ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ସୁଜିତ୍ । ତାଙ୍କ ବିରୁଦ୍ଧରେ ଚୌଦ୍ଵାର ଥାନାରେ ଲିଖିତ ଅଭିଯୋଗ କରିଥିଲେ ତତ୍କାଳୀନ ଜେଲର ସନ୍ତୋଷୀନି ଦାସ । ଇନ୍ ଆଉଟ୍ ରେଜିଷ୍ଟର ଏବଂ ମିନିଟ୍ ବୁକ୍ […]
Continue readingCategory Archives: ରାଜ୍ୟ
ମହାନଦୀ ଜଳ ନେଇ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ , ବହୁତ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ -ଛତିଶଗଡ ମୁଖ୍ୟମନ୍ତ୍ରୀ
ମହାନଦୀ ଜଳ ସମସ୍ୟାର ସମାଧାନ ଖୁବଶୀଘ୍ର । ଛତିଶଗଡ ମୁଖ୍ୟମନ୍ତ୍ରୀ ଓଡିଶା ଗସ୍ତରେ ଆସି ମହାନଦୀ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ଏକ ଘଣ୍ଟାରୁ ଅଧିକ ସମୟ ଆଲୋଚନା କରିଛନ୍ତି ଦୁଇ ମୁଖ୍ୟମନ୍ତ୍ରୀ । ଦୁଇ ରାଜ୍ୟର ଉନ୍ନତି ଓ ଜନକଲ୍ୟାଣ ପାଇଁ ସମନ୍ୱୟ ଏବଂ ସହଯୋଗକୁ ଆହୁରି ସୁଦୃଢ଼ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି ବୋଲି କହିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ । […]
Continue readingପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା,ଅକ୍ଟୋବର ୩୧ ସୁଦ୍ଧା ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ
ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସୂଚୀ ବଦଳିଲା ଆଗାମୀ ପୌର ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ NACରେ ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ଆସନ ସଂରକ୍ଷଣ ପ୍ରକ୍ରିୟା ପାଇଁ ସମୟ ସୀମାରେ ପରିବର୍ତ୍ତନ କରିଛି ଗୃହ ଓ ନଗର ଉନ୍ନୟନ ବିଭାଗ। ଅକ୍ଟୋବର ୩୧ ସୁଦ୍ଧା ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ଏନେଇ ଆଜି ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରିଛନ୍ତି। ବୌଦ୍ଧ […]
Continue readingସେମିକନ ଇଣ୍ଡିଆ-୨୦୨୬: ବିଶ୍ବସ୍ତରୀୟ କମ୍ପାନୀ ଇଣ୍ଟେଲ ଓ 3DGS ମଧ୍ୟରେ ଏମଓୟୁ ସ୍ବାକ୍ଷର,ଓଡ଼ିଶାରେ ବ୍ୟାପକ ନିବେଶ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ
ଓଡ଼ିଶାକୁ ସେମି କଣ୍ଡକ୍ଟର ହବରେ ପରିଣତ କରାଯିବ । ଦିଲ୍ଲୀରେ ସେମିକନ ଇଣ୍ଡିଆ-୨୦୨୬ରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶ୍ବସ୍ତରୀୟ କମ୍ପାନୀ ଇଣ୍ଟେଲ ଓ 3DGS ମଧ୍ୟରେ ଯେଉଁ ଏମଓୟୁ ସ୍ବାକ୍ଷର ହୋଇଛି, ତାହା ଜରିଆରେ ଓଡ଼ିଶାରେ ବ୍ୟାପକ ନିବେଶ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏହା ଦ୍ବାରା ପ୍ରାୟ ୩୦ ହଜାର ୫୫୦ କୋଟି ଟଙ୍କାର ନିବେଶ ଆସିବା ସହ ୧୮୦୦ ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି ହେବ […]
Continue readingଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,୨୧ ବର୍ଷ ବୟସ ହୋଇଥିବ ହିତାଧିକାରୀ କରିପାରିବେ ଆବେଦନ
ଆସନ୍ତାକାଲି ସୁଭଦ୍ରା ଯୋଜନାକୁ ଦୁଇ ବର୍ଷ ପୂରଣ ହେବାକୁ ଯାଉଛି । ଏହା ଭିତରେ ହିତାଧିକାରୀଙ୍କୁ ୫ଟି କିସ୍ତି ଦିଆଯାଇଛି । କୋଟିଏରୁ ଅଧିକ ମହିଳାଙ୍କୁ ଏହି ଯୋଜନାରେ ସାମିଲ କରାଯାଇଛି । ସୁଭଦ୍ରା ଯୋଜନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ୨୫ ବର୍ଷର ସେବା ଓ ସଂକଳ୍ପକୁ ସମ୍ମାନ ଜଣାଇ ଆସନ୍ତାକାଲି ସଂଧ୍ୟା ୬ଟାରୁ ୭ମଧ୍ୟରେ ଘରେ ଘରେ ଦୀପ ଜାଳିବାକୁ ଅନୁରୋଧ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । […]
Continue readingମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ: ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର କଲେ ଉଦଘାଟନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସମ୍ୱଲପୁର ଗସ୍ତ ଅବସରରେ ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ କରିଛନ୍ତି । ସ୍ଥାନୀୟ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ସମ୍ୱଲପୁର ଠାରେ ସ୍ଥାପିତ ଡପ୍ଲର ପାଣିପାଗ ରାଡାର୍ (ଡିବ୍ଲୁ୍ୟଆର) ର ସ୍ୱତନ୍ତ୍ର ଆଞ୍ଚଳିକ ଗୁରୁତ୍ୱ ରହିଥିବା ବେଳେ ଏହା ଦ୍ୱାରା ଓଡ଼ିଶାର ଏକ ବ୍ୟାପକ ଅଞ୍ଚଳ ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥା ସହିତ […]
Continue readingକେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି,୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ
କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଜାରି କରିଛି ନୂଆ ଗେଜେଟ୍ ବିଜ୍ଞପ୍ତି । ବିଜ୍ଞପ୍ତି ଅନୁଯାୟୀ ୨,୦୦୦ ଟଙ୍କା ପର୍ଯ୍ୟନ୍ତ UPI କାରବାର ଏବଂ RuPay ଡେବିଟ୍ କାର୍ଡ ପେମେଣ୍ଟ ଉପରେ କୌଣସି ଶୁଳ୍କ ଲାଗିବ ନାହିଁ । ତେବେ ୨,୦୦୦ରୁ ଅଧିକ କାରବାର ଉପରେ ତୁରନ୍ତ କୌଣସି ନୂଆ ଫି’ ଲାଗୁ ହୋଇନାହିଁ । ଏହା କେବଳ ଭବିଷ୍ୟତରେ ନିର୍ଦ୍ଦିଷ୍ଟ ବ୍ୟବସାୟିକ କାରବାର ଉପରେ ଶୁଳ୍କ ଲଗାଇବା ପାଇଁ ଆଇନଗତ ଭିତ୍ତି ପ୍ରସ୍ତୁତ କରିଛି । ବ୍ୟାଙ୍କ […]
Continue readingମୋଦୀ ଥିଲେ ସବୁ ସମ୍ଭବ, କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା
କୋରାପୁଟ କଫିର ଚାହିଦା ବଢିବ । ସାରା ବିଶ୍ୱରେ କୋରାପୁଟ କଫିର ଚାହିଦ ବଢିଛି । ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫିର ବ୍ରାଣ୍ଡିଂ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ । ଓଡ଼ିଶାବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୋଦୀ ଥିଲେ ସବୁ ସମ୍ଭବ । କୋରାପୁଟ କଫିର ପ୍ରଚାର ପ୍ରସାର ପାଇଁ ଆମେ କୃତଜ୍ଞତାର ସହ ପ୍ରଧାନମନ୍ତ୍ରୀଙ୍କୁ […]
Continue readingମଧ୍ୟପ୍ରାଚ୍ୟରୁ ଓଡ଼ିଶାକୁ ନିବେଶ ସୁନାମୀ,ଓଡ଼ିଶା ପାଇଁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
ମଧ୍ୟପ୍ରାଚ୍ୟରୁ ଓଡ଼ିଶାକୁ ନିବେଶ ସୁନାମୀ। ଓଡ଼ିଶାର ଶିଳ୍ପ ବିକାଶ ଓ ନିଯୁକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଦୁବାଇ ଓ ଆବୁଧାବିରେ ଅନୁଷ୍ଠିତ ମଧ୍ୟପ୍ରାଚ୍ୟ ନିବେଶକ ସମ୍ମିଳନୀ ଅତ୍ୟନ୍ତ ଫଳପ୍ରଦ ସାବ୍ୟସ୍ତ ହୋଇଛି। ଏହି ୩ ଦିନିଆ ଗସ୍ତ କାଳରେ ଓଡ଼ିଶା ପାଇଁ ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ ଆସିଛି, ଯାହା ରାଜ୍ୟ ଅର୍ଥନୀତିକୁ ନୂଆ ଗତି ପ୍ରଦାନ କରିବ। ଏହି […]
Continue readingଆବୁଧାବିରେ ଓଡ଼ିଶା ନିବେଶ ସମ୍ମିଳନୀ
ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇରେ ୟୁଏଇ ନେତୃତ୍ୱ, ବିଶ୍ୱସ୍ତରୀୟ ନିବେଶକ, ଶିଳ୍ପ ପ୍ରତିନିଧି ଏବଂ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକ ସହିତ ଏକାଧିକ ଉଚ୍ଚସ୍ତରୀୟ ବୈଠକ ମାଧ୍ୟମରେ ଓଡ଼ିଶାରେ ନିବେଶ ସମ୍ପର୍କକୁ ଆହୁରି ମଜଭୁତ କରିଛନ୍ତି। ଦ୍ବିତୀୟ ଦିନରେ ୫ଟି ଏମଓୟୁ ଏବଂ ୮ଟି ନିବେଶ ଇଚ୍ଛାପତ୍ର ସ୍ୱାକ୍ଷରିତ ହୋଇଥିଲା, ଯାହା ମିଳିତ ଭାବରେ ୮,୪୧୭ କୋଟି ଟଙ୍କାର ନିବେଶ ସମ୍ଭାବନା ଏବଂ ୧୪,୩୧୦ଟି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାର କ୍ଷମତା ରଖିଛି। […]
Continue reading









