ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ୍ ଆଗତ କରିଛନ୍ତି। ଏହି ବଜେଟ୍ରେ ‘ପୂର୍ବୋଦୟ’ ମନ୍ତ୍ର ସହ ଓଡ଼ିଶା ସମେତ ପୂର୍ବ ଭାରତର ବିକାଶ ପାଇଁ ଏକ ବଡ଼ ରୋଡ୍ମ୍ୟାପ୍ ପ୍ରସ୍ତୁତ କରାଯାଇଛି। ଭିତ୍ତିଭୂମି, ଶିଳ୍ପ, ପରିବେଶ ଏବଂ କୃଷି କ୍ଷେତ୍ରରେ ଓଡ଼ିଶାକୁ ଅନେକ ବଡ଼ ପ୍ରକଳ୍ପ ମିଳିଛି। ଜଳମାର୍ଗ-୫: ଖଣି ସମୃଦ୍ଧ ଅଞ୍ଚଳରୁ ବନ୍ଦର ପର୍ଯ୍ୟନ୍ତ ସିଧା ସଂଯୋଗ ଓଡ଼ିଶାର ଅର୍ଥନୀତି ପାଇଁ ସବୁଠାରୁ ବଡ଼ […]
Continue readingCategory Archives: ରାଜ୍ୟ
କୁଟିଆ କନ୍ଧଙ୍କ ଜୀବନ ସଂଘର୍ଷକୁ ନେଇ ଜିଲ୍ଲାପାଳଙ୍କ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ଉନ୍ମୋଚିତ
ଭୁବନେଶ୍ୱର, 28 ଜାନୁଆରୀ : ପ୍ରଶାସନିକ ଦାୟିତ୍ୱର ବ୍ୟସ୍ତତା ଭିତରେ ଜିଲ୍ଲାପାଳଙ୍କ ସାରସ୍ୱତ ସାଧନା। ଓଡ଼ିଶାର ଅନ୍ୟତମ ବିରଳ ଜନଜାତି ‘କୁଟିଆ କନ୍ଧ’ଙ୍କ ଅନାଲୋଚିତ ଜୀବନଶୈଳୀ, ସଂସ୍କୃତି ଓ ପରମ୍ପରାକୁ ନେଇ ରଚିତ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ବୁଧବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲିଖିତ ଏହି ପ୍ରଥମ ଉପନ୍ୟାସଟି ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ଅଡିଟୋରିୟମଠାରେ ଏକ ସ୍ୱତନ୍ତ୍ର ସାରସ୍ୱତ ସମାରୋହରେ ଉନ୍ମୋଚିତ ହୋଇଛି। ଜନଜାତି ଜୀବନର ଜୀବନ୍ତ ଦଲିଲ୍ ‘ପାର୍ଶ୍ଵସ୍ରୋତ’ […]
Continue readingବଜେଟ ନୈରାଶ ଜନକ ବୋଲି କହିବା ପାଇଁ ନୈତିକତା ସାହସ ନାହିଁ – ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ଚଳିତ ବଜେଟ ନେଇ ସରକାରୀ ଏବଂ ବିରୋଧୀ ଦଳ ଗୁଡ଼ିକ ପକ୍ଷରୁ ପ୍ରତିକ୍ରିୟା ଆସିବାରେ ଲାଗିଛି। ବଜେଟ୍ ୨୦୨୬କୁ ନିରାଶଜନକ କହିଥିଲେ ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବଜେଟ ନୈରାଶ ଜନକ ବୋଲି ନବୀନଙ୍କ ମନ୍ତବ୍ୟ ପରେ କଡା କାଉଣ୍ଟର କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, ବିରୋଧୀ ଦଳ ଭାବେ ବିରୋଧ କରିବାକୁ ନବୀନ ବାବୁ ଏମିତି ବୟାନ ଦେଇଛନ୍ତି | ନବୀନଙ୍କ ପାଖରେ ନୈତିକତା ସାହସ ନାହିଁ କହିବାକୁ […]
Continue readingକେନ୍ଦ୍ର ବଜେଟ୍ ୨୦୨୬-୨୭’ କୁ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ଏହା ‘ବିକଶିତ ଭାରତ’ର ମୂଳଦୁଆ
ଆଜି ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିବା ୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ର ବଜେଟକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଐତିହାସିକ ଏବଂ ଦୂରଦୃଷ୍ଟିସମ୍ପନ୍ନ ବୋଲି ଅଭିହିତ କରିଛନ୍ତି।ବଜେଟ୍ ଉପରେ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଗତ ଏହି ବଜେଟ୍ ୨୦୪୭ ସୁଦ୍ଧା ଭାରତକୁ ଏକ ‘ବିକଶିତ ରାଷ୍ଟ୍ର’ରେ ପରିଣତ କରିବା ପାଇଁ ଏକ ମଜଭୁତ ମୂଳଦୁଆ ପକାଇବ। ଏହା ଦେଶର […]
Continue readingଭୀମଭୋଇ ଲୋକ ମହୋତ୍ସବ’ କେବଳ ସଂସ୍କୃତି ଓ ଲୋକକଳାର ମଞ୍ଚ ନୁହେଁ ବରଂ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଓ ପରିଚୟର ଏକ ଜ୍ୱଳନ୍ତ ପ୍ରତିବିମ୍ବ – ଧର୍ମେନ୍ଦ୍ର ପ୍ରଧାନ
ରେଢାଖୋଲର ‘ଭୀମଭୋଇ ଲୋକ ମହୋତ୍ସବ’ କେବଳ ସଂସ୍କୃତି ଓ ଲୋକକଳାର ମଞ୍ଚ ନୁହେଁ ବରଂ ଆମ ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଓ ପରିଚୟର ଏକ ଜ୍ୱଳନ୍ତ ପ୍ରତିବିମ୍ବ । ଏହି ଉଦ୍ୟମ‘ଭୀମ ମଣ୍ଡଳୀ’ର ଗୌରବମୟ ଇତିହାସ ଏବଂ ସନ୍ଥ କବି ଭୀମ ଭୋଇଙ୍କ ସେହି ମହାନ ମାନବବାଦୀ ଚିନ୍ତାଧାରାକୁ ସାରା ବିଶ୍ୱ ଦରବାରରେ ଉଜାଗର କରିବ । ରେଢାଖୋଲର ଆଧ୍ୟାତ୍ମିକ ପରିଚୟକୁ ସୁଦୃଢ଼ କରିବା ସହ ଏଠାକାର ପର୍ଯ୍ୟଟନକୁ ଏକ ନୂତନ ଦିଶା ଦେବାରେ ସହାୟକ ହେବ ବୋଲି ‘ରେଢାଖୋଲ ଭୀମଭୋଇ ଲୋକ […]
Continue readingସାରସ୍ୱତ ସମାରୋହ: ଉନ୍ମୋଚିତ ହେଲା ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦୁଇ ଆଧ୍ୟାତ୍ମିକ ଗ୍ରନ୍ଥ ‘ଶ୍ରୀ ରାମାୟଣ’ ଓ ‘ଜଗନ୍ନାଥ ବିଳାସ ଚନ୍ଦ୍ରିକା’
ଭୁବନେଶ୍ୱର, ୨୯ ଜାନୁଆରୀ ୨୦୨୬: ରାଜଧାନୀ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡେମୀ ପରିସରରେ ଏକ ଭବ୍ୟ ସାରସ୍ୱତ ସମାରୋହରେ ଲେଖକ ଡ. ପୂର୍ଣ୍ଣଚନ୍ଦ୍ର ଦାଶଙ୍କ ଦ୍ୱାରା ରଚିତ ଦୁଇଟି ମହତ୍ତ୍ୱପୂର୍ଣ୍ଣ ଆଧ୍ୟାତ୍ମିକ ଗ୍ରନ୍ଥ “ଶ୍ରୀ ରାମାୟଣ” ଏବଂ “ଜଗନ୍ନାଥ ବିଳାସ ଚନ୍ଦ୍ରିକା” ଲୋକାର୍ପିତ ହୋଇଯାଇଛି। ଓଡ଼ିଆ ସାହିତ୍ୟ ଏବଂ ଆଧ୍ୟାତ୍ମିକ ପରମ୍ପରାକୁ ରୁଦ୍ଧିମନ୍ତ କରିବା ଲକ୍ଷ୍ୟରେ ଏହି ପୁସ୍ତକ ଦ୍ୱୟ ରଚନା କରାଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଫେସର କୁମରବର ଦାଶ ସଭାପତିତ୍ୱ କରି ଡ. ପୂର୍ଣ୍ଣ ଚନ୍ଦ୍ର ଦାଶଙ୍କ […]
Continue readingକୁଟିଆ କନ୍ଧଙ୍କ ଜୀବନ ସଂଘର୍ଷକୁ ନେଇ ଖୋର୍ଧା ଜିଲ୍ଲାପାଳଙ୍କ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ଉନ୍ମୋଚିତ
ଭୁବନେଶ୍ୱର, ୨୯ ଜାନୁଆରୀ : ପ୍ରଶାସନିକ ଦାୟିତ୍ୱର ବ୍ୟସ୍ତତା ଭିତରେ ଜିଲ୍ଲାପାଳଙ୍କ ସାରସ୍ୱତ ସାଧନା। ଓଡ଼ିଶାର ଅନ୍ୟତମ ବିରଳ ଜନଜାତି ‘କୁଟିଆ କନ୍ଧ’ଙ୍କ ଅନାଲୋଚିତ ଜୀବନଶୈଳୀ, ସଂସ୍କୃତି ଓ ପରମ୍ପରାକୁ ନେଇ ରଚିତ ଉପନ୍ୟାସ ‘ପାର୍ଶ୍ଵସ୍ରୋତ’ ବୁଧବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲିଖିତ ଏହି ପ୍ରଥମ ଉପନ୍ୟାସଟି ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ଅଡିଟୋରିୟମଠାରେ ଏକ ସ୍ୱତନ୍ତ୍ର ସାରସ୍ୱତ ସମାରୋହରେ ଉନ୍ମୋଚିତ ହୋଇଛି।ଜନଜାତି ଜୀବନର ଜୀବନ୍ତ ଦଲିଲ୍‘ପାର୍ଶ୍ଵସ୍ରୋତ’ ପୁସ୍ତକଟି କେବଳ […]
Continue readingଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ରଚିତ ପ୍ରଥମ ଉପନ୍ୟାସ ‘ପାର୍ଶ୍ୱସ୍ରୋତ’ ଉନ୍ନୋଚିତ
ଖୋର୍ଦ୍ଧା ଜିଲ୍ଲାପାଳ ତଥା ଆଇଏଏସ୍ ଅଧିକାରୀ ଅମ୍ରିତ ଋତୁରାଜଙ୍କ ରଚିତ ପ୍ରଥମ ଉପନ୍ୟାସ ‘ପାର୍ଶ୍ୱସ୍ରୋତ’ର ଉନ୍ମୋଚନ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ବୁଦ୍ଧ ମନ୍ଦିର ଅଡିଟୋରିୟମ ପରିସରରେ ଅନୁଷ୍ଠିତ ହୋଇଛି । ଶ୍ରୀ ଅମ୍ରିତ ଋତୁରାଜ ଜଣେ ଅଭିଜ୍ଞ ପ୍ରଶାସକ ଭାବେ ପରିଚିତ ହେଲେ ମଧ୍ୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ପ୍ରତିଭା ଅନନ୍ୟ। ‘ପାର୍ଶ୍ୱସ୍ରୋତ’ ଉପନ୍ୟାସଟି କୁଟିଆ କନ୍ଧ ଜନଜାତିର ଜୀବନଶୈଲୀ, ସଂସ୍କୃତି, ପରମ୍ପରା ଓ ପ୍ରକୃତି ସହିତ ସମ୍ପର୍କକୁ ଅତ୍ୟନ୍ତ ସୁନ୍ଦର ଓ ପ୍ରାମାଣିକ ଭାବେ ଚିତ୍ରଣ କରିଛି। […]
Continue readingସଂପ୍ରସାରଣ ହେବ ସମ୍ବଲପୁର ଲପଙ୍ଗା ସ୍ଥିତ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ – ମୁଖ୍ୟମନ୍ତ୍ରୀ
ସଂପ୍ରସାରଣ ହେବ ସମ୍ବଲପୁର ଲପଙ୍ଗା ସ୍ଥିତ ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟ । ୨୭ହଜାର କୋଟି ଟଙ୍କା ବ୍ୟୟରେ ହେବ ସଂପ୍ରସାରଣ । ଏହା ମାଧ୍ୟମରେ ୫୦୧୨ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସମ୍ବଲପୁର ଲପଙ୍ଗା ହିଣ୍ଡୋଲକୋ ଆଲୁମିନା ପ୍ଲାଣ୍ଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟାଧୁନିକ ଫ୍ଲାଟ ରୋଲଡ ପ୍ରଡକ୍ଟ ୟୁନିଟର ଲୋକାର୍ପଣ କରିଛନ୍ତି । ଏହା ଭାରତର ପ୍ରଥମ ଫ୍ଲାଟ ରୋଲଡ ପ୍ରଡକ୍ଟ ୟୁନିଟ । ଏହାର ଲୋକାର୍ପଣ କରି ଓଡ଼ିଶାର ନୂଆ ଶିଳ୍ପ ବିପ୍ଲବ ସୃଷ୍ଟି […]
Continue readingପଦ୍ମ ପୁରସ୍କାର- ୨୦୨୬’ ପାଇଁ ମନୋନୀତ ଓଡ଼ିଆ ପ୍ରତିଭାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା
ତୃଣମୂଳ ସ୍ତରର ଅସାଧାରଣ ପ୍ରତିଭାଙ୍କୁ ସମ୍ମାନଜନକ ‘ପଦ୍ମ ପୁରସ୍କାର’ ପାଇଁ ମୋନନୀତ କରି ମୋଦୀ ସରକାର ସେମାନଙ୍କୁ ଜାତୀୟ ସ୍ୱୀକୃତି ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ କହିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତ ପୁରସ୍କାର ବିଜେତାଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି । ଓଡ଼ିଶାର ଗାରିମା ଓ ପ୍ରତିଭାକୁ ନିରନ୍ତର ଭାବେ ବିଶ୍ୱ ଦରବାରରେ ପରିଚିତ କରାଉଥିବାରୁ ଶ୍ରୀ ପ୍ରଧାନ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ […]
Continue reading







