୍ର ପ୍ରଧାନ

ମଣିଷକୁ ଜାଗ୍ରତ ଓ ସକାରାତ୍ମକ କାର୍ଯ୍ୟ ପାଇଁ ପ୍ରେରିତ କରିବାର ମୂଳ ମନ୍ତ୍ର ହେଉଛି ‘ଅସ୍ମିତା’ – ଧର୍ମେନ୍ଦ୍ର ପ୍ରଧାନ

ଅସ୍ମିତା ଏକ ଦାର୍ଶନିକ ବିଷୟ । ଅସ୍ମିତା ହିଁ ଆମର ପ୍ରକୃତ ପରିଚୟ ଓ ଶାଶ୍ୱତ ଐତିହ୍ୟ। ଯେଉଁ ଚିନ୍ତାଧାରା ମଣିଷକୁ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ କରେ, ନିଜ ମାଟି ପାଇଁ ଗର୍ବିତ ହେବାର ସୁଯୋଗ ଦିଏ ଏବଂ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ମନୋବଳକୁ ଦୃଢ଼ୀଭୂତ କରେ, ତାହା ହିଁ ପ୍ରକୃତ ଅସ୍ମିତା ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ । ‘ସମ୍ବାଦ’ର ଅନୁଗୋଳ ସଂସ୍କରଣର ୨୬ତମ ସ୍ୱନକ୍ଷତ୍ର ଉତ୍ସବରେ ଯୋଗଦେଇ ଶ୍ରୀ […]

Continue reading →
ମାତୃଶକ୍ତିର ସମର୍ଥନ ସତ୍ତ୍ୱେ ବିକାଶ ପଥରେ ବାଧା ସୃଷ୍ଟି କରୁଛନ୍ତି ବିରୋଧୀ – ଧର୍ମେନ୍ଦ୍ର ପ୍ରଧାନ

ମାତୃଶକ୍ତିର ସମର୍ଥନ ସତ୍ତ୍ୱେ ବିକାଶ ପଥରେ ବାଧା ସୃଷ୍ଟି କରୁଛନ୍ତି ବିରୋଧୀ – ଧର୍ମେନ୍ଦ୍ର ପ୍ରଧାନ

ନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ନେଇ ସମଗ୍ର ଭାରତବର୍ଷର ମାତୃଶକ୍ତିମାନେ ସମର୍ଥନ ଦେଉଥିବା ବେଳେ ବିରୋଧୀମାନେ ମହିଳାମାନଙ୍କ ପାଇଁ ଆସନ ବୃଦ୍ଧି ହେଉ ବୋଲି ଚାହୁଁନାହାନ୍ତି । ବିରୋଧୀମାନଙ୍କର ଏଭଳି ମନୋଭାବ ନାରୀ ଶକ୍ତିର ବିକାଶ ପଥରେ ବାଧା ସୃଷ୍ଟି କରୁଛି ବୋଲି ଆଜି ଦେବଗଡ଼ରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି […]

Continue reading →
‘ଚନ୍ଦନ ଯାତ୍ରା’ ଓଡ଼ିଆ ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

‘ଚନ୍ଦନ ଯାତ୍ରା’ ଓଡ଼ିଆ ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

ବାରକୋଟର ଐତିହାସିକ ‘କଲା ଚନ୍ଦନ ଯାତ୍ରା’ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଦେବଗଡ଼, ଏପ୍ରିଲ ୨୪, ଦେବଗଡ଼ ଜିଲ୍ଲା ବାରକୋଟ୍ ବ୍ଲକର ଐତିହାସିକ ‘କଲା ଚନ୍ଦନ ଯାତ୍ରା’ କେବଳ ଏକ ପର୍ବ ନୁହେଁ, ଏହା ଆମ ସମୃଦ୍ଧ ଓଡ଼ିଆ ସଂସ୍କୃତି, ଅନନ୍ୟ ପରମ୍ପରା ଏବଂ ଗଭୀର ଆଧ୍ୟାତ୍ମିକ ଚେତନାର ଏକ ଜ୍ୱଳନ୍ତ ପ୍ରତୀକ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଆଜି ଦେବଗଡ଼ ଜିଲ୍ଲା ଗସ୍ତ […]

Continue reading →
ଯୁବପିଢିଙ୍କ ମଧ୍ୟରେ ଖେଳୁଆଡ଼ ମନୋଭାବ ବୃଦ୍ଧି ଦିଗରେ ଭଲ ପ୍ରୟାସ – ଧର୍ମେନ୍ଦ୍ର ପ୍ରଧାନ

ଯୁବପିଢିଙ୍କ ମଧ୍ୟରେ ଖେଳୁଆଡ଼ ମନୋଭାବ ବୃଦ୍ଧି ଦିଗରେ ଭଲ ପ୍ରୟାସ – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରରେ କବାଡି ପ୍ରତିଯୋଗିତା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ • ସମ୍ବଲପୁରରେ ଜାତୀୟ ସ୍ତରର କବାଡି ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବା ପାଇଁ ସାମୂହିକ ପ୍ରୟାସ କରିବା• ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଲେ ସମ୍ବଲପୁର, ସମ୍ବଲପୁରର ଟାଉନ୍ ହଲ୍ ପଡ଼ିଆ ଠାରେ ଆୟୋଜିତ “ସ୍ୱର୍ଗତ ସୁରେଶ ସେଠ୍ ମେମୋରିଆଲ୍ ସମ୍ବଲପୁର କବାଡି ପ୍ରିମିୟର ଲିଗ୍ (ସିଜନ୍-୩)”ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି […]

Continue reading →
ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ

ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ

 ୨୦୨୫ ଏପ୍ରିଲ ୨୨ର ସେହି କଳା ଦିବସକୁ ଆଜି ପୂରିଛି ଏକ ବର୍ଷ। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀ ଅବସରରେ ସମଗ୍ର ଦେଶ ଆଜି ସହିଦଙ୍କୁ ମନେ ପକାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦୀଙ୍କୁ ଦୃଢ଼ ଚେତାବନୀ ଦେଇଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନିର୍ଦ୍ଦୋଷ ନାଗରିକ ଓ ସହୀଦ ସୈନିକମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଭାରତର ସଂକଳ୍ପକୁ ଦୋହରାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ନିଜ ପୋଷ୍ଟରେ ଲେଖିଛନ୍ତି, “ଗତ ବର୍ଷ ଏହି […]

Continue reading →